ଦାରିଙ୍ଗବାଡ଼ିର ଏକାଧିକ ଗାଁ ପ୍ରଭାବିତ: କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ସରପଞ୍ଚ
ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ):ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦାରିଙ୍ଗବାଡ଼ି ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ କ୍ଷୟକ୍ଷତି ହୋଇଛି। ପ୍ରବଳ ବର୍ଷା ଯୋଗୁ ଶ୍ରୀପଙ୍କା ଗ୍ରାମ ରାସ୍ତାର ଶ୍ରାମମାହା ପଡ଼ାରୁ ଡେଣ୍ଡେଡ଼ିକୁ ସଂଯୋଗ କରୁଥିବା ବ୍ରିଜ ଧୋଇଯାଇଛି। ଫଳରେ ଉଭୟ ଅଞ୍ଚଳ ମଧ୍ୟରେ ଯୋଗାଯୋଗ…
ନଦୀରେ ଭାସିଆସି ଗଛରେ ଲାଖି ରହିଛି ବୃଦ୍ଧାଙ୍କ ମୃତଦେହ
ପଟ୍ଟାଙ୍ଗି,୨୯।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୁଆଁଗା ପଞ୍ଚାୟତ କୁମ୍ବିଗୁଡା ନଦୀ କୂଳରେ ଏକ ଅଚିହ୍ନା ବୃଦ୍ଧାଙ୍କ ମୃତଦେହ ପଡି ରହିଥିବା ଗୁରୁବାର ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଗତ ୩ ଦିନ ହେଲା ବାତ୍ୟା…
ଧୋଇଗଲା ତାଲିଯୋଡ଼ି ବ୍ରିଜ୍: ୩ ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ
ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ବର୍ଷା ଓ ବଢ଼ି ପାଣି ଏବେ ଜନଜୀବନକୁ ପ୍ରଭାବିତ କରିଛି। ନଦୀରେ ଜଳସ୍ତର ବୃଦ୍ଧି ପାଇବାରୁ ତାଲିଯୋଡ଼ି ନଦୀ ଉପରେ ଥିବା ବ୍ରିଜ୍ର ଅଧା ଅଂଶ ଧୋଇ ହୋଇଯାଇଛି। ଫଳରେ…
କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ଗୁରୁବାର ପୁରୁଣା ସ୍ଥାନରେ ପୁଣି ବଡ଼ ବଡ଼ ପଥର ପାହାଡ଼ରୁ ଖସି ରାସ୍ତା ଉପରେ ପଡ଼ିଛି। ଫଳରେ ଘାଟି ରାସ୍ତାରେ ଯାତାୟାତ ସ୍ବାଭାବିକ…
ବର୍ଷା ପବନରେ ଛିଡ଼ିଲା ବିଦ୍ୟୁତ୍ତାର, ୬ ମେଣ୍ଢା ସହ ଗୋଟିଏ ଛେଳିର ଜୀବନ ଗଲା
ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ପବନ ଓ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡୁବୁଲି ଛକ ନିକଟରେ ଅଘଟଣ ଘଟିଛି। ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ଏଲ୍ଟି ଲାଇନ୍ ତାର ଛିଣ୍ଡି ତଳେ ପଡ଼ିବାରୁ ୬ଟି ମେଣ୍ଢା ଓ…
ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର
ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର ବିପର୍ଯ୍ୟୟରୁ ଗ୍ରାମବାସୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବୁଧବାର ମଧ୍ୟରାତ୍ରିରେ ହୋଇଥିବା ପ୍ରବଳ ବର୍ଷା…
ଗାଜଲବାଡ଼ି ଘାଟିରେ ପୁଣି ଭୂସ୍ଖଳନ: ଫନିରେ ଯେଉଁଠି ଧସିଥିଲା ପାହାଡ଼, ସେହି ସ୍ଥାନରେ ପୁଣି ଅଘଟଣ
ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):୨୦୧୯ ମସିହାରେ ବାତ୍ୟା ‘ଫନି’ ସମୟରେ ଗାଜଲବାଡ଼ି ଘାଟିରେ ଘଟିଥିବା ଭୂସ୍ଖଳନର ସ୍ମୃତି ପୁଣି ତାଜା ହୋଇଛି। ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଏହି ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ଫନି ସମୟରେ ଯେଉଁ ସ୍ଥାନରେ ବଡ଼ ଧରଣର ଭୂସ୍ଖଳନ…
ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ
ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ ନାୟକଙ୍କ ଚାଳ ଛପର ଜରି ପାଲ ଉଡ଼ିଯାଇଥିଲା। ସାହି ବାସିନ୍ଦାଙ୍କ ପ୍ରଚେଷ୍ଟାରେ ସନ୍ତୋଷୀ…
ଧସିଲା ପାହାଡ଼: ମା’ ସିଦ୍ଧ ବାଙ୍କେଶ୍ୱରୀଙ୍କ ପୀଠକୁ ଯୋଗାଯୋଗ ବିଚ୍ଛିନ୍ନ
ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ଗ୍ରାମ ନିକଟସ୍ଥ କେରାଣ୍ଡିମାଳ ପର୍ବତ ଶୀର୍ଷରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସିଦ୍ଧ ବାଙ୍କେଶ୍ୱରୀ ପ୍ରତ୍ୟକ୍ଷ ଦେବୀ ଭାବେ ବିଦ୍ୟମାନ। ମା’ ସମସ୍ତ ଭକ୍ତଙ୍କ…
ଏହି ଜିଲାରେ ୩୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ
ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟର ବିଭାଗଗୁଡ଼ିକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ…
ଡିଡ୍ରବାଡ଼ିରେ ଭୂସ୍ଖଳନ: ବାଡ଼ାବାଙ୍ଗା-ଡିଡ୍ରବାଡ଼ି ଯୋଗାଯୋଗ ବିଚ୍ଛିନ୍ନ
ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦାରିଙ୍ଗବାଡ଼ି ଅଞ୍ଚଳର ବହୁ ଗ୍ରାମ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକର ବାଡ଼ାବାଙ୍ଗା ପଞ୍ଚାୟତର ୧୫ ନଂ ଓ୍ବାର୍ଡ ଡିଡ୍ରବାଡ଼ି ଗାଁ ନିକଟ ପାହାଡ଼ ଭୂସ୍ଖଳନ ଯୋଗୁ୍ ଏବେ ଉକ୍ତ ଗ୍ରାମବାସୀ ବାହ୍ୟ ଜଗତରୁ ବିଚ୍ଛିନ୍ନ…
ବାଘୁଆ ଜଳଭଣ୍ଡାର ଜଳସ୍ତର ବୃଦ୍ଧି: ୨ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ
ବୁଗୁଡ଼ା,୨୯ା୧୦(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୂଆ ଜଳଭଣ୍ଡାରର ସୁରକ୍ଷିତ ଓ ଜଳସ୍ତରର ବିପଦକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗ ଜଳଭଣ୍ଡାରର ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରି ବାଘୁଆ ନଦୀରେ ଛାଡ଼ଛି। ବାଘୁଆ ଜଳଭଣ୍ଡାରର…

