ଆମ ଜିଲା ଖବର

ଚାଲିଗଲେ ପାଟଣା ଅଞ୍ଚଳର ଦକ୍ଷ ସଂଗଠକ ଗଦାଧର ମହାନ୍ତ, ସ୍ମୃତିକୁ ମନେ ପକାଇ…

ପାଟଣା,୨୪ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ଗ୍ରାମର ଜଣାଶୁଣା ଧର୍ମପରାୟଣ, ସାମାଜିକ କର୍ମୀ, ସୁଲେଖକ, ସଂଗଠକ ଗଦାଧର ମହାନ୍ତଙ୍କ ଶୁକ୍ରବାର ରାତିରେ ୮୭ବର୍ଷ ବୟସରେ ବିୟୋଗ ଘଟିଛି। ସେ ଜଣେ ପରୋପକାରୀ, ଅମାୟିକ, ବନ୍ଧୁ ବତ୍ସଳ ବ୍ୟକ୍ତି…

ବରିଷ୍ଠ ସାମ୍ବାଦିକ ରାମ କୁମାର ଅଗ୍ରୱାଲଙ୍କ ପରଲୋକ

ବଲାଙ୍ଗୀର,୨୪।୧:ବଲାଙ୍ଗୀରର ବରିଷ୍ଠ ସାମ୍ବାଦିକ ରାମ କୁମାର ଅଗ୍ରୱାଲ (୭୯)ଙ୍କ ଶୁକ୍ରବାର ଅପରାହ୍ନରେ ପରଲୋକ ଘଟିଛି। ସେ କିଛିଦିନ ହେଲା ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ଘରେ ଥିଲେ। ୧୯୪୭ ମସିହାରେ ଜନ୍ମଗ୍ରହଣ କରିଥିବା ରାମ କୁମାର ୭୦ ଦଶକ ଆରମ୍ଭରୁ ସାମ୍ବାଦିକତା କ୍ଷେତ୍ରରେ…

ସାଧାରଣତନ୍ତ୍ର ଦିବସ ପାଇଁ  ପ୍ରସ୍ତୁତି ଜୋରଦାର: ସାମୁହିକ ପରେଡ୍‌ରେ ବିଡିଓ, ଆଇଆଇସି ସାମିଲ

ଦାରିଙ୍ଗବାଡି, ୨୪ ।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ ସୋମବାର ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଏ ନେଇ ବ୍ଲକ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଗତ କିଛି…

ପଲ୍ୟୁସନ ସାର୍ଟିଫିକେଟ ପାଇଁ ବାଧକ ସାଜିଛି ମୋବାଇଲ ନେଟୱାର୍କ: ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି, ୨୪।୧ (ଅରୁଣ ସାହୁ ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏବେ ଗାଡି ମାଲିକମାନେ ନିଜ ପଲ୍ୟୁସନ ସାର୍ଟିଫିକେଟ କରାଇବା ପାଇଁ ଲାଗିପଡ଼ିଛନ୍ତି। କିନ୍ତୁ ଏଥିରେ ବଡ଼ ଚିନ୍ତା ଦେଖାଯାଇଛି। ପୂର୍ବରୁ ଦାରିଙ୍ଗବାଡିର ଏକ ପେଟ୍ରୋଲ ଟାଙ୍କିରେ ପଲ୍ୟୁସନ କରାଇବା ବ୍ୟବସ୍ଥା…

କୂଅରେ ପଡ଼ିଗଲା ଭାଲୁ; ୬ ଘଣ୍ଟା ପରେ …

କାଲିମେଳା,୨୪।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଗମ୍ଫାକୋଣ୍ଡା ପଞ୍ଚାୟତର ଏମ୍‌ପିଭି-୨୬ ଗାଁରେ କୂଅ ଭିତରେ ଗୋଟିଏ ଭାଲୁ ପଡ଼ିଯାଇଥିବା ଦେଖିବାକୁ ମିଳିଥିଲା ।ଖାଦ୍ୟ ଅନ୍ବେଷଣରେ ଆସି ଭାଲୁଟି ଗୁରୁବାର ରାତିରେ କୂଅରେ ପଡ଼ିଯାଇଥିବା ଅନୁମାନ କରାଯାଉଛି ।…

