ଆମ ଜିଲା ଖବର

ମନମୋହନଙ୍କ ପ୍ରଚାରରେ ନେତା, ଅଭିନେତା

ଚାନ୍ଦବାଲି,୨୫।୫ (କିଷାନ ପାତ୍ର): ନିର୍ବାଚନ ଯେତିକି ପାଖେଇ ଆସୁଛି ଚାନ୍ଦବାଲି ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର ସେତିକି ସରଗରମ ହେଉଛି। ଭାଜପା ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଭାଜପାର ବିଧାୟକ ପ୍ରାର୍ଥୀ ମନମୋହନ ସାମଲଙ୍କ ପ୍ରଚାରରେ ନେତା ଓ ଅଭିନେତା ସାମିଲ ହୋଇଥିଲେ।…

ଇଭିଏମ୍‌ ମେଶିନ ଅଚଳ, ଧାଡିରେ ଥିବା ଲୋକେ ନିରାଶ

ହାଟଡିହି,୨୫।୫(ଶୁଭକାନ୍ତ ନାୟକ): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ତେବେ ଇଭିଏମ୍‌ ମେଶିନ ଅଚଳ…

ଧାଡିରେ ଛିଡା ହୋଇ ଭୋଟ ଦେଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ। ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଭୋଟର ନିଜ ମତ ସାବ୍ୟସ୍ତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ଭୋଟ ଦେଇଛନ୍ତି।…

ନିଆଁରେ ଜଳିଗଲା ୧୭ ଦୋକାନ

ଟିଟିଲାଗଡ଼,୨୫।୫(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଥାନା ଛକ ଫ୍ଲ୍ୟାଏ ଓଭର ବ୍ରିଜ ତଳେ ଥିବା ୧୭ ଅସ୍ଥାୟୀ ଦୋକାନରେ ନିଆଁ ଲାଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି l ଖବର…

ମତଦାନ ଆରମ୍ଭରୁ ଏକାଧିକ ବୁଥରେ ଇଭିଏମ୍‌ ତ୍ରୁଟି

ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟ । ଏନେଇ ପ୍ରତିଟି ବୁଥରେ ଆବଶ୍ୟକ ପ୍ରସ୍ତୁତି ହୋଇଥିଲେ ମଧ୍ୟ କେତେକ ବୁଥରେ ଇଭିଏମ୍‌ ମେଶିନରେ ତ୍ରୁଟି ପରିଲକ୍ଷିତ ହୋଇଛି । ଫଳରେ ସେହି ବୁଥମାନଙ୍କରେ ମତଦାନ ବିଳମ୍ବ ହୋଇଥିବା ସୂଚନା ମିଳିଛି।…

ଭୋଟ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ। ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଭୋଟର ନିଜ ମତ ସାବ୍ୟସ୍ତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଏବଂ ୭ ବିଧାନସଭା ଆସନରେ ମଧ୍ୟ…

ବୁଥରେ ପ୍ରଥମ ଭୋଟ ଦେଲେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ବିଜେଡ଼ି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ବୁଥରେ ପହଞ୍ଚି ପ୍ରଥମ ଭୋଟ ଦେଇଛନ୍ତି। ଅଭିମନ୍ୟୁ ନିଜ ଗାଁ ହାଟଡିହୀ ବ୍ଲକ ଇଂଚୋଳ ଗ୍ରାମର ୨୫୫ ନମ୍ବର ବୁଥ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନିଜ…

୪.୨୯ ଲକ୍ଷ ଟଙ୍କା ଠକେଇ: ଫାଇନାନ୍ସ କର୍ମଚାରୀଙ୍କ ସମେତ ୨ ଗିରଫ

ଖଲ୍ଲିକୋଟ,୨୪ା୫(ପ୍ରଶାନ୍ତ କୁମାର ମିଶ୍ର): ଏକ ଫାଇନାନ୍ସ କମ୍ପାନୀର ୪ଲକ୍ଷ ୨୯ ହଜାର ଟଙ୍କା ଠକେଇ କରି ସାଙ୍ଗଙ୍କ ସହ ଫାଇନାନ୍ସ କର୍ମଚାରୀ ଶୁକ୍ରବାର ଗିରଫ ହୋଇଛନ୍ତି। ସେମାନେ ହେଲେ ଫାଇନାନ୍ସ କର୍ମଚାରୀ ଖୋର୍ଦ୍ଧା ଜିଲା ଶଗଡ଼ଭଙ୍ଗା ନନ୍ଦପୁର ପାଟଣାର ପ୍ରତାପ କୁମାର…

