ସବ୍ରେଜିଷ୍ଟ୍ରି, ସବ୍ଟ୍ରେଜେରୀ ଖୋଲିବା ପାଇଁ ଦାବି ଜୋର୍ ଧରିଲା
ମୋରଡ଼ା,୨୮ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ସଦରମହକୁମା ଚିତ୍ରଡ଼ାରେ ସବ୍ରେଜିଷ୍ଟ୍ରି ଓ ସବ୍ ଟ୍ରେଜେରୀ ଅଫିସ ଖୋଲିବା ନିମନ୍ତେ ଦାବି ଜୋର୍ ଧରିଛି। ଏନେଇ ମୋରଡ଼ା ବିଧାୟକ ତଥା ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ…
ଚାବି ହଜିବାକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ, କହିଲେ ରତ୍ନଭଣ୍ଡାର ନ ଖୋଲିବା ଷଡ଼ଯନ୍ତ୍ରର…
ପୁରୀ,୨୮।୭: ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି ହେବ ବୋଲି ରବିବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ପ୍ରାଥମିକ ଯାଞ୍ଚ ସରିଛି, ଖୁବ୍ ଶୀଘ୍ର ଏଏସ୍ଆଇ ମରାମତି ଆରମ୍ଭ କରିବ। ଏସ୍ଓପିରେ କିଛି ସଂଶୋଧନ ଦରକାର ଥିଲା, ତାହା…
ନାବାଳିକାଙ୍କୁ ବଳାତ୍କାର କରି ଅଭିଯୁକ୍ତ ଗିରଫ
ସାକ୍ଷୀଗୋପାଳ,୨୮ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ଥାନା ଆଳିଶ ଗ୍ରାମରେ ଜନୈକା ୯ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ସେହି ଗ୍ରାମର ଜଣେ ୨୬ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ମାନସ…
ରାତି ପାହିଲେ ଭୋଳାନାଥଙ୍କୁ କରିଥାନ୍ତେ ଜଳଲାଗି: ହେଲେ ଅଧାରେ ରହିଲା କାଉଡ଼ିଆଙ୍କ ପାଣିଭାର
ଭୁବନେଶ୍ୱର,୨୮।୬: ଯାଜପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ବୈତରଣୀରେ ବୁଡ଼ି ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଣ୍ଡାରିପୋଖରି ଅନ୍ତର୍ଗତ ରହଣିଆ ଅଞ୍ଚଳର ପୁରୁଷୋତମପୁର ଗାଁର ପ୍ରଶାନ୍ତ ସାମଲ। ଶ୍ରାବଣ ସୋମବାରରେ ଭୋଳାନାଥଙ୍କୁ ଜଳଲାଗି କରିବା ପାଇଁ ବଲ୍ଲଭୀ ଘାଟ…
ଝଞ୍ଜାବତୀ ନଦୀରୁ ମିଳିଲା ନିଖୋଜ ମା’ର ମୃତଦେହ
କୋରାପୁଟ, ୨୮।୭,(ଅମିତାଭ ବେହେରା): ଝଞ୍ଜାବତୀ ନଦୀରୁ ମିଳିଲା ନିଖୋଜ ମା’ର ମୃତଦେହ ଉଦ୍ଧାର। ଡକରିଘାଟି ଗାଁ ନିକଟ ନଦୀରୁ ମୃତଦେହ ଉଦ୍ଧାର କରିଛି ଓଡ୍ରାଫ୍ ଟିମ୍। ଏବେ ମଧ୍ୟ ଝିଅ ନିଖୋଜ ରହିଥିଲା ବେଳ ଉଦ୍ଧାର ପାଇଁ ପ୍ରୟାସ ଚାଲିଛି। ଗତକାଲି…
ଖୋଲିଲା ହୀରାକୁଦ ଗେଟ୍
ସମ୍ବଲପୁର,୨୮।୭: ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ୭ନଂ ସ୍ଲୁଇସ ଗେଟ୍ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ରବିବାର ଜଳଭଣ୍ଡାରରୁ ସ୍ଲୁଇସ ଗେଟ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ…
ବାରବାଟୀ ନବୀକରଣକୁ ସରକାର ନା କହିବା ଦୁର୍ଭାଗ୍ୟଜନକ: ସୁବାସ
କଟକ,୨୮।୭(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ସରକାର କଟକ ବାରବାଟୀ ଷ୍ଟାଡିୟମର ନବୀକରଣ କରିବା ସହ ଏହାକୁ ବିଶ୍ୱସ୍ତରୀୟ ରୂପ ଦେବାକୁ ୭୦୦ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ତତ୍କାଳୀନ ସରକାରଙ୍କ ଦ୍ୱାରା ଏଥିପାଇଁ ଭିଭିପ୍ରସ୍ତର ସ୍ଥାପନ କରାଯାଇଥିଲା। ହେଲେ ବିଧାନସଭାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ…
ଗଳାବାଟ ଦେଇ ଓଡ଼ିଶାକୁ ଆସୁଛି ଆଳୁ
ଭୋଗରାଇ/ ଜଳେଶ୍ୱର, ୨୮ା୭(ପ୍ରଦୀପ ଦାସ/ରବିନାରାୟଣ ପାତ୍ର): ଓଡ଼ିଶାକୁ ଆଳୁ ପରିବହନ ସ୍ଥିତି ଅପରିବର୍ତ୍ତିତ ରହିଛି। ଶୁକ୍ରବାର ଓଡ଼ିଶା ସୀମାନ୍ତ ଜାତୀୟ ରାଜପଥ ପଶ୍ଚିମବଙ୍ଗ ସୋନାକଣିଆ ଓ ଦାନ୍ତୁନରେ ପଶ୍ଚିମବଙ୍ଗ ପ୍ରଶାସନ ଓଡ଼ିଶାକୁ ଆସୁଥିବା ଶତାଧିକ ଆଳୁ ବୋଝେଇ ଟ୍ରକ ଫେରାଇ ନେଇଥିବା…
ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ
ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍ ଗେଟ୍ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ…
ଶିଳ୍ପ, ଖଣି ସଂସ୍ଥାରେ ୮,୦୬୦ କୋଟିର ଜଳକର ବାକି
ଯାଜପୁର,୨୮ା୭ (ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ୨୦୨୦-୨୧ରୁ ୨୦୨୩-୨୪ ଆର୍ଥିକ ବର୍ଷ ସୁଦ୍ଧା ୨୨୩ଟି ଶିଳ୍ପସଂସ୍ଥାରେ ୭୨୬୨.୪୨୪ କୋଟି ଟଙ୍କା ଏବଂ ୫୫ଟି ଖଣିସଂସ୍ଥା ଉପରେ ୭୯୭.୭୨ କୋଟି ଟଙ୍କା ଜଳକର ବକେୟା ପଡ଼ିଛି। ଚଳିତ ବିଧାନସଭାର ତାରକା ପ୍ରଶ୍ନ ସଂଖ୍ୟା ୨୬୨କୁ…
ଜନତା ବାଛିବେ, କାଉନସିଲର କାଢ଼ିବେ
ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ କାଉନସିଲର ଓ କର୍ପୋରେଟର ପରୋକ୍ଷ ଭାବେ ଚୟନ କରୁଥିଲେ। ହେଲେ ପୂର୍ବ ରାଜ୍ୟ ସରକାର ୨୦୨୨ ପୌର ନିର୍ବାଚନ…
ଦମ୍ରେ ଆଳୁ ନାହିଁ
କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି। ବିଶେଷକରି…

