ଆମ ଜିଲା ଖବର

କଟକ ମେୟରଙ୍କୁ ଓସିଏ ସମ୍ପାଦକଙ୍କ ଟାର୍ଗେଟ୍‌

କଟକ,୨୯।୭(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମ ନବୀକରଣ କାର୍ଯ୍ୟ ନେଇ ଲାଗି ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ କଟକ ମେୟର ସୁବାସ ସିଂଙ୍କୁ ଟାର୍ଗେଟ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ସୁବାସ ଦ୍ୱନ୍ଦ୍ୱରେ ରହି ଗଣମାଧ୍ୟମ ସମ୍ମୁଖରେ ବିଭ୍ରାନ୍ତିକର…

ଥିଲେ ୩ ବାପି, ଆସିଲେନି ବସନ୍ତ

ପାରାଦୀପ,୨୯।୭(ଶରତ ରାଉତ): ୨୦୨୪ ନିର୍ବାଚନର ମାସେ ୨୪ ଦିନ ପରେ ରବିବାର ପାରାଦୀପ ବିଜେଡିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପାଖରେ ଆୟୋଜିତ ଏହି ବୈଠକରେ ପ୍ରମୁଖ ୩ ବାପି ନେତୃତ୍ୱ ନେଇଥିଲେ।…

ଗଛରେ ପିଟିହେଲା ବସ୍‌, ୭ ଗୁରୁତର

ଜଳେଶ୍ୱର,୨୯ା୭: ବାଲେଶ୍ୱର ଜିଲା ବାଲିଆପାଳ-ବସ୍ତା ରାସ୍ତାର କୁଟୁରା ଛକ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ବସ୍‌ ଡ୍ରାଇଭରଙ୍କ ସମେତ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ବସ୍ତା ମେଡିକାଲରେ…

କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍, ଜଣେ ମୃତ

ଭୁବନେଶ୍ୱର,୨୯।୭: ସକାଳୁ ସକାଳୁ କାଉଡ଼ିଆଙ୍କ ଉପରେ ମାଡ଼ିଗଲା, ଜଣେ ମୃତ। ସାଲେପୁର ନିଶ୍ଟିନ୍ତକୋଇଲି ତହସିଲ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ବାବୁଜଙ୍ଗରୁ ୩୭ ଜଣ କାଉଡ଼ିଆ ମିଶି ପାଣି ନେଇ ପାଇକରାପୁର ଯାଉଥିବା ସମୟରେ ଏକ ଦ୍ରୁତଗାମୀ କାର୍ କଉଡିଆଙ୍କ…

ଆଜିଠୁ ଶହୀଦ ସପ୍ତାହ ପାଳନ କରୁଛନ୍ତି ମାଓବାଦୀ

ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ କିଛି ଦିନର ନିରବତା ପରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ସିପିଆଇ (ମାଓବାଦୀ)। ରବିବାରଠାରୁ ଅଗଷ୍ଟ ୩ ଯାଏ ଶହୀଦ ସପ୍ତାହ ପାଳନ ପାଇଁ ଲୋକଙ୍କୁ ଆହ୍ବାନ ଦେଇଛନ୍ତି। ଭବାନୀପାଟଣା ବ୍ଲକର…

ରାୟଗଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି: ସପ୍ତାହେ ମଧ୍ୟରେ ଗଲାଣୀ ୨ ଜୀବନ 

ରାୟଗଡ଼ା/ଟିକିରି,୨୭।୭(ଆଶିଷ ରଞ୍ଜନ ପଣ୍ଡା/ ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଗୋରଖପୁର ପଞ୍ଚାୟତ ଲାମ୍ବେରୀ ଗ୍ରାମରେ ୨ ଜଣ ଝାଡ଼ାବାନ୍ତିରେ ପ୍ରାଣ ହରାଇଛନ୍ତି। ଗାଁରୁ ୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମୃତକ ହେଲେ ଗାଁର ଧନ ମାଝୀଙ୍କ…

କାଲି ବସିବ ରତ୍ନଭଣ୍ଡାର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ,୨୮।୭: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି। ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ରତ୍ନଭଣ୍ଡାର ସ୍ଥିତି, ସ୍ଥାୟୀତ୍ୱ ଏବଂ କେବେଠୁ ଯାଞ୍ଚ ଓ…

ଗଡ଼ଗଡ଼ିଆ ଘାଟରେ ବୁଡ଼ିଗଲେ ୨ କାଉଡ଼ିଆ

କଟକ,୨୮ା୭(କାର୍ତ୍ତିକ ସାହୁ): କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ କାଉଡିଆଙ୍କ…

୩ ଦିନ ହେବ ନିଖୋଜ ଥିଲେ ଛାତ୍ରୀ: ପୋଖରୀରୁ ମିଳିଲା ମୃତଦେହ

ଗୋପାଳପୁର,୨୮।୭(ନବୀନ ରାଜ ଆଚାରୀ): ତିନି ଦିନ ପରେ ନିଖୋଜ ଥିବା ଜଣେ ଛାତ୍ରୀଙ୍କ ମୃତଦେହ ମିଳିଛି। ଗୋପାଳପୁର ଥାନା ପୋଲିସ କରାପୁଲୀର ଏକ ପୋଖରୀର ମୃତଦେହକୁ ଠାବ କରିଛି l ମୃତକ ଜଣଙ୍କ ହେଲେ ଗୋପାଳପୁର ହରିଜନ ସାହିର ସ୍ନେହଲତା ନାୟକ…

ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବଡବିଲ,୨୮।୭(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ଥାନା ଅଧୀନ କାଶିଆ-କ, ତଳସାହି ନିକଟ ଜଗଦା ସାହିସ୍ଥିତ ମୋରମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି। ପାରିପାଶର୍‌ବିକ ପରିସ୍ଥିତିକୁ ଅନୁଧ୍ୟାନ ପରେ ଏହା ଏକ ହତ୍ୟାକାଣ୍ଡ…

ଇନ୍‌ଷ୍ଟାଗ୍ରାମରେ ମୁଖ୍ୟମନ୍ତ୍ରୀଙ୍କୁ ଧମକ: ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ସାଇବର ଥାନାରେ ଏତଲା

କେନ୍ଦୁଝର,୨୮।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଧାୟକ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମିଷ୍ଟର ବଓ୍ବେଫା ନାମରେ ଇନ୍‌ଷ୍ଟଗ୍ରାମ ଆଇଡିଧାରୀ ଜଣେ ଯୁବକ ଜାତିଆଣ ଆକ୍ଷେପ କରିବା ସହ ଜୀବନରେ ମାରି ଦେବାର ଧମକ ଦେଇଥିବା ଅଭିଯୋଗରେ କେନ୍ଦୁଝର ଜିଲା ଭାଜପା…

୧୩ କୁଇଣ୍ଟାଲ ଗଞ୍ଜେଇ ଜବତ: କନ୍ଧମାଳରୁ ନୂଆପଡ଼ା ହେଉଥିଲା ଚାଲାଣ

ପାଟଣାଗଡ଼,୨୮।୭: ବଲାଙ୍ଗୀର ଜିଲା ଲାଠୋର ଥାନା ପୋଲିସ ରବିବାର ଚଢାଉ କରି ଟଲିଆଲିଟି ଗାଁ ନିକଟରୁ ୧୩ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ପୋଲିସ ଏକ ପିକ୍‌ଅପ୍‌ ଭ୍ୟାନ, ବାଇକ୍‌ ଜବତ କରି ୩ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?