ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ
ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD) ପକ୍ଷରୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଛି। ରାଜ୍ୟ ସରକାର ମୋଟ…
ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…
ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ କରଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର…
ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…
କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଗଜବାହାଲ ପଞ୍ଚାୟତ ଧରାଖମନ ଗାଁର ମହିଳା ଚାଷୀ ରେଖ…
ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ
ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ ନାମ ପ୍ରଦୀପ୍ତ ମହାନ୍ତ (୪୫)। ତାଙ୍କ ଘର କେନ୍ଦୁଝର ଜିଲା ଘଟଗାଁ ଥାନା…
ଗ୍ରୀଡ୍ ସବ୍ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…
ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିଛନ୍ତି। ଏହି ଗ୍ରୀଡ୍ ଡିଜିଟାଲ ଏବଂ କୌଣସି ସ୍ଥାନରେ କିଛି…
ମୋବାଇଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…
ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍ ୨୧ ତାରିଖ ଦିନ ସ୍ବପ୍ନେଶ୍ବର ଓ ତାଙ୍କ ସ୍ତ୍ରୀଙ୍କ…
ବିଦ୍ୟୁତ୍ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼
ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ ଘଟିଥିବା ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ସେ…
ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…
ପୁରୀ,୧୨ା୭(ଅଜିତ୍ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ ତିନି ପର୍ଯ୍ୟଟକ ଉଦ୍ଧାର ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ରୁ କିଛି…
ବାଇକ୍ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…
ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମଧୁପଲ୍ଲୀ ଗାଁର ସୋମନାଥ ବେହେରାଦଳାଇ (୩୭)। ଦୁର୍ଘଟଣାସ୍ଥଳରେ ଦାରିଙ୍ଗବାଡ଼ି…
ଓଲଟିଲା ପିଆଜ ବୋଝେଇ ଟ୍ରକ୍, ଯିଏ ପାରିଲେ ମନଇଚ୍ଛା ବୋହିନେଲେ
କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ ବୋଝେଇ ଟ୍ରକ୍ଟି ଘାଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଉପରେ…
ଉଦଳାରୁ ସମସ୍ତ ରୁଟ୍ରେ ବସ ଚଳାଚଳ ବନ୍ଦ
ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ ଷ୍ଟାଣ୍ଡରେ ବସ କଣ୍ଡକ୍ଟର ରବୀନ୍ଦ୍ର ପରିଛାଙ୍କ ଉପରେ ହୋଇଥିବା ଆକ୍ରମଣର ପ୍ରତିବାଦରେ ଉଦଳା…
ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ
କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ପରେ…

