ମାଟ୍ରିକ ପରୀକ୍ଷାରେ କମ୍ ନମ୍ବର ରହିବାରୁ ଛାତ୍ରଙ୍କ ଆତ୍ମହତ୍ୟା
କାଳିଆପାଣି,୨୮ା୫(ଅସିତ୍ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳର ଜଣେ ଛାତ୍ର ମାଟ୍ରିକ ପରୀକ୍ଷାରେ କମ୍ ନମ୍ବର ରଖିଥିବାରୁ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସୁକିନ୍ଦା ଜଗନ୍ନାଥ ନୋଡାଲ ହାଇସ୍କୁଲର ଛାତ୍ର ପ୍ରଜ୍ଞା କୁମାର ପଣ୍ଡା। ସେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ।…
ନାବାଳିକାଙ୍କୁ ବଳାତ୍କାର ପରେ ଫଟୋ ଭାଇରାଲ
ବ୍ରହ୍ମପୁର,୨୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଓ ଫଟୋଗୁଡିକୁ ସୋସିଆଲ ମିଡ଼ିଆରେ ଭାଇରାଲ କରିଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ରୋଶନ ମୁଦଙ୍ଗିଆ ଓରଫ ତ୍ରିନାଥ(୨୦)।…
ନିରଞ୍ଜନ ପଟ୍ଟନାୟକଙ୍କ ଅଫିସରେ ଚଢାଉ
ଭଦ୍ରକ,୨୭।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ତଥା ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟଲ ଛକସ୍ଥିତ ଅଫିସ୍ରେ ଫ୍ଲାଇଂ ସ୍କ୍ବାଡ୍ ଏବଂ ଇନ୍କମ ଟ୍ୟାକ୍ସ ବିଭାଗ ପକ୍ଷରୁ ସୋମବାର ସାରେ ରେଡ୍ କରାଯାଇଛି। ରବିବାର ରାତିରେ…
ମହିଳାଙ୍କୁ ପ୍ରେମ ପ୍ରତାରଣା ପଡ଼ିଲା ମହଙ୍ଗା
ବ୍ରହ୍ମପୁର,୨୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଇନଷ୍ଟାଗ୍ରାମ୍ରେ ଜଣେ ମହିଳାଙ୍କୁ ପ୍ରେମ କରି ପରେ ପ୍ରତାରିତ କରିଥିବା ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ଗୋସାଣୀନୂଆଗାଁର ଜଗଦୀଶ ପାଣିଗ୍ରାହୀ(୨୭)। ଉଭୟ ପୀଡିତା ଓ ଅଭିଯୁକ୍ତ ଜଗଦୀଶଙ୍କ ଡାକ୍ତରୀମାଇନା କରାଯାଇଛି। ପରେ ଅଭିଯୁକ୍ତଙ୍କୁ…
ଭାଜପା କର୍ମୀ ହତ୍ୟା ମାମଲା: ଆଉ ୩ଜଣଙ୍କୁ ଗିରଫ କଲା ପୋଲିସ
ଛତ୍ରପୁର,୨୭।୫(ଦିଲୀପ କୁମାର ସାମଲ/ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ନିର୍ବାଚନୀ ହିଂସା ଘଟିଥିଲା। ପୋଷ୍ଟର ମାରିବାକୁ କେନ୍ଦ୍ର କରି ଗତ ୧୫ ତାରିଖରେ ଭାଜପା କର୍ମୀ ଦିଲ୍ଲୀପ ପାହାନଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା।…
ରକ୍ତମୁଖା ମାଓବାଦୀ: ପୋଲିସ ଇନ୍ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା
ଫୁଲବାଣୀ/କୋଟଗଡ଼/ବାଲିଗୁଡ଼ା,୨୭ା୫(ରାକେଶ କୁମାର ରାଉତ/ସରୋଜ ବଳିୟାର ସିଂ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ କିଛିଦିନର ନିରବତା ପରେ ଲାଲବାହିନୀ ରକ୍ତମୁଖା ହୋଇଉଠିଛି। ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ମାଓବାଦୀମାନେ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଘରଠାରୁ କିଛି…
