ଆମ ଜିଲା ଖବର

ନାବାଳକ ଗାଡ଼ି ଚଳାଇଲେ ରଦ୍ଦ ହେବ ରେଜିଷ୍ଟ୍ରେଶନ

କଟକ,୩୧।୭ (କାର୍ତ୍ତିକ ସାହୁ): ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସୋମବାରଠାରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଧରପଗଡ଼ ଅଭିଯାନରେ ବିଶେଷ ସଫଳତା ମିଳିଛି। ନାବାଳକ ଚାଳକଙ୍କୁ ଗାଡ଼ି ଚାଳନାରୁ ନିବୃତ୍ତ କରିବା ପାଇଁ ଏସ୍‌ଟିଏ ଏମ୍‌ଭି ଆକ୍ଟ ୧୯୯(କ) ଧାରାକୁ ପାଳନ କରିବା…

ବ୍ୟାସ ସରୋବର ଜଙ୍ଗଲ ଜମିରୁ ମୋରମ ଲୁଟ୍‌

ଯାଜପୁର,୩୧।୭(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲାର ବ୍ୟାସନଗର ପୌରାଞ୍ଚଳର ସମସ୍ତ ଓ୍ବାର୍ଡବାସୀ ଉପଯୁକ୍ତ ଭାବେ ପାନୀୟ ଜଳ ପାଇବାରୁ ବଞ୍ଚିତ ରହୁଛନ୍ତି। ଏପରି କି ସହରର ଅଧିକାଂଶ ୱାର୍ଡରେ ଅଧିକାଂଶ ସମୟରେ ଗୋଳିଆ, ଦୂଷିତ ପାଣି ଯୋଗାଣ ହେଉଛି। ଏଭଳିସ୍ଥିତିରେ ରାଜ୍ୟର…

ମେଗା ଜଳ ପ୍ରକଳ୍ପ ସହ ବିସ୍ଥାପନ ପ୍ରସଙ୍ଗ ଉଠାଇଲେ ବିଧାୟକ

ବଇଣ୍ଡା,୩୦ା୭(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଚଳିତ ବିଧାନସଭା ଅଧିବେଶନରେ ଆଠମଲ୍ଲିକ ବିଧାୟକ ନଳିନୀକାନ୍ତ ପ୍ରଧାନ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଧାୟକ ପ୍ରଧାନ ପ୍ରଥମେ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ…

କଏଦୀଙ୍କ ହାତରେ ମଦ ବୋତଲ ଫଟୋ ଭାଇରାଲ

ଢେଙ୍କାନାଳ,୩୦ା୧(ରତନ ନାୟାର): ଏକ ହତ୍ୟା ମାମଲାରେ ଢେଙ୍କାନାଳ ଜେଲରେ ଥିବା ଜଣେ କଏଦୀ ହାତରେ ମଦ ବୋତଲ ଧରିଛନ୍ତି। ଏପରି ଏକ ଫଟୋ ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏ ନେଇ ଢେଙ୍କାନାଳ ଜେଲ ଅଧୀକ୍ଷକ ଊର୍ମିଳା ମିଞ୍ଜ୍‌ କହିଛନ୍ତି,…

ଧରିତ୍ରୀ ପ୍ରଭାବ: ନିଲମ୍ବିତ ହେଲେ୨ଶିକ୍ଷକ

ମୋରଡ଼ା,୩୧।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଗାଁ ପଞ୍ଚାୟତର ଡେଙ୍ଗାଶୋଳ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୨ ଶିକ୍ଷକ ବିନା ଅନୁମତିରେ ଛୁଟିରେ ରହି ବିଦ୍ୟାଳୟକୁ ନ ଆସିବା କାରଣରୁ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଉଭୟଙ୍କୁ ନିଲମ୍ବନ କରିଛନ୍ତି। ଏ…

ପିଆର୍‌ଏମ୍‌ ହସ୍ପିଟାଲ ଛାତରୁ ଗଳୁଛି ପାଣି

ବାରିପଦା,୩।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲ କଲେଜ ଓ ହସ୍ପିଟାଲ ଆଇସିୟୁ ଛାତରୁ ପାଣି ଗଳିବା ନେଇ ରୋଗୀ ଓ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଉଥିବା ଏହି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର,୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଓଡ଼ିଶା ଭବନଠାରେ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ୧ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିଭିନ୍ନ…

