କାକଟପୁର-ନିମାପଡ଼ାରେ ଶନିବାର ଭୋଟ୍, ବୁଥ୍କୁ ଗଲେ ପୋଲିଂ ପାର୍ଟି
ପୁରୀ,୩୧ା୫(ଅଜିତ୍ କୁମାର ମହାନ୍ତି)-୧୬ନଂ. ଜଗତ୍ସିଂହପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୦୫ ନଂ. କାକଟପୁର ଓ ୧୦୬ ନଂ. ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଜୁନ ୧ ତାରିଖ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ଜିଲା…
୫ ଦିନର ଶିଶୁପୁତ୍ର ଉଦ୍ଧାର
ବ୍ରହ୍ମପୁର,୩୧।୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସ୍ଥିତ ଉତ୍କଳ ବାଳାଶ୍ରମରୁ ଶୁକ୍ରବାର ଏକ ୫ ଦିନର ଶିଶୁପୁତ୍ର ଉଦ୍ଧାର ହୋଇଛି। ବାଳାଶ୍ରମ ବାହାରେ ରହିଥିବା ଶିଶୁ ରଖିବା ସ୍ଥଳୀରେ ଶୁକ୍ରବାର ସକାଳେ କେହି ଜଣେ ଶିଶୁଟିକୁ ରଖି ଚାଲି ଯାଇଥିଲେ। ବାଳାଶ୍ରମ କର୍ମଚାରୀ…
ଥମୁନି ତାତି,ବଢୁଛନ୍ତି ଅଂଶୁଘାତ ରୋଗୀ
ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି । ଜିଲାରେ ତାତି ଥମିବାର ନାଁ ନେଉ ନାହିଁ । ଅନ୍ୟବର୍ଷ ତୁଳନାରେ ଏଥର ତାପମାତ୍ରା ସର୍ବାଧିକ ରହୁଛି ବୋଲି ସ୍ଥାନୀୟ ଲୋକେ କହୁଛନ୍ତି । ଜିଲାରେ ଗତ କିଛିଦିନ…
ରୋଗୀଙ୍କ ମୃତ୍ୟୁ ପରେ ଡାକ୍ତରଙ୍କୁ ମାଡ଼
ସମ୍ବଲପୁର,୩୧।୫(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଶାସନ ଥାନା ଅଧୀନ କମଲପଡ଼ାଛକରେ ଥିବା ଏକ ଘରୋଇ କ୍ଲିନିକରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ତୁମୁଳକାଣ୍ଡ ଘଟିଛି। ଭୁଲ ଚିକିତ୍ସା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଉତ୍ତ୍ୟକ୍ତ ଲୋକେ…
ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର
ଲାଞ୍ଜିଗଡ,୩୧ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅଧୀନ କପାଗୁଡା ଗାଁରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ଆକ୍ରମଣ କରିବା ଘଟଣାରେ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ, କପାଗୁଡା ଗାଁର ପୁରୁଷୋତ୍ତମ…
ପୁରୀ ବାଣ ବିସ୍ଫୋରଣ ମାମଲା: ଓଏଚ୍ଆର୍ସିରେ ପିଟିସନ୍
କଟକ,୩୧ା୫(କାର୍ତ୍ତିକ ସାହୁ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାକୁ ନେଇ ଓଡ଼ିଶା ମାନବିକ ଅଧିକାରୀ ଆୟୋଗ(ଓଏଚ୍ଆର୍ସି)ରେ ଏକ ପିଟିସନ୍ ଶୁକ୍ରବାର ଦାୟର ହୋଇଛି। ବିସ୍ଫୋରଣରେ ମୃତକଙ୍କ ପରିବାରକୁ ପୁରୀ ଶ୍ରୀମନ୍ଦିର ପ୍ରଶାସନ ୩୦ ଲକ୍ଷ ଓ ଆହତଙ୍କୁ ପୁରୀ ଜିଲାପାଳ…
ପାଳି କରି ଷ୍ଟ୍ରଙ୍ଗରୁମ୍ ଜଗୁଛନ୍ତି ଭାଜପା କର୍ମୀ
କେନ୍ଦୁଝର, ୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମତଦାନ ଶେଷ ହୋଇଛି। ଇଭିଏମ୍ରେ ବନ୍ଦ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ। ଜୁନ ୪ ତାରିଖ ଫଳାଫଳକୁ ଅପେକ୍ଷା। ହେଲେ କେଉଁ ଦଳର ପ୍ରାର୍ଥୀ ବିଜୟୀ ହେବାର ସମ୍ଭାବନା ରହିଛି, କେତେ ଭୋଟ ବ୍ୟବଧାନ ରହିବ, କେଉଁଠୁ…
ଟ୍ରକରେ ବସିଥିବା ଅବସ୍ଥାରେ ଚାଲିଗଲା ଚାଳକଙ୍କ ଜୀବନ
ବଡବିଲ,୩୧।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡି ଥାନା ଅଧୀନ ବାରବାଙ୍କ ସ୍ଥିତ ୫୨୦ନମ୍ବର ଜାତୀୟ ରାଜପଥରେ ଛିଡା ହୋଇଥିବା ଏକ ଟ୍ରକରେ ବସିଥିବା ଅବସ୍ଥାରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା…
ବରଗଡ଼ରେ ଅଂଶୁଘାତ ନେଲା ଜୀବନ
ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଅଂଶୁଘାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ବରଗଡ଼ ହାଟପଦାର ସୁବଳ ବେହେରା (୩୧) ବୋଲି ଜିଲା ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସୁବଳଙ୍କ ମୃତ୍ୟୁ ଅଂଶୁଘାତଜନିତ…
ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା
ଖୋର୍ଦ୍ଧା,୩୧।୫(ପ୍ରଭାତ ପାଣିଗ୍ରାହୀ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା ଲାଗିଛି। ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଜାମିନକୁ ନାମଞ୍ଜୁର କରିଛନ୍ତି। ଏନେଇ ପ୍ରଶାନ୍ତଙ୍କ ଓକିଲ ସୂଚନା ଦେଇଛନ୍ତି। ଗତ…
ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି
ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତ୍ୟୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି।…
ନିର୍ବାଚନ ଫଳାଫଳକୁ ନେଇ ସଟ୍ଟା ବଜାର ସକ୍ରିୟ: ଜୁନ୍ ୪କୁ ଅପେକ୍ଷା
ବାଲିଗୁଡା, ୩୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଜୁନ୍ ୧ରେ ରାଜ୍ୟର ସମସ୍ତ ୪ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହେବ। ଜୁନ ୪ ଦିନ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ l ମେ’ ୨୦ ତାରିଖ ଦିନ କନ୍ଧମାଳ ଲୋକ ସଭା…

