ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ
ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଏବେ ଏକ ନୂଆ ମୋଡ଼ ନେଇଛି। ଗୌଡସାହି ଗ୍ରାମରେ ସ୍ଥାୟୀ ଅଙ୍ଗନୱାଡ଼ି କେନ୍ଦ୍ର…
ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି
ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ ବିଶେଷଜ୍ଞ ଡାକ୍ତର ଅଜିତ କୁମାର ଦାସଙ୍କ ସରକାରୀ କ୍ୱାର୍ଟରରେ ପଶି ୪ ଜଣ…
ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…
ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳପୁରରୁ ସହିଦ ପୀଠ ମଧ୍ୟଭାଗରେ ଥିବା ସହିଦ ମଣ୍ଡପ,…
ଏଟିଏମ୍ କାଉଣ୍ଟରରୁ ଟଙ୍କା ଲୁଟ୍ କରୁଥିବା ଗ୍ୟାଙ୍ଗର ୪ ଗିରଫ
କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲାର ନେମାଳ ଥାନା ଅନ୍ତର୍ଗତ…
ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା
କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ ଶ୍ରୀଜୀଉମାନେ ଅସୁସ୍ଥ ରହିଥିବାରୁ ବୈଦ୍ୟ ରାମାନାଥ ଗେମେଲଙ୍କ ଦ୍ୱାରା ଉପଚାର କରାଯାଉଛି। ଦୈନିକ…
ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”
ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି। “ଗଛ ବଞ୍ଚିଲେ ଆମେ ବଞ୍ଚିବା” ବାର୍ତ୍ତାକୁ ଆଧାର କରି ଆୟୋଜିତ ଏହି କାର୍ଯ୍ୟକ୍ରମରେ…
ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ
କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା ଦେଖିବାକୁ ମିଳିଛି। ତାର ବାଡ଼ରେ ଫସି ଭାଲୁଟି ଛଟପଟ ହେଉଥିବାରୁ ଗ୍ରାମବାସୀ ଭୟଭୀତ…
ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍, ଆଖି ପିଛୁଳାକେ ଘଟିପାରେ….
ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର ଚାରିପଟେ ଖୋଲା ଅବସ୍ଥାରେ ରହିଛି ଏବଂ ସବୁ ପମ୍ପର ତାର ଏମିତି ଝୁଲି…
ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…
ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ…
ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…
ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର ସ୍ଥାନୀୟ ପୋଲିସ ପକ୍ଷରୁ ବ୍ୟାପକ ଗାଡ଼ି ଯାଞ୍ଚ ଅଭିଯାନ କରାଯାଇଥିଲା। ଏହି ଅଭିଯାନରେ…
ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ
ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା ଘଟଣାକୁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନ ଗୁରୁତର ସହ ଗ୍ରହଣ…
ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍
ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଘଟଣାଟି ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଏହି ଘଟଣାକୁ ନେଇ ଏପର୍ଯ୍ୟନ୍ତ ଥାନାରେ…

