ଆମ ଜିଲା ଖବର

ସ୍ବାଧୀନତା ଦିବସରେ ହେବେ ପୁରସ୍କୃତ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ମୁଲବାର ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବରଗଡ଼ର ସାମାଜିକ ଅନୁଷ୍ଠାନ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ବିଦ୍ୟାଳୟର ଷଷ୍ଠ ଏବଂ ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ର…

ବିଭିନ୍ନ ମନ୍ଦିରରୁ ଚୋରି କରି ଜଣେ ଗିରଫ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କାଶିପାଲି ଗ୍ରାମର ବଲ୍ଲଭ ଭୁଏ(୪୫)। ଗିରଫ ଅଭିଯୁକ୍ତ ଅମ୍ବାଭୋନା ଥାନା ଅଞ୍ଚଳର ବିଭିନ୍ନ ମନ୍ଦିର, ଅଙ୍ଗନୱାଡ଼ି କେନ୍ଦ୍ରରୁ…

ବନ୍ଦ ହେଲା ଲକ୍ଷ୍ମୀ ବସ୍‌!, ଏହି ଜିଲାରେ ବନ୍ଦ ହେଲା ବସ୍‌ ଚଳାଚଳ

ଭୁବନେଶ୍ୱର,୩।୮:ବନ୍ଦ ହେଲା ଲକ୍ଷ୍ମୀ ବସ୍‌! ଆଉ ଗଡିବନି ଲକ୍ଷ୍ମୀ ଏସି ବସ୍‌। ମାଲକାନଗିରିରେ ଆଉ ଗଡିବନି ଲକ୍ଷ୍ମୀ ଏସି ବସ। ୬ଟି ରୁଟରେ ବସ ଚଳାଚଳ ବାତିଲ କରାଯାଇଛି। ଆରଟିଓ ବସ ଚଳାଚଳ ପରମିଟ ବାତିଲ କରିଛନ୍ତି। ସବୁ ବସ ଅପରେଟର…

କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ’

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ଆରମ୍ଭ…

୨୦ହଜାରରୁ ଊର୍ଦ୍ଧ୍ୱ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶିଳ୍ପ ସଂସ୍ଥା ପରିସରରେ ପ୍ରକୃତି ପାଇଁ ଚାରାଟିଏ ଆହ୍ବାନ ଦେଇ ଚାରାରୋପଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସ୍ବାଇଁ ବରୁଣେଇ…

ଶିକ୍ଷକଙ୍କ ନାଁରେ ମାମଲା, ରାତି ୧୨ଟାରେ ଛାତ୍ରୀଙ୍କୁ କ୍ୱାର୍ଟର୍ସକୁ ଡାକି…

କାଲିମେଳା, ୩ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଜାତି ଓ ଜନଜାତି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଜନୈକ ଶିକ୍ଷକ ବଳାତ୍କାର କରିବା ସହ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଡିଓଙ୍କୁ କୋର୍ଟ ଚାଲାଣ, ସରକାରୀ ଗାଡ଼ିରୁ ୪.୯୨ ଲକ୍ଷ ଜବତ କରିଥିଲା ଭିଜିଲାନ୍ସ

ଭବାନୀପାଟଣା,୩ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଭିଜିଲାନ୍ସ ବିଭାଗ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଏଥିସହ ବିଭାଗ ପକ୍ଷରୁ ତାଙ୍କ ନାଁରେ ମାମଲା(ନଂ.୧୪/୨୦୨୪) ରୁଜୁ କରାଯାଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ ବିଡିଓ…

ଭଞ୍ଜସେନା ମୁଖ୍ୟ କଂଗ୍ରେସ ମୁହାଁ

ବାରିପଦା,୩ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସାଧାରଣ ନିର୍ବାଚନ ପରେ ପୁଣି ମୟୂରଭଞ୍ଜ ଜିଲା ରାଜନୀତି ସରଗରମ ହେବାରେ ଲାଗିଛି। କିଛିଦିନର ବ୍ୟବଧାନ ପରେ ଏବେ ଦଳ ବଦଳ ପ୍ରକ୍ରିୟା ଆରମ୍ଭ ହୋଇଛି। ୨ଦିନ ପୂର୍ବେ ବିଜେଡିର ପ୍ରାଥମିକ ସଦସ୍ୟ ଓ ରାଜ୍ୟ ସଭା…

ଶ୍ରେଣୀଗୃହରୁ ଭିଡ଼ିଆଣି ୨ ଛାତ୍ରଙ୍କୁ ମାଡ଼

ନୟାଗଡ଼,୩।୮(ଲୋକନାଥ ମିଶ୍ର): ଛୁଁଆ ଅଛୁଁଆ ଭେଦଭାବକୁ ନେଇ ନୟାଗଡ଼ ସଦର ଥାନା ଅନ୍ତର୍ଗତ ମାଛିପଡ଼ାସ୍ଥିତ ଗୋଟିଏ କ୍ୟାମ୍ପସରେ ଥିବା ଚନ୍ଦ୍ରଶେଖର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଶ୍ୟାମବନ୍ଧୁ ଉଚ୍ଚ ବିଦ୍ୟାଳୟ ପରିସର କିଛିଦିନ ହେଲା ଅଶାନ୍ତ ହୋଇପଡ଼ିଛି। କେତେଜଣ ସବର୍ଣ୍ଣ…

ପାରାଦୀପରେ ମତ୍ସଜୀବୀ ନିଖୋଜ ଘଟଣା: ଉଦ୍ଧାର ହେଲେ ୭ଜଣ

ଭୁବନେଶ୍ୱର,୨।୮: ପାରାଦୀପ ନେହେରୁବଙ୍ଗଳାରେ ମୁହାଁଣରେ ଫସିଥିବା ଟ୍ରଲର ଉଦ୍ଧାର ହୋଇଛି। ଦୁଇ ଘଣ୍ଟା ପରେ ଉଦ୍ଧାର ହୋଇଛନ୍ତି ୭ଜଣ ମତ୍ସ୍ୟଜୀବୀ। ଟ୍ରଲରକୁ ଉଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏସଆରସି। ସୂଚନାଥାଉ କି, ସ୍ଥାନୀୟ ନେହେରୁବଙ୍ଗଳା ମୁହାଣ ମୁହଁରେ ଶୁକ୍ରବାର ଘଟିଛି ଅଘଟଣ…

ସରକାରୀ ଗାଡିରୁ ୪.୯୨ ଲକ୍ଷ ଜବତ: ଜେଲ୍‌ ଗଲେ ବିଡିଓ ମାଡାମ

ଭବାନୀପାଟଣା,୨।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ ବିଭାଗ। ଏଥିସହ ଭିଜିଲାନ୍ସ ପକ୍ଷରୁ ତାଙ୍କ ନାଁରେ ମାମଲା ନଂ(୧୪/୨୦୨୪) ରୁଜୁ କରାଯାଇଛି। ଗୁରୁବାର ଅପରାହ୍ନରେ ବିଡିଓ…

୮ ଶ୍ରେଣୀ ପାଇଁ ଜଣେ ଶିକ୍ଷୟିତ୍ରୀ

କେସିଙ୍ଗା,୨ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ମହଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୮ ଶ୍ରେଣୀରେ ଜଣେ ଶିକ୍ଷକ ରହିଛନ୍ତି। ଫଳରେ ଶିକ୍ଷାଦାନରେ ସମସ୍ୟା ହେଉଥିବା ନେଇ ଅଭିଭାବକମାନେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?