ଆମ ଜିଲା ଖବର

ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ଲାଞ୍ଜିଗଡ,୩୧ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅଧୀନ କପାଗୁଡା ଗାଁରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ଆକ୍ରମଣ କରିବା ଘଟଣାରେ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ, କପାଗୁଡା ଗାଁର ପୁରୁଷୋତ୍ତମ…

ପୁରୀ ବାଣ ବିସ୍ଫୋରଣ ମାମଲା: ଓଏଚ୍‌ଆର୍‌ସିରେ ପିଟିସନ୍‌

କଟକ,୩୧ା୫(କାର୍ତ୍ତିକ ସାହୁ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାକୁ ନେଇ ଓଡ଼ିଶା ମାନବିକ ଅଧିକାରୀ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ପିଟିସନ୍‌ ଶୁକ୍ରବାର ଦାୟର ହୋଇଛି। ବିସ୍ଫୋରଣରେ ମୃତକଙ୍କ ପରିବାରକୁ ପୁରୀ ଶ୍ରୀମନ୍ଦିର ପ୍ରଶାସନ ୩୦ ଲକ୍ଷ ଓ ଆହତଙ୍କୁ ପୁରୀ ଜିଲାପାଳ…

ପାଳି କରି ଷ୍ଟ୍ରଙ୍ଗରୁମ୍‌ ଜଗୁଛନ୍ତି ଭାଜପା କର୍ମୀ

କେନ୍ଦୁଝର, ୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମତଦାନ ଶେଷ ହୋଇଛି। ଇଭିଏମ୍‌ରେ ବନ୍ଦ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ। ଜୁନ ୪ ତାରିଖ ଫଳାଫଳକୁ ଅପେକ୍ଷା। ହେଲେ କେଉଁ ଦଳର ପ୍ରାର୍ଥୀ ବିଜୟୀ ହେବାର ସମ୍ଭାବନା ରହିଛି, କେତେ ଭୋଟ ବ୍ୟବଧାନ ରହିବ, କେଉଁଠୁ…

ଟ୍ରକରେ ବସିଥିବା ଅବସ୍ଥାରେ ଚାଲିଗଲା ଚାଳକଙ୍କ ଜୀବନ

ବଡବିଲ,୩୧।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡି ଥାନା ଅଧୀନ ବାରବାଙ୍କ ସ୍ଥିତ ୫୨୦ନମ୍ବର ଜାତୀୟ ରାଜପଥରେ ଛିଡା ହୋଇଥିବା ଏକ ଟ୍ରକରେ ବସିଥିବା ଅବସ୍ଥାରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା…

ବରଗଡ଼ରେ ଅଂଶୁଘାତ ନେଲା ଜୀବନ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଅଂଶୁଘାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ବରଗଡ଼ ହାଟପଦାର ସୁବଳ ବେହେରା (୩୧) ବୋଲି ଜିଲା ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସୁବଳଙ୍କ ମୃତ୍ୟୁ ଅଂଶୁଘାତଜନିତ…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା

ଖୋର୍ଦ୍ଧା,୩୧।୫(ପ୍ରଭାତ ପାଣିଗ୍ରାହୀ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟକା ଲାଗିଛି। ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଜାମିନକୁ ନାମଞ୍ଜୁର କରିଛନ୍ତି। ଏନେଇ ପ୍ରଶାନ୍ତଙ୍କ ଓକିଲ ସୂଚନା ଦେଇଛନ୍ତି। ଗତ…

ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତ୍ୟୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି।…

ନିର୍ବାଚନ ଫଳାଫଳକୁ ନେଇ ସଟ୍ଟା ବଜାର ସକ୍ରିୟ: ଜୁନ୍‌ ୪କୁ ଅପେକ୍ଷା

ବାଲିଗୁଡା, ୩୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଜୁନ୍‌ ୧ରେ ରାଜ୍ୟର ସମସ୍ତ ୪ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହେବ। ଜୁନ ୪ ଦିନ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ l ମେ’ ୨୦ ତାରିଖ ଦିନ କନ୍ଧମାଳ ଲୋକ ସଭା…

ଓଲଟିଲା ଭ୍ୟାନ୍‌ : ୨ ମୃତ, ୬ ଗୁରୁତର

ହେମଗିର,୩୧।୫(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ଅନ୍ତର୍ଗତ ଉସତାଲି ଘାଟି ନିକଟରେ ଏକ ଶ୍ରମିକ ନେଇ ଯାଉଥିବା କ୍ୟାମ୍ପର ଭ୍ୟାନ ଭାରସାମ୍ୟ ହରାଇ ଦୁଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ…

ନୂଆ ଜୀବନ ପାଇଲେ ଜୀବନ: ଆହତ ନାବାଳକଙ୍କ ଶରୀରରୁ କଢାଗଲା ଲୁହାରଡ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ରଥପଡାରେ ଶୁକ୍ରବାର ସକାଳୁ ପିଲାକଳିରୁ ଜଣେ ନାବାଳକଙ୍କ ଶରୀର ଭିତରକୁ ପଶି ଯାଇଥିବା ଲୁହାରଡକୁ ବାହାର କରାଯାଇଛି। ଭୀମସାର୍‌, ବୁର୍ଲା ଡ଼ାକ୍ତରଖାନାର ଡାକ୍ତରଙ୍କ ସଫଳ ଅସ୍ତ୍ରୋପଚାର ପରେ ଆହତ ନାବାଳକ ଜୀବନ ପାତିକାର(୯) ନୂଆ ଜୀବନ…

ବୁଥ୍‌ରେ ପହଞ୍ଚିଲେ ପୋଲିଂ ପାର୍ଟି

ଭଦ୍ରକ,୩୧ା୫(ସନାତନ ରାଉତ): ଜୁନ୍‌ ୧ରେ ଭଦ୍ରକ ଜିଲାରେ ଶେଷ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଜିଲାର ସମସ୍ତ ବୁଥ୍‌ରେ ପୋଲିଂ ପାର୍ଟି ପହଞ୍ଚି ସାରିଛନ୍ତି। ଗୋଟିଏ ଲୋକ ସଭା ଓ ଜିଲାର ୫ ବିଧାନସଭା ପାଇଁ ୧୩୧୨ଟି ବୁଥ୍‌ରେ ମତଦାନ ହେବ।…

ଶିକ୍ଷୟିତ୍ରୀଙ୍କୁ ମାରିଦେଲେ ଶାଶୁଘର ଲୋକେ, ସ୍ବାମୀ ଅଟକ

ନୟାଗଡ଼,୩୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ଚମ୍ପତିପୁରରେ ଜଣେ ଶିକ୍ଷୟିତ୍ରୀ ପଦ୍ମିନୀ ସ୍ବାଇଁ(୩୨)ଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ସ୍ବାମୀ ତପନ କୁମାର ସ୍ବାଇଁ(୩୫)କୁ ଅଟକ ରଖି ପଚରାଉଚରା କରିଛି। ଅଧିକ ଯୌତୁକ ନ ଦେବାରୁ ହତ୍ୟା କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?