ଆମ ଜିଲା ଖବର

ସମସ୍ତ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା: ରାଜସ୍ବ ମନ୍ତ୍ରୀ

ସମ୍ବଲପୁର/ରେଙ୍ଗାଲି,୧ା୮(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲାହୀରାକୁଦ ଜଳଭଣ୍ଡାର ବିସ୍ଥାପିତଙ୍କୁ ପ୍ରଥମଥର ପାଇଁ ସ୍ଥାୟୀ ପଟ୍ଟା ବଣ୍ଟନ କରାଯାଇଛି। ଫଳରେ ଦୀର୍ଘ ୭୦ବର୍ଷ ପରେ ବିସ୍ଥାପିତ ପରିବାରଙ୍କ ଆଶା ପୂରଣ ହୋଇଛି। ରେଙ୍ଗାଲି ତହସିଲ କୁର୍ଲା ଗ୍ରାମରେ ଗୁରୁବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…

ମହିଳାଙ୍କୁ ଟାଙ୍କିଆରେ ହାଣି ହତ୍ୟା: ଜେଲ ଗଲେ ଅଭିଯୁକ୍ତ

କୋକସରା,୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା ଗ୍ରାମରେ ଏକୁଟିଆ ରହୁଥିବା ବିଧବା ମହିଳା କାଳିନ୍ଦ୍ରୀ ତାଣ୍ଡି(୫୫)ଙ୍କୁ ତାଙ୍କ ପଡୋଶୀ ଶ୍ରୀକର ପୁଞ୍ଜି ପୂର୍ବ ଶତ୍ରୁତାରୁ ବୁଧବାର ଆକ୍ରମଣ କରିଥିଲେ। କାଳିନ୍ଦ୍ରୀ ଗାଁ ପୋଖରୀରୁ ଗାଧୋଇ ଫେରିବା…

୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ବିଡିଓ

ଭବାନୀପାଟଣା,୧।୮(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡ଼ିଓ ଅକ୍ଷୟମିତା କାର୍ତ୍ତିକ। ଗୁରୁବାର ଅପରାହ୍ନରେ ସରକାରୀ ଗାଡିରେ ୪.୯୨ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର ପାଇ ଜୁନାଗଡ଼ ବ୍ଲକ ଜାରିଙ୍ଗ…

ହୋଲି ଦିନ ଘରେ ପଶି ସଂଘବଦ୍ଧ ଭାବେ କରିଥିଲେ ହତ୍ୟା: ଆସିଲା ରାୟ

ପାରଳାଖେମୁଣ୍ଡି,୧।୮: ୨୦୦୯ରେ ପାରଳାଖେମୁଣ୍ଡିର ୧ନମ୍ବର ୱାର୍ଡରେ ଘଟିଥିବା ବହୁ ଚର୍ଚ୍ଚିତ ହତ୍ୟା କାଣ୍ଡର ଗୁରୁବାର ରାୟ ପ୍ରକାଶ ପାଇଛି। ପାରଳାଖେମୁଣ୍ଡି ଏଡିଜେ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭତ୍ତି କରି ହତ୍ୟାକାଣ୍ଡ ସମ୍ପୃକ୍ତ ୧୪ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ମିଳିଥିବା…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, କାଲି ସୁଦ୍ଧା ଲଘୁଚାପ: ଆଇଏମ୍‌ଡି

ଭୁବନେଶ୍ୱର,୧ା୮: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହୋଇଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ…

ପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ଛୁରି ଭୁସି ହତ୍ୟା ଘଟଣା: ୪ ମାସ ପରେ ଜଣେ ଅଭିଯୁକ୍ତ ଗିରଫ

ପୁରୁଷୋତ୍ତମପୁର,୧।୮( ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦୀନି ବେହେରାଙ୍କ ଦେଢଶୁର କାହ୍ନୁଚରଣ ବେହେରା (୫୫)ଙ୍କୁ ଗତ ମାର୍ଚ୍ଚ ୨୯ରେ ନିର୍ମମ ଭାବେ ଛୁରିରେ ଭୁସି ହତ୍ୟା କରାଯାଇଥିଲା। ଏହି ଘଟଣାର ଅନ୍ୟତମ…

ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହେଲେ ବରଗଡ଼ ବିଧାୟକ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଭିନ୍ନ ବିଭାଗର ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ମାନଙ୍କୁ ନିଯୁକ୍ତ କରାଯାଇଛି। ଏଥିରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀଙ୍କୁ ଜଳ ସମ୍ପଦ, କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ…

ଚୋରଙ୍କ ଟେର୍‌ ପାଉନି ପୋଲିସ: ଘର ଭାଙ୍ଗି ସୁନା ଗହଣା ଲୁଟି ନେଉଛନ୍ତି

ଟେନସା,୧।୮(ସମୀର କୁମାର ପାଢୀ):ସୁନ୍ଦରଗଡ ଜିଲା କୋଇଡା ଓ ଟେନସା ଖଣି ଅଞ୍ଚଳରେ ବାରମ୍ବାର ଚୋରି ହେଉଛି। ହେଲେ ପୋଲିସ ଚୋରଙ୍କୁ ଧରିବାରେ ବିଫଳ ହେଉଛି। ଚୋରମାନେ ଟାର୍ଗେଟ କରି ବିଭିନ୍ନ କମ୍ପାନୀମାନଙ୍କ କଲୋନୀରେ ପଶି ପଶି ଲକ୍ଷ ଲକ୍ଷ ଟଙ୍କା ସହ…

ମହିଳା ସଂଘର ଟଙ୍କା ଆତ୍ମସାତ୍‌ ମାମଲା: ପିଅନଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ

ପୁରୁଷୋତ୍ତମପୁର,୧ା୮(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କାକୁ ଆତ୍ମସାତ୍‌ କରିଥିବା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ବିଚାରପତି ପୂଜା ପ୍ରିୟଦର୍ଶନୀ ପତି ଭୂତସରସିଙ୍ଗି କାନାଡ଼ା ବ୍ୟାଙ୍କ ପିଅନ ରାମଚନ୍ଦ୍ର ନାୟକ(୩୮)ଙ୍କୁ…

ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଲାଗିଲେ ମହିଳା

ଝାରସୁଗୁଡ଼ା,୧ା୮: କଥାରେ ଅଛି ରଖେ ହରି ତ ମାରେ କିଏ? ଗୁରୁବାର ସକାଳୁ ଏମିତି ଏକ ଘଟଣା ଓଡ଼ିଶାରେ ଦେଖିବାକୁ ମିଳିଛି। ଜଣେ ମହିଳା ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଲାଗିଛନ୍ତି। ଆଶ୍ଚର୍ଯ୍ୟର କଥା ମହିଳା ଜଣକ ପ୍ରାୟ ୫୦ କିଲୋମିଟର…

ଶିଶୁପୁତ୍ରକୁ ଚୋରି କରି ନେଇଗଲେ ମାଉସୀ!

ଆଠଗଡ଼,୧ା୮: କଟକ ଜିଲା ଆଠଗଡ଼ର ଖୁଣ୍ଟୁଣୀ ମେଡିକାଲ ପରିସରରୁ ଶିଶୁପୁତ୍ର ଚୋରି ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ୪ ମାସର ପୁଅକୁ ଆଣି ଖୁଣ୍ଟୁଣୀ ମେଡିକାଲ ଆସିଥିଲେ ଝିଆରୀ। ତେବେ ଝିଆରୀଙ୍କୁ ଔଷଧ ପାଇଁ ପଠାଇ ଶିଶୁପୁତ୍ରକୁ ନେଇ ପଳାଇଥିଲେ ମାଉସୀ।…

ସ୍ଥଗିତ ରହିଲା ଜୁନାଗଡ଼ ଏନ୍‌ଏସି ଅନାସ୍ଥା ଭୋଟ୍‌

ଭବାନୀପାଟଣା,୧ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସିରେ ଅନାସ୍ଥା ଭୋଟ୍‌ ସ୍ଥଗିତ ରହିଛି। ଏନ୍‌ଏସି ଅଧ୍ୟକ୍ଷ ମୁକେଶ ଅଗ୍ରଓ୍ବାଲଙ୍କ ବିରୋଧରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଅନାସ୍ଥା ଭୋଟ ୍‌ଗ୍ରହଣ କରାଯିବାର ରହିଥିଲା। ମାତ୍ର ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଏଡିଏମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?