ଆମ ଜିଲା ଖବର

ଦିଲ୍ଲୀପ ହତ୍ୟା ଘଟଣାରେ ବନ୍ଧା ହେଲେ ଆଉ ୩ ଅଭିଯୁକ୍ତ, ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍‌ପିଙ୍କ ସୂଚନା

ଛତ୍ରପୁର /ଖଲ୍ଲିକୋଟ,୩।୬ (ଦିଲୀପ କୁମାର ସାମଲ/ ପ୍ରଶାନ୍ତ କୁମାର ମିଶ୍ର/ସନ୍ତୋଷ ପାଢ଼ୀ): ଗତ ୧୫ ତାରିଖ ଦିନ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଘଟିଥିବା ହିଂସା ଘଟଣାରେ ପୂର୍ବରୁ ୧୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।…

ଭୋଟ ଗଣତି ପାଇଁ ପ୍ରସ୍ତୁତି ଶେଷ:ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

କେନ୍ଦୁଝର,୩।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଗତ ମେ ମାସ ୨୫ରେ ଶାନ୍ତିପୂର୍ଣ ଭାବେ ମତଦାନ ହେବା ପରେ ଶୃଙ୍ଖଳିତ ଏବଂ ତ୍ରୁଟିଶୂନ୍ୟ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ…

ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ, ଭିତର ବେଢାର ଫଟୋ ଭାଇରାଲ

ପୁରୀ,୩ା୬(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ବାରଂବାର ସୁରକ୍ଷା ଉଲଂଘନ ଯେଉଥିବା ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ପୁଣିଥରେ ଶ୍ରୀମନ୍ଦିର ଭିତର ବେଢାର ଫଟୋ ଭାଇରାଲ ହୋଇଛି। ଶ୍ରୀମନ୍ଦିର ବେଢାରେ ଦୁଇଜଣ…

ଶପିଂ ମଲ୍‌ରେ ନିଆଁ: କୋଟି କୋଟି ଟଙ୍କା ନଷ୍ଟ

ପାରଳାଖେମୁଣ୍ଡି,୩।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବଡ଼ଦାଣ୍ଡରେ ଥବା ବାରାଟମ ଶପିଂ ମଲ୍‌ରେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଯାଇଛି। ଫଳରେ ସେଠାରେ ଥିବା ସବୁ ଜିନିଷପତ୍ର ସମ୍ପୂର୍ଣ୍ଣ ଜଳି ନଷ୍ଟ ହୋଇଯାଇଛି। ରବିବାର ବିଳମ୍ବିତ ରାତିରେ ଦୋକାନ ମାଲିକ ନୀତିଦିନ…

କିଛି କ୍ଷଣ ମଧ୍ୟରେ ଛାରଖାର କରିଦେଲା ପବନ ବର୍ଷା

ପାରଳାଖେମୁଣ୍ଡି,୩।୬(ଗିରିଧାରୀ ପରିଛା): ରାଜ୍ୟରେ ଅଦିନିଆ ବର୍ଷା ପବନ ହେତୁ ଅନେକ କ୍ଷତି ହୋଛି। କିଛି କ୍ଷଣ ମଧ୍ୟରେ ସବୁ କିଛି ଛାରଖାର ହୋଛି। ତାତିରୁ ଆଶ୍ୱସ୍ତି ମିଳିଛି ସତ କିନ୍ତୁ ଅନେକେଙ୍କୁ କ୍ଷତି ପହଞ୍ଚାଇଛି। ପାରଳାଖେମୁଣ୍ଡିରେ ଏହି କାଳବୈଶାଖୀ ପ୍ରଭାବରେ ପବନ…

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଜି ଡିସ୍‌ଚାର୍ଜ ହେଲେ ଆଉ ଦୁଇ ଆହତ

ଭୁବନେଶ୍ୱର,୩ା୬(ଅସମାପିକା ସାହୁ): ପୁରୀ ବାଣ ବିସ୍ଫୋରଣ ଘଟଣାରେ ଡାକ୍ତରଖାନାରୁ ଆଉ ୨ ଆହତ ବ୍ୟକ୍ତି ସୋମବାର ଡିସ୍‌ଚାର୍ଜ ହୋଇଛନ୍ତି। ସେମାନେ ହେଲେ ବଳରାମ ଦାସ(୧୫) ଏବଂ ମନମୋହନ ବେହେରା(୨୪)। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ, ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ୧୭ ଜଣଙ୍କ…

ଭୋଟ୍‌ ଗଣତି କେନ୍ଦ୍ରକୁ ଖବରଦାତାଙ୍କୁ ମନା

ପାଟଣା,୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଚାମ୍ପୁଆରେ ମଙ୍ଗଳବାର ହେବାକୁ ଥିବା ବେଳେ ଅନେକ ଖବରଦାତାଙ୍କୁ ଖବର ସଂଗ୍ରହ ପାଇଁ ଏଣ୍ଟ୍ରି ପାସ୍‌ ମିଳିନାହିଁ। ଏଭଳିସ୍ଥଳରେ ଖବରଦାତାମାନେ କିଭଳି ଖବର ସଂଗ୍ରହ କରିବେ ସେନେଇ ସ୍ପଷ୍ଟ…

ଘର ଉପରେ ପଡ଼ିଲା ବିଶାଳକାୟ ଗଛ

ଲେଫ୍ରିପଡ଼ା,୩ା୬(ଦେଶରଞ୍ଜନ ପଟେଲ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଯୋଗୁ ବ୍ୟାପକ ମାତ୍ରାରେ ଧନହାନି ହୋଇଛି। ସରପଗଡ଼ ପଞ୍ଚାୟତର କନିଆଘାଟି ଗ୍ରାମର ଚିନ୍ମୟ ପଟେଲ ଓ ସୁରେଶ ଚନ୍ଦ୍ର ପଟେଲଙ୍କ ଘର ଉପରେ ବିଶାଳକାୟ ଗଛ…

ପୁରୀ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୧୪କୁ ବୃଦ୍ଧି

କଟକ, ୩।୬(ଶିଳ୍ପା ପ୍ରିୟଦର୍ଶିନୀ/ଅଜିତ୍‌ କୁମାର ମହାନ୍ତି): ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୪ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ତେବେ ରବିବାର ସନ୍ଧ୍ୟା…

ଚିଲିକା ଉପକୂଳରେ ନିଶା ଔଷଧ ଦେଇ ପକ୍ଷୀ ଶିକାର

କଣାସ,୩ା୬(ବିଭୂତି ଭୂଷଣ ତ୍ରିପାଠୀ): କଣାସ ବ୍ଲକର ଶେଷ ସୀମା ଚିଲିକା ଦୟାନଦୀର ମୁହାଁଣଠାରୁ ମକରାନଦୀ ମୁହାଁଣ ଦେଇ ଭୁଷଣ୍ଡପୁର ପର୍ଯ୍ୟନ୍ତ ଚିଲିକା ଉପକୂଳରେ ଦେଶୀ ଓ ବିଦେଶୀ ପକ୍ଷୀମାନଙ୍କୁ ନିଶା ଔଷଧ ଦେଇ ଶିକାରୀମାନେ ଦୈନନ୍ଦିନ ଧରିନେଉଥିଲେ ମଧ୍ୟ ବନ ବିଭାଗ…

ଆଳି ସଂସିଧାରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆଳି,୩ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଗତ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଶେଷ ହୋଇଥିଲା। ହେଲେ ରବିବାର ଆଳି ଥାନା ଅନ୍ତର୍ଗତ ସଂସିଧା ଠାକୁରପାଟଣା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଗୁରୁତର ରୂପ ନେଇଛି। ଗୋଟିଏ ପରିବାର ଏକ…

ଜଗତ୍‌ସିଂହପୁରରେ ପଲିଥିନ ବ୍ୟାନ୍‌ ପ୍ରହସନ

ଜଗତ୍‌ସିଂହପୁର,୩ା୬ (ପ୍ରମୋଦ କୁମାର ନାୟକ): ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଥିଲେ। ପଲିଥିନର ବିପଦଜନ୍ନକ ବ୍ୟବହାରକୁ ରୋକିବା ଏହାର ଉଦ୍ଦେଶ୍ୟ ଥିଲା। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?