ଆମ ଜିଲା ଖବର

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’

ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ…

କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଗଣିଆନାଳ ଗଣେଶ୍ୱରପୁର ଗ୍ରାମର ନାରାୟଣ ସାହୁଙ୍କ ଘର ବାଡ଼ିରେ ଥିବା କୂଅ ସଫା କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ…

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି।…

ବିଜେଡିରେ ରହିବେ ଜ୍ୟୋତି ପାଣିଗ୍ରାହୀ, ମିଳିଲା ବାଲେଶ୍ୱର ଜିଲା ସଭାପତି ଦାୟିତ୍ୱ

ଭୁବନେଶ୍ୱର, ୨୩।୫: ବୁଧବାର ବିଜେଡିରୁ ଇସ୍ତଫା ଦେଇଥିବା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମନ ପରିବର୍ତ୍ତନ କରି ବିଜେଡିରେ ରହିଛନ୍ତି। ଏଥିପାଇଁ ଦଳ ପକ୍ଷରୁ ତାଙ୍କୁ ପୁରସ୍କାର ସ୍ୱରୂପ ବାଲେଶ୍ୱର ଜିଲା ସଭାପତି ଏବଂ ବିଜେଡିର…

ଏହି ତାରିଖରେ ସବୁଦିନ ପାଇଁ ତାମିଲନାଡୁ ପଳାଇବେ ପାଣ୍ଡିଆନ୍‌: ବିଜେଡି ଉପରେ ବର୍ଷିଲେ ହିମନ୍ତ ବିଶ୍ୱଶର୍ମା

ସମ୍ବଲପୁର,୨୩।୫: ଓଡ଼ିଶାର ସମ