ବାଘ-ମଣିଷ ଖଣ୍ଡଯୁଦ୍ଧ: ଶେଷରେ ଜିତିଲା…

ନରସିଂହପୁର,୨୪।୧: ବାଘ-ମଣିଷ ଖଣ୍ଡଯୁଦ୍ଧ। ଶେଷରେ ବାଘ ହାରିଲା, ମଣିଷ ଜିତିଲା । ଏହି ଘଟଣା ଘଟିଛି ନରସିଂହପୁର ପଶ୍ଚିମବନାଞ୍ଚଳ ଅଂଚଳର ଅନନ୍ତ ପ୍ରସାଦ ଗାଁରେ । ୨୬ ବର୍ଷୀୟ ଶୁଭ୍ରାଂଶୁ ଶେଖର ଭୋଳ ଜୟପୁରସ୍ଥିତ ଫାର୍ମହାଉସ ରହୁଥିଲେ। ରାତି ପ୍ରାୟ ୧୨.୩୦…

ଶିବ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟିନେଲେ ଦୁର୍ବୃତ୍ତ

ପରଜଙ୍ଗ,୨୪ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁ ଶିବ ମନ୍ଦିରରୁ ଶୁକ୍ରବାର ରାତିରେ ଲକ୍ଷାଧିକ ଟଙ୍କାର ମନ୍ଦିର ସାମଗ୍ରୀ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ମନ୍ଦିର କବାଟ ତାଲା ଭାଙ୍ଗି ମନ୍ଦିର ଭିତରେ ଥିବା ପିତ୍ତଳ…

ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକଙ୍କୁ ପୋଲିସର ମାଡ଼, ଆଉ ତା’ ପରେ…

ପୁରୀ,୨୪ା୧(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ମାଡରେ ଜଣେ ନାବାଳକ ଆହତ ହୋଇଛନ୍ତ। ଘଟଣାଟି ଶ୍ରୀମନ୍ଦିର ବାହାର କାଠ ନିକଟରେ ଘଟିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଆହତ…

ଉଷା ପାଢ଼ୀଙ୍କୁ ହାଇକୋର୍ଟଙ୍କ ହାଜିରା ନିର୍ଦ୍ଦେଶ

କଟକ,୨୪ା୧: ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟ ହାଜିରା ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅଦାଲତ ଅବମାନନା ମାମଲାରେ ଉଷାଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ଖାଲି ଏତିକି ନୁହେଁ ସଚିବଙ୍କ ସହ ପୌର ପ୍ରଶାସନ ନିର୍ଦ୍ଦେଶକ ଓ କଟକ…

ଗରିବଙ୍କ ପାଇଁ ନିୟମ କଡ଼ା, ଧନୀଙ୍କୁ ଦୟା: ଗାଡ଼ି ମାଲିକଙ୍କୁ କୋହଳ ଅଭିଯୋଗ

ଦାରିଙ୍ଗବାଡି,୨୪।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଜବରଦଖଲ ଉଚ୍ଛେଦ କରାଯିବା ଘଟଣାରେ ଏବେ ମଧ୍ୟ କିଛି ଅମାନିଆ ପ୍ରଭାଶାଳୀ ବ୍ୟକ୍ତି ସରକାରୀ ଜମିକୁ ଜବରଦଖଲ କରି ରଖିଛନ୍ତି। ପ୍ରକାଶ ଯେ, ବୁଧବାର ତହସିଲଦାର ତଥା କାର୍ଯ୍ୟନିର୍ବାହୀ ଦଣ୍ଡାଧିକାରୀ ଧିରଜ ପାତ୍ରଙ୍କ ଆବାହନ କ୍ରମେ…

ବାରିପଟେ ଥିବା ଖେଳ ପଡିଆକୁ ଯାଇଥିଲେ ବ୍ୟକ୍ତି, ଦଳିଦେଲା ହାତୀ

ନିରାକାରପୁର, ୨୪।୧(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ଅନ୍ତର୍ଗତ ଗୟାବନ୍ଧ ଗ୍ରାମର ସଂସାରୀ ଭୁଜୁବଳ(୪୦)। ମୃତକ ଜଣଙ୍କ ଶନିବାର ସକାଳେ ନିଜ ବାରିପଟେ…

ବସ୍‌ରେ ଯିବା ସମୟରେ ଅପହରଣ କରିନେଇ ନାବାଳିକାଙ୍କୁ ବଳାତ୍କାର: ବନ୍ଧାହେଲେ ଯୁବକ

ଗୋପାଳପୁର,୨୪ା୧(ନବୀନ ରାଜ ଆଚାରୀ): ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଗଞ୍ଜାମ ଜିଲା ଗୋପାଳପୁର ଥାନା ପୋଲିସ ଶୁକ୍ରବାର ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଯାଜପୁର ଜିଲା ଜେନାପୁର ବାଲିସାହି ଅଞ୍ଚଳର ବସନ୍ତ ମଲ୍ଲିକ (୨୧)। ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri