ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ
ସୁନ୍ଦରଗଡ଼,୧୯।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଟାଉନ୍ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍ ତଥା ପ୍ରିଜାଇଡିଂ…
ବନ୍ଧୁକମୁନରେ ପେଟ୍ରୋଲ ପମ୍ପ୍ରୁ ୫ ଲକ୍ଷ ଟଙ୍କା ଲୁଟିନେଲେ ଲୁଟେରା
କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ବନ୍ଧୁକମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୁର୍ବୃତ୍ତମାନେ ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଏଭଳି ଏକ ବଡ଼ଧରଣର ଡକାୟତି ଘଟଣା ବାଂଶପାଳ ବ୍ଲକ…
ବହୁ ଚର୍ଚ୍ଚିତ ଗାଡ଼ି ଡ୍ରାଇଭର ହତ୍ୟା ମାମଲା: କୋର୍ଟରେ ହାଜର ହୋଇ ବୟାନ ରଖିଲେ ତଦନ୍ତକାରୀ ଅଧିକାରୀ
ବ୍ରହ୍ମପୁର,୧୯।୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍-୧ ଡ. ଇନ୍ଦୁ ଶର୍ମାଙ୍କ କୋର୍ଟରେ ବହୁ ଚର୍ଚ୍ଚିତ ଗାଡ଼ି ଡ୍ରାଇଭର ହତ୍ୟା ମାମଲାର ବିଚାର ଆରମ୍ଭ ହୋଇଛି। ହତ୍ୟା ମାମଲାର ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଦିଗପହଣ୍ଡି ଥାନା ଏସ୍ଆଇ…
ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯ା୧୦(ଅସମାପିକା ସାହୁ): ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି…
ଟୋଲ୍ପ୍ଲାଜାରେ ଫାଙ୍କା ଗୁଳି ଚାଳନା, ଧରାପଡ଼ିଲେ ୪
ପିପିଲି,୧୯ା୧୦(ଦୁର୍ଗାମାଧବ ମିଶ୍ର): ପୁରୀ-ଭୁବନେଶ୍ବର ୩୧୭ ନମ୍ବର ଜାତୀୟ ରାଜପଥରେ ପିପିଲି ନିକଟରେ ଅବସ୍ଥିତ ଟୋଲ୍ ପ୍ଲାଜାରେ ଆଜି ଗୁରୁବାର ଭୋର୍ରୁ ପଇସା ନେଣଦେଣକୁ ନେଇ ଫାଙ୍କା ଗୁଳି ଚାଳନା ହୋଇଛି। ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ। ଗୋଟିଏ କାର୍ରେ ଡ୍ରାଇଭର…
ଘରୁ ଶୁଣ୍ଢରେ ଟେକିନେଇ କଚାଡ଼ି ମାରିଲା ଦନ୍ତା
ବଡ଼ଗାଁ,୧୯ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଫୁଲବାରୀ ପଞ୍ଚାୟତର ଲାଖପଡ଼ା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ହାତୀ ଜଣେ ବ୍ୟକ୍ତିଙ୍କୁ କଚାଡ଼ି ମାରିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ବିଳମ୍ବିତ ରାତିରେ ଲାଖପଡ଼ା ଗାଁରେ ପଶିଥିଲା। ଲୋକେ ହାତୀ ଆସିଥିବା ଜାଣି…
ଅର୍ଡର ନ ଦେଇ ପାର୍ସଲରୁ ବାହାରିଲା କଳା କପଡ଼ା
