ଆମ ଜିଲା ଖବର

ବଞ୍ଚାଇଦେଲେ ମହାପ୍ରଭୁ: ୩ କିମି ପୂର୍ବରୁ ଡ୍ରାଇଭରଙ୍କ ସାଙ୍ଗରେ ପାଟିତୁଣ୍ଡ କରି… 

ଆନନ୍ଦପୁର୨୮।୧(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ, ଛେନାପଦି  ବଉଳା ରାସ୍ତାର ବୈଦାଖିଆ  ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ। ସୂଚନା ଅନୁସାରେ, ଭୂବନେଶ୍ବରରୁ  ବଉଳା ଯାଉଥିବା ଶ୍ରୀଲକ୍ଷ୍ମୀ ନମକ ବସ୍‌  ସନ୍ଧ୍ୟା ସମୟରେ ଛେନାପଦି ଛକରେ ପହଞ୍ଚିଥିଲା।…

କୋଟିଆ ସୀମାନ୍ତ ଗ୍ରାମରେ ଲୋକଙ୍କୁ କଲେ ଏକାଠି: ୧୨ଟି ଗ୍ରାମ ଆନ୍ଧ୍ର ରାଜ୍ୟର ଦାବି କରି…

ପଟ୍ଟାଙ୍ଗି,୨୮।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମରେ ଆନ୍ଧ୍ର ରାଜ୍ୟର ଜନସେନା ଦଳ ଗ୍ରାମବାସୀଙ୍କୁ ଏକାଠି କରି ବୈଠକ କରିଛନ୍ତି। ଏହି ମାଧ୍ୟମରେ ଓଡ଼ିଶାର ସୀମାନ୍ତ ଭିତରେ ଆନ୍ଧ୍ର ରାଜ୍ୟର…

ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା

ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ କୌଣସି ପ୍ରଭାବ ପଡ଼ି ନ ଥିବା ଜଣାପଡିଛି। ଦୋକାନ ବଜାର, ବ୍ୟାଙ୍କ ସେବା,…

ଓଡ଼ିଶା ବନ୍ଦ ପ୍ରଭାବ: ରାସ୍ତାରେ ଛିଡା ହୋଇଛି ଶହ ଶହ ଗାଡ଼ି

ଧର୍ମଶାଳା,୨୮।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ଠାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ ରାସ୍ତା ବନ୍ଦ କରାଯାଇଛି। ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାମରେ ସାଧାରଣ ବ୍ୟକ୍ତିଙ୍କଠାରୁ ଫାଇନ ଆଦାୟ,…

ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ବରଗଡ଼ରେ ଗାଡି ଚଳାଚଳ ଠପ୍‌

ବରଗଡ,୨୮।୧(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସଂଯୁକ୍ତ କୃଷକ ସଙ୍ଗଠନ, କୋଶଲ ସେନା, କଂଗ୍ରେସ ସମେତ ବିଭିନ୍ନ ଅନୁଷ୍ଠାନ ବନ୍ଦ ପାଳନକୁ ସମର୍ଥନ ଜଣାଇଛନ୍ତି। କୃଷକମାନଙ୍କ ସମସ୍ୟାର…

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ: ଜାଣନ୍ତୁ କେତେଟାରୁ…

ପୁରୀ,୨୬ା୧(ଅଜିତ୍‌ କୁମାର ମହାନ୍ତି):ମାଘ ଶୁକ୍ଳପକ୍ଷ ଦଶମୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା…

ବାଲିଟିକ୍ରା ନିକଟରୁ ମିଳିଲା ଶୁଭମଙ୍କ ମୃତଦେହ: ବଢୁଛି ସନ୍ଦେହ

ବରଗଡ଼,୨୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ପଞ୍ଚାୟତ କଲେଜ ନିକଟ ବାଲିଟିକ୍ରା ପାଖରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ୱାର୍ଡ ନଂ-୭ ଖଜୁରଟିକ୍ରା ନିବାସୀ ଶୁଭମ ମହାନ୍ତି(୨୬)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ…

ପିକ୍‌ଅପ୍‌ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଦ୍ରୁତଗାମୀ ପିକଅପ୍ ଭ୍ୟାନ (ନଂ. ଓଡ଼ି୦୨ ବିଏମ – ୬୮୪୦)  ଧକ୍କାରେ  ଦେଓଖାଳି…

ମାର୍ଚ୍ଚ ୨ରୁ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା: ପ୍ରସ୍ତୁତି ସଭାରେ…       

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା ‘ ବାଙ୍କେଶ୍ୱରୀ ଙ୍କ ଦୋଳ ଯାତ୍ରା ନିମନ୍ତେ ମଙ୍ଗଳବାର ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ ସ୍ଥିତ ମା ‘ ଙ୍କ ମନ୍ଦିର ପରିସରରେ ଆୟୋଜିତ…

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ: ଖୋଜି ଆଣିବା ପାଇଁ ସ୍ତ୍ରୀଙ୍କ ନିବେଦନ

ରାୟଗଡା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାରେ ଦିନକୁ ଦିନ ଦାଦନଙ୍କ ଦୁଃଖ ବଢ଼ୁଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ଦାଦନ ଖଟିବାକୁ ଯାଇ କିଛି ମୃତ୍ୟୁବରଣ କରିଥିବା ବେଳେ କିଛି ଲୋକ ନିଖୋଜ ହୋଇଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି ।…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି ୪ଜଣ ସମିତିସଭ୍ୟ। ଏହାକୁ ନେଇ ଜିଲାର ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।…

ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍‌ରେ…

ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ ବାଇକକୁ ଧକ୍କା ଦେବା ଫଳରେ ବାଇକରେ ଥିବା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri