ଆମ ଜିଲା ଖବର

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ ପ୍ରତାରଣା କରିଥିବା ଅଭିଯୋଗରେ ବାରକୋଟ ଥାନା ପୋଲିସ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବରଗଡ଼ରେ ଏକ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ବିଭିନ୍ନ ମଣ୍ଡିରେ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ ବିରୋଧ କରିଥିଲେ। ଏପରିକି ଶ୍ରଦ୍ଧାଳୁମାନେ ଇସ୍କନ ଭ୍ରାମ୍ୟମାଣ ଯାନକୁ ଫେରାଇ ନେଇଥିଲେ। ଅନ୍ୟପକ୍ଷେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର ଜଣେ ଯୁବକଙ୍କୁ ହତ୍ୟା କରି ଦୁର୍ବୃତ୍ତମାନେ ଫିଙ୍ଗି ଦେଇଛନ୍ତି। ମୃତ ଯୁବକ ହେଲେ…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଉଛନ୍ତି ସେହି…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର ବିବାଦ ଦେଖାଦେଇଛି। ବିଦ୍ୟାଳୟ ପରିସରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେବାରୁ ପ୍ରଧାନ ଶିକ୍ଷକଙ୍କ…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ ବଦଳିଯାଇଛି। ଆରମ୍ଭରେ ପୁରୁଷ ଓ ମହିଳାଙ୍କ ବିପୁଳ ଭିଡ଼ ଦେଖାଯାଉଥିବା ଏହି ଆନ୍ଦୋଳନ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶ୍ରେଣୀ ଗୃହର ବେଞ୍ଚରେ ବସିବା ଏବଂ ପୂର୍ବ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ସେହି…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କିଛି ଦୁର୍ବୃତ୍ତ ପଞ୍ଚାୟତ କାର୍ଯ୍ୟାଳୟର ତାଲା ଭାଙ୍ଗି ଅଫିସ ରୁମ୍‌ରେ ଥିବା…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପ୍ରାପ୍ୟ ଅର୍ଥ ନମିଳିବାରୁ ଗ୍ରାମର ଜଣେ ଠିକାଦାର ବିଦ୍ୟାଳୟ ପରିସରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?