ପାଣି ପାଇଁ ଗରା ଧରି ରାସ୍ତା ରୋକୋ
ଜୟପୁର,୨୭।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସହର କୁମ୍ବାରସାହିରେ ମହିଳାମାନେ ପାଣି ପାଇଁ ସୋମବାର ଗରା ଧରି ରାସ୍ତା ଅବରୋଧ କରଥିଲେ। ଦୀର୍ଘ ୧୫ ଦିନ ହେବ କୁମ୍ବାରସାହିରେ ପାଇପରେ ପାଣି ଆସୁ ନାହିଁ । ପ୍ରବଳ ଗ୍ରୀଷ୍ଣପ୍ରବାହ ଜାରି ରହିଥିବା…
ପୁଣି ୧ କି.ମି. ଚାଲିଲେ ଗର୍ଭବତୀ
ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବହୁ ଯୋଜନା ପ୍ରଣୟନ ହେଉଥିବା ବେଳେ ଏହି ଯୋଜନାଗୁଡିକ ଶତ ପ୍ରତିଶତ ପୂରଣ ହେଉ ନ ଥିବା ଦେଖିବାକୁ ମିଳିଛି। ବିଶେଷ କରି ଜିଲାର ସବୁ ଗ୍ରାମ, ପଲ୍ଲୀମାନଙ୍କରେ ରାସ୍ତା ନିର୍ମାଣ ଯୋଜନା କେବଳ ଯୋଜନାରେ…
ପ୍ରଶାନ୍ତ ଜଗଦେବଙ୍କ ଗିରଫ ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲା ଭାଜପା
ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ପ୍ରଶାନ୍ତ ଜଗଦେବଙ୍କୁ ଗିରଫ ପ୍ରତିବାଦରେ ଖୋର୍ଦ୍ଧା ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ପ୍ରତିବାଦ ସଭା କରାଯାଇଥିଲା। ଶାସକ ଦଳର ନିର୍ଦ୍ଦେଶ କ୍ରମେ ପୋଲିସ ଏକ ଚକ୍ରାନ୍ତ କରିଥିବା ପ୍ରତିବାଦ ସଭାରେ ଉପସ୍ଥିତ ଭାଜପା କର୍ମକର୍ତ୍ତା…
ଛୁରା ମାଡ଼ରେ ବ୍ୟବସାୟୀ ଗୁରୁତର, ଫାଣ୍ଡି ଘେରିଲେ ଗ୍ରାମବାସୀ
ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା ଫାଣ୍ଡି ଅଧୀନ ପାଲୁର ଜଙ୍କଶନରେ ଚିକେନ୍ ବ୍ୟବସାୟୀଙ୍କୁ ଛୁରା ମାଡ଼ ହୋଇଛି। ଆକ୍ରମଣରେ ବ୍ୟବସାୟୀ ଜଣକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ବେଲପଡ଼ା ଗ୍ରାମର ଦୀପକ ନାୟକ। ଅନ୍ୟପକ୍ଷେ…
‘ପାଣ୍ଡିଆନ୍ଙ୍କୁ ନୋବେଲ ପୁରସ୍କାର ମିଳିବା ଉଚିତ୍’
କେନ୍ଦ୍ରାପଡ଼ା,୨୭।୫: କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ର ପାଟକୁରାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ବିଜେଡି ଉପରେ ବର୍ଷିଛନ୍ତି। ବିଶ୍ବଶର୍ମା ତାଙ୍କ ବକ୍ତବ୍ୟରେ କହିଛନ୍ତି, ଓଡ଼ିଶାରେ ପ୍ରାୟତଃ ଆମ ସରକାର ହୋଇସାରିଲାଣି। ଆଉ ଯାହା କିଛି ବାକି ଅଛି, ଚତୁର୍ଥ ପର୍ଯ୍ୟାୟ ପରେ…
ଚୌକି ଲୋଭରେ ମୁଖ୍ୟମନ୍ତ୍ରୀଙ୍କୁ ଅସୁସ୍ଥ କହି ପ୍ରଚାର କରୁଛନ୍ତି ପୂର୍ବତନ ଏମ୍ପି: ପାଣ୍ଡିଆନ୍
କେନ୍ଦ୍ରାପଡା,୨୭।୫: ବିଜେଡିର ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ସୋମବାର କେନ୍ଦ୍ରାପଡାରେ ପ୍ରଚାର କରିଛନ୍ତି। ଏକ ନିର୍ବାଚନୀ ସଭାରେ ସେ ନାଁ ନ ନେଇ କେନ୍ଦ୍ରପଡାର ପୂର୍ବତନ ଏମ୍ମ୍ ବୈଜୟନ୍ତ ପଣ୍ଡାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କେନ୍ଦ୍ରାପଡାବାସୀଙ୍କ ଆଶୀର୍ବାଦରେ ନବୀନ ୨…

