ଆମ ଜିଲା ଖବର

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣ ସଭାରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼. ଶଙ୍କର ନାରାୟଣ ବେଜ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ପ୍ରଥମ ମ୍ୟାଚ ଖଇରଭାଡି ଓ ଠୋଙ୍ଗୋ ମଧ୍ୟରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଟୁକୁଣା ଗ୍ରାମରେ। ଗ୍ରାମର ଅକ୍ଷୟ ଦାସଙ୍କ ପରିବାରରେ ରାତ୍ରି ଭୋଜନ…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ ହୋଇଯାଇଛି। ଜିଲାପାଳ ଭି. କୀର୍ତ୍ତିଭାସନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମର ଶୁଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କା(ନଂ.ଓଡି୧୦ଡବ୍ଳୁ-୩୮୮୧ ନମ୍ବର)ରେ ୨ଜଣ ବାଇକ୍‌ ଆରୋହୀଙ୍କ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ ଅଳିଆ ପକାଇବାକୁ ନେଇ ଗ୍ରାମର କପିଳ ପାଢ଼ୀଙ୍କ ସହ ସୀମାଞ୍ଚଳଙ୍କ ବଚସା ହୋଇଥିଲା।…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି। ଏହା ବିରୋଧରେ ଗ୍ରାମର ମହିଳାମାନେ ଶନିବାର ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ ଅସୁସ୍ଥ ହୋଇ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସାଧୀନ ଥିଲେ। ରାତିରେ ତାଙ୍କ ମୃତଦେହ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଶନିବାର ବାର୍ଷିକ ଉତ୍ସବ ଚାଲିଥିଲା। କୌଣସି କାରଣକୁ ନେଇ…

‘ଭଲ ପାଠ ପଢ଼ି ସୁନାମ ଆଣନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୯ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ତଥା ବରିଷ୍ଠ ଆଇନଜୀବୀ ରସାନନ୍ଦ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ ତତ୍ୱାବଧାନରେ ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ ପୋଲିସ ଓ ସେବାୟତଙ୍କ ଉପସ୍ଥିତରେ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ । ସୂଚନା ପ୍ରକାରେ ଶନିବାର ସକାଳ ସମୟରେ ଅଡବା ପୋଲିସ୍ ପେଟ୍ରୋଲିଂ କରିବା ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri