ଢେଙ୍କାନାଳରେ ଭୋଟ ଦେଲେ ତଥାଗତ
ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି। କଙ୍କଡ଼ାହାଡ଼ ବ୍ଲକର ବାଘମୁଣ୍ଡା ଗ୍ରାମର ୬୫ ନମ୍ବର ବୁଥ ଅଂଚଳରେ ରାସ୍ତା ପାଇଁ ଭୋଟ…
କେନ୍ଦ୍ରାପଡ଼ାରେ ବର୍ଷିଲେ ସ୍ମୃତି ଇରାନୀ, କହିଲେ ମୋଦି ସରକାର ଆସିଲେ …
କେନ୍ଦ୍ରାପଡ଼ା,୨୫।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀ ବିଜେଡି ଉପରେ ବର୍ଷିଛନ୍ତି। କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ମୋଦି ଚାଷୀଙ୍କୁ ୬ ହଜାର ଦେଲେ, ଏଠି ତାମିଲ ଠିକାଦାର ଖାଇଗଲେ। ମୋଦି ଆବାସ, ଜଳ ଜୀବନ ମିଶନ ପାଇଁ ଟଙ୍କା ଦେଲେ,…
ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’
ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି। ଏହି କ୍ରମରେ ପୁରୀର ୭୭ନଂ ବୁଥ୍ରେ ନିଜର ମତ…
ଖରା, ଗୁଳୁଗୁଳି ସତ୍ତ୍ୱେ ଭୋଟରଙ୍କ ଉତ୍ସାହ: ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ
ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ। ଲମ୍ବା ଲାଇନରେ ଛିଡା ହୋଇ ଲୋକେ ନିଜ ମତଦାନ କରୁଛନ୍ତି। ପ୍ରବଳ ଖରା, ଗୁଳୁଗୁଳି ସତ୍ତ୍ୱେ ଉତ୍ସାହର ସହ ଭୋଟ ଦେଉଛନ୍ତି ଭୋଟର। ଏହି ପରିପ୍ରେକ୍ଷୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ…
୧୫୪, ୧୫୨ ବୁଥରେ ଇଭିଏମ୍ ଅଚଳ
ନିରାକାରପୁର,୨୫।୫(ମାନସଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ କ୍ଷେତ୍ରବାସୀ ସରକାରୀ ହାଇସ୍କୁଲରେ ନିର୍ବାଚନ ଚାଲିଥିବା ବେଳେ ୧୫୪ ନମ୍ବର ବୁଥ ୪୫ମିନିଟ ଏବଂ ୧୫୨ ନମ୍ବର ବୁଥରେ ପ୍ରାୟ ୨୦ ମିନିଟ ଇଭିଏମ ଅଚଳ ରହିଥିଲା। ଏନେଇ ସେକ୍ଟର ଅଫିସର କୈଳାସ…
ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ
ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି ଗ୍ରାମର କୁମୁଦିନୀ ଦଳେଇ(୬୦)। ବୃଦ୍ଧା ଜଣଙ୍କ ସକାଳେ ଭୋଟ ଦେବାପାଇଁ ଭୋଟ କେନ୍ଦ୍ରକୁ…
ମହାନଦୀରୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କାମ ଅଧାପନ୍ତରିଆ
ଓଡ଼ଗାଁ,୨୫ା୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲାକୁ ମହାନଦୀରୁ ପିଇବା ପାଣି ଯୋଗାଣ ହେବ। ଏଥିରେ ନୟାଗଡ଼ ସମେତ ରଣପୁର ବ୍ଲକ୍ର ଜନସାଧାରଣ ଉପକୃତ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରି ସାରିଛନ୍ତି। କିନ୍ତୁ ଏହି ଯୋଜନା ଆଜି ପର୍ଯ୍ୟନ୍ତ…
ସ୍ବାଧୀନ ବିଧାୟକ ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ବାଲିକୁଦା, ୨୫।୫(ତାପସ ସ୍ବାଇଁ): ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ରେ ପ୍ରାକ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଏହି ନିର୍ବାଚନ ମଣ୍ଡଳୀର ବାଲିକୁଦା ବ୍ଲକ ବରମୁଣ୍ଡଳୀ ପଞ୍ଚାୟତ ଦଶବାଟିଆ ବଜାରରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ସଞ୍ଜୀବ ବିଶ୍ୱାଳଙ୍କ ନିର୍ବାଚନୀ କାର୍ଯ୍ୟାଳୟକୁ କେତେଜଣ ଦୁର୍ବୃତ୍ତ ନିଆଁ…
ସହରବାସୀଙ୍କୁ ଡେଙ୍ଗୁ, ମ୍ୟାଲେରିଆ ଭୟ
କେନ୍ଦ୍ରାପଡ଼ା,୨୫ା୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରରୁ ବାହାରୁଥିବା ବର୍ଜ୍ୟବସ୍ତୁ ଗୋବରୀ ନଦୀ ଓ କେନାଲରେ ପଡୁଛି। କେନାଲ ନବୀକରଣ ଅଦ୍ୟାବଧି ସରିନାହିଁ। ସହର ନିକଟ ନିର୍ମାଣ କାର୍ଯ୍ୟ ପାଇଁ ଜଳପଥକୁ ମାଟି ଦ୍ୱାରା ବନ୍ଧ ହୋଇଛି। ଅପରପକ୍ଷେ ବର୍ଷାଋତୁର ପ୍ରଭାବ ଆସନ୍ତା ସପ୍ତାହରୁ…
ଭୋଟ ଦେଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଅଖିଳ
ପାଟଣା,୨୫।୫(ବୀର କିଶୋର ଦାଶ): ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ୨୭୩ଟି ବୁଥରେ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୯ଟା ସୁଦ୍ଧା ପାଟଣା ନିର୍ବାଚନ ମଣ୍ଡଳୀରେ ୧୨.୫୦ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ…
ବ୍ରହ୍ମପୁର, ଗୋପାଳପୁର ଫଳାଫଳକୁ ଅପେକ୍ଷା: କିଏ ଜିତିବ ଅଙ୍କ କଷୁଛନ୍ତି କର୍ମୀ
ବ୍ରହ୍ମପୁର,୨୪ା୫(ନରସିଂହ ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନର ୧୨ ଦିନ ବିତିଛି। ସେହିପରି ୫ ଦିନ ହେଲା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସରିଛି। ଜିଲାର ଦୁଇ ଲୋକ ସଭା ଓ ୧୩ ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀମାନଙ୍କ ହାର୍ଜିତ ନେଇ ଏବେ…
ଘୁମୁସର ବନଖଣ୍ଡରେ ୮୧ ହାତୀ
ଭଞ୍ଜନଗର/ଆସିକା,୨୪।୫(ବାବୁଲା ପ୍ରଧାନ/ ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମସର ଦକ୍ଷିଣ ବନଖଣ୍ଡରେ ଗତ ୨୨ ତାରିଖରୁ ଆରମ୍ଭ ହୋଇଥିବା ହାତୀ ଗଣନା ଶୁକ୍ରବାର ଶେଷ ହୋଇଛି। ଘୁମୁସର ଉତ୍ତର ବନଖଣ୍ଡରେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା…

