ଆମ ଜିଲା ଖବର

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ କର୍ମୀମାନେ ଗାଁକୁ ଗାଁ ବୁଲୁଥିବାରୁ ଗ୍ରାମାଞ୍ଚଳରେ ନିର୍ବାଚନୀ ପରିବେଶ ସରଗରମ ହୋଇଛି। ଏଥର ବିଜେଡି…

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ ଖୋଜା ବଢ଼ିଯାଇଛି। ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଏବେ ପ୍ରାର୍ଥୀଙ୍କ…

ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ ବ୍ୟକ୍ତିଙ୍କ ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ବରାଦ କରି ନିର୍ମିତ ହୋଇଥିବା ମାର୍କେଟ…

ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ ଆନନ୍ଦପୁର ବ୍ଲକ, ଆନନ୍ଦପୁର ମ୍ୟୁନିସିପାଲିଟି ରହିଥିବା ବେଳେ ଶାନ୍ତି, ଶୃଙ୍ଖଳାର ସହ ଏଥର ଭୋଟ…

ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀଙ୍କ ସମାଗମ

ଗଞ୍ଜାମ,୨୫ା୫(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଋଷିକୁଲ୍ୟା ମୁହାଣଠାରେ ଗତ କିଛିଦିନ ହେବ ବିଦେଶୀ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଛି। ଭାରତ ମହାସାଗର ଦକ୍ଷିଣରେ ଅବସ୍ଥିତ ରିୟୁନିୟନ ଆୟର୍ଲାଣ୍ଡରେ ସାଟେଲାଇଟ ଟ୍ୟାଗ୍‌ ଖଞ୍ଜା ଯାଇଥିବା ୱିମେଲ୍‌ ପକ୍ଷୀ ‘ମର୍ଲିନ୍‌’ ଓଡ଼ିଶାର…

ଖଡ଼ିପଦାରେ ଫାଣ୍ଡି ପ୍ରତିଷ୍ଠା ଦାବି

ଧାମନଗର,୨୬।୫ (ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବ୍ଲକର ଖଡ଼ିପଦାଠାରେ ଏକ ଫାଣ୍ଡି ପ୍ରତିଷ୍ଠା ପାଇଁ ଦାବି ହୋଇଆସୁଛି। ପ୍ରଶାସନ କିମ୍ବା ଶାସକ ଦଳର ଇଚ୍ଛାଶକ୍ତି ଅଭାବରୁ ଏହା ପୂରଣ ହୋଇପାରୁ ନାହିଁ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ବିଭିନ୍ନ…

ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ

ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।…

୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା ଓ ବାଲେଶ୍ୱର ଜିଲାକୁ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ବାରିପଦାର ଐତିହାସିକ…

ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର

ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍‌ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ ଛାୟାରାଣୀ ମିଶ୍ର ଏବଂ ପୁତ୍ର ଅସିତ କୁମାର ମିଶ୍ର ଭୋଟ ପରିଚୟପତ୍ର ନେଇ…

ସାତକୋଶିଆରେ ଜନ୍ମନେଲେ ୩୫ ଘଡ଼ିଆଳ ଶାବକ

ବୌଦ୍ଧ,୨୬ା୫(ଅଜିତ କୁମାର ବାରିକ): ସାତକୋଶିଆ ଗଣ୍ଡରେ ୩୫ ଘଡ଼ିଆଳ କୁମ୍ଭୀର ଶାବକ ଜନ୍ମ ନେଇଥିବା ଜଣାପଡ଼ିଛି। ଗତ ଗୁରୁବାର ସାତକୋଶିଆର ବଳଦମଡ଼ା ନିକଟରେ ଏକ ଘଡ଼ିଆଳ କୁମ୍ଭୀର ୩୫ ଶାବକକୁ ଜନ୍ମ ଦେଇଛି। ୪୦ବର୍ଷର ବ୍ୟବଧାନ ପରେ ଏଥରକୁ ମିଶାଇ ଲଗାତର…

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ ପଶି…

ଇଭିଏମ୍‌ ସିଲ୍‌ ପୂର୍ବରୁ ଚେତା ହରାଇଲେ ପୋଲିଂ ଅଫିସର

ପାଟଣା,୨୫ା୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପ୍ରାଥମିକ ବିଦ୍ୟାଳୟରେ ନିର୍ବାଚନ କାର୍ଯ୍ୟ କରୁଥିବା ଜଣେ ଫାଷ୍ଟ ପୋଲିଂ ଅଫିସର ଶନିବାର ରାତିରେ ଅଚେତ ହୋଇ ପଡ଼ିଛନ୍ତି। ଅଚେତ ହୋଇଥିବା ଶିକ୍ଷକ ଜଣକ ହେଉଛନ୍ତି ତେଲକୋଇ ବ୍ଲକ ବଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?