ତଳମୁଣ୍ଡରେ ପହଞ୍ଚତ୍ପାରୁନି ପାଣି: ଦିନରେ ଖୋଲା ରାତିରେ ବନ୍ଦ

ତିହିଡ଼ି,୩୧।୭ (ସଞ୍ଜିତ ବଳ): ଦଶମୌଜା କେନାଲରେ ୫ ଦିନ ହେଲା ପାଣି ଛଡ଼ା ଗଲାଣି। କିନ୍ତୁ ଏଯାଏ ତଳମୁଣ୍ଡରେ ଟୋପାଏ ବ ପାଣି ପହଞ୍ଚି ପାରିଲାନି। ଏହାର ମୁଖ୍ୟ କାରଣ ହେଉଛି ଉପରମୁଣ୍ଡରେ ଥିବା କେନାଲ ଫାଟକ ଦିନରେ ଖୋଲା ହେଉଥିବା…

ନାବାଳକ ଗାଡ଼ି ଚଳାଇଲେ ରଦ୍ଦ ହେବ ରେଜିଷ୍ଟ୍ରେଶନ

କଟକ,୩୧ା୭ (କାର୍ତ୍ତିକ ସାହୁ): ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସୋମବାରଠାରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଧରପଗଡ଼ ଅଭିଯାନରେ ବିଶେଷ ସଫଳତା ମିଳିଛି। ନାବାଳକ ଚାଳକଙ୍କୁ ଗାଡ଼ି ଚାଳନାରୁ ନିବୃତ୍ତ କରିବା ପାଇଁ ଏସ୍‌ଟିଏ ଏମ୍‌ଭି ଆକ୍ଟ ୧୯୯(କ) ଧାରାକୁ ପାଳନ କରିବା…

ମା’ ହେଲା ମୌସୁମୀ

ବାରଙ୍ଗ,୩୧।୭(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୮ ବର୍ଷୀୟା ଧଳା ବାଘୁଣୀ ମୌସୁମୀ ପ୍ରଥମ ଥର ପାଇଁ ମା’ ହୋଇଛି। ମୌସୁମୀ ପର୍ଯ୍ୟାୟକ୍ରମେ ୩ଟି ଛୁଆକୁ ଜନ୍ମ ଦେଇଛି। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ସୋମବାର ରାତି ୮ଟା ୫୧ ମିନିଟ୍‌ରେ ଗୋଟିଏ,…

କେରଳରେ ଓଡ଼ିଆ ଡାକ୍ତର ନିଖୋଜ

ଚୌଦ୍ୱାର,୩୧ା୭(ଆଶୁତୋଷ ଦାସ): କେରଳ ବୁଲିବାକୁ ଯାଇଥିଲେ ୨ ଓଡ଼ିଆ ଡାକ୍ତର ଓ ସେମାନଙ୍କ ସ୍ତ୍ରୀ। ହେଲେ ସେଠାରେ ଘଟିଥିବା ଭୂସ୍ଖଳନରେ ଡାକ୍ତର ଦ୍ୱୟ ନିଖୋଜ ହୋଇଯାଇଥିବାବେଳେ ସେମାନଙ୍କ ସ୍ତ୍ରୀ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନିଖୋଜ ଡାକ୍ତରଙ୍କୁ ଉଦ୍ଧାର କରିବା ପାଇଁ…

ପାରାଦୀପରେ ଚାଇନା ଜାହାଜ, କାରଣ…

ଭୁବନେଶ୍ୱର,୩୦।୭: ପାରାଦୀପରେ ଚାଇନା ଜାହାଜ। ପାରାଦୀପରେ ଅଟକ ରଖାଯାଇଛି ଚାଇନା ଜାହାଜ। ଚାଇନା ଜାହାଜ MV ZHE HAI- 505 କୁ ଅଟକ ରଖାଯାଇଛି। ଏକ କମ୍ପାନୀର ପ୍ରାୟ କୋଟିଏ ଟଙ୍କା ବକେୟା ନ ଦେବାରୁ ଅଟକ ରଖାଯାଇଥିବା ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?