ଦାରିଙ୍ଗବାଡି, ୧୮।୧୦(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ତଥା ବଣ ଜଙ୍ଗଲ ଘେର ମଧ୍ୟରେ ଥିବା ଦାରିଙ୍ଗବାଡି ଅଞ୍ଚଳର ଜଣେ ଯୁବକ ଅନ୍ଲାଇନ ଠକେଇର ଶିକାର ହୋଇଛନ୍ତି। ସେ ଜଣେ ପ୍ରତିଷ୍ଠିତ ପେଟ୍ରୋଲଟାଙ୍କି ଓ ହୋଟେଲ ବ୍ୟବସାୟୀ ହୋଇଥିବା ବେଳେ ସବୁବେଳେ ନିଜ…
ଚିନ୍ତା ବଢ଼ାଇଲେଣି ଚକଡ଼ା, ଗଣ୍ଠି ପୋକ
ଚମ୍ପୁଆ,୧୯ା୧୦(ମହେଶ୍ୱର ଦାସ)କେନ୍ଦୁଝର ଜିଲା ଚମ୍ପୁଆ କୃଷି ଜିଲା ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଚକଡ଼ା ଓ ଗଣ୍ଠି ପୋକ ଚାଷୀଙ୍କ ଚିନ୍ତାର କାରଣ ସାଜିଛି। ଦିନକୁ ଦିନ ଏହି ରୋଗ ଧାନକ୍ଷେତକୁ ଉଜାଡ଼ି ଦେଉଥିବା ବେଳେ ରୋଗ ପ୍ରତିରୋଧକ ପାଇଁ କୃଷି ବିଭାଗ…
ଜିଲାରେ ନାହିଁ ଟ୍ରମା କେୟାର ସେଣ୍ଟର
କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଉପଖଣ୍ଡ ଡାକ୍ତରଖାନାରେ ଟ୍ରମା କେୟାର ସେଣ୍ଟର ନାହିଁ। ଫଳରେ ଜିଲାରେ ପ୍ରାୟ ପ୍ରତ୍ୟେକ ଦିନ ଦୁର୍ଘଟଣାଜନିତ ଜୀବନହାନି ହେଉଛି। ବହୁ ଲୋକ ଆହତ ହୋଇ ବିକଳାଙ୍ଗ ହେଉଛନ୍ତି। ଦୁର୍ଘଟଣା ପରେ ଆବଶ୍ୟକ…
ଶୁଖି ଆସିଲାଣି ଘୋଡ଼ାହାଡ଼ ଡ୍ୟାମ :ମରୁଡି ଆଶଙ୍କା
ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର)ଦିଗପହଣ୍ଡିି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସଭା ଗୃହରେ ବୁଧବାର ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ଏକ ପରିବର୍ଦ୍ଧିତ ଅଳଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ପାଣି ପଞ୍ଚାୟତ ଶୀର୍ଷ କମିଟି ସଭାପତି ରମେଶ…
୧୭ ଲୋକ ସଭା ନିର୍ବାଚନ, ଗଞ୍ଜାମରୁ ୩ ମହିଳା ଏମ୍ପି
ବ୍ରହ୍ମପୁର,୧୯ା୧୦ (ନରସିଂହ ସାହୁ)ସ୍ବାଧୀନତା ପରବର୍ତ୍ତି ୧୯୫୧-୧୯୫୨ରୁ ୨୦୧୯ ମଧ୍ୟରେ ଦେଶରେ ୧୭ ଲୋକସଭା ନିର୍ବାଚନ ହୋଇଛି । ଏହି ୬୮ ବର୍ଷ ମଧ୍ୟରେ ଗଞ୍ଜାମ ଜିଲାର ଦୁଇ ଲୋକସଭା କ୍ଷେତ୍ରରୁ ମାତ୍ର ୩ ଜଣ ମହିଳା ଏମ୍ପି ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା…
ଝାଡୁ ତିଆରି କରି ବିତୁଛି ଜୀବନ
ଛତ୍ରପୁର,୧୯ା୧୦(ସନ୍ତୋଷ ପାଢ଼ୀ)ଚାରି ହାତର ମାଟିଘର ଆଉ ସେଇ ଘରେ ଚାଲିଛି ସଂସାର। ଏହା କେବଳ ଗୋଟିଏ ପରିବାରର କଥା ନୁହେଁ, ଗ୍ରାମରେ ଏମିତି ୭ଟି ପରିବାର ୪ ହାତର ମାଟି ଘରେ ଜୀବନ ବିତାଉଛନ୍ତି । ପକ୍କାଘର ଖଣ୍ଡିଏ ସେମାନଙ୍କ ପାଇଁ…
Archives