ଭାରତମାଳା ପ୍ରକଳ୍ପ ଟନେଲ କାର୍ଯ୍ୟସ୍ଥଳୀରେ ଦୁର୍ଘଟଣା: ମାଟି ଅତଡ଼ା ତଳେ ଚାପିହୋଇ ଜଣେ ମୃତ, ଜଣେ ଗୁରୁତର

ପଟ୍ଟାଙ୍ଗି,୨୪ା୫(ଶରତ ଧଳ): ଛତିଶଗଡ଼ରୁ ଆନ୍ଧ୍ରର ବିଶାଖାପାଟଣାକୁ ସଂଯୋଗ କରୁଥିବା ଭାରତମାଳା ପ୍ରକଳ୍ପର କାର୍ଯ୍ୟ ହେଉଥିବା ରାସ୍ତାର ଟନେଲଠାରେ ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଶ୍ରମିକ ଆହତ ହୋଇ ବିଶାଖାପାଟଣାର ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି।…

ଜଙ୍ଗଲରେ ଯୁବତୀଙ୍କୁ ବଳାତ୍କାର: ୨ ଯୁବକ କୋର୍ଟଚାଲାଣ

କୁଆଁରମୁଣ୍ଡା,୨୪ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ପୁଟୁରିଖମନ ପଞ୍ଚାୟତ ଦୁମାଙ୍ଗଦିରି ଗ୍ରାମର ଜନୈକା ୨୪ ବର୍ଷୀୟା ଯୁବତୀଙ୍କୁ ଜଟିଆ ବାବା ମନ୍ଦିର ନିକଟସ୍ଥ ଜଙ୍ଗଲରେ ରାତିରେ ପ୍ରାୟ ଦେଢ଼ ଘଣ୍ଟା ଧରି ରଖି ବଳାତ୍କାର କରାଯାଇଛି। ଏହା…

କଟକ ଜିଲାର ୬ ନିର୍ବାଚନ ମଣ୍ଡଳୀରେ ମତଦାନ ପାଇଁ  ବୁଥ୍‌ ପ୍ରସ୍ତୁତ: ଭୋଟରଙ୍କ ଆଗମନକୁ ଅପେକ୍ଷା

କଟକ,୨୪ା୫ (କାର୍ତ୍ତିକ ସାହୁ): ଏକକାଳୀନ ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ କଟକ ଜିଲାର ୬ଟି ନିର୍ବାଚନ ମଣ୍ଡଳୀରେ ମେ ୨୫ ତାରିଖ ଶନିବାର ମତଦାନ ଅନୁଷ୍ଠିତ ହେବ। ଜିଲାର ବଡ଼ମ୍ବା, ବାଙ୍କି, ଆଠଗଡ଼, କଟକ ଚୌଦ୍ୱାର, କଟକ ବାରବାଟୀ ଓ କଟକ…

ଭୋଟ୍‌ ଦେବାକୁ ଚାଲିଛି ଟଙ୍କା ବଣ୍ଟା, ଭାଇରାଲ ହେଉଛି ଭିଡିଓ…

କଟକ,୨୪ା୫ (କାର୍ତ୍ତିକ ସାହୁ): ରାତି ପାହିଲେ ଭୋଟଦାନ। ମାତ୍ର ତା’ ପୂର୍ବରୁ ଏସ୍‌ଏଚ୍‌ଜି ମହିଳାଙ୍କୁ ୫୦୦ ଟଙ୍କିଆ ନୋଟ୍‌ ଦେଇ ଭୋଟ ଦେବା ନିମନ୍ତେ ପ୍ରଲୋଭିତ କରାଯାଉଛି। କଟକ ସହରରେ ସଂଘଟିତ ଏଭଳି ଏକ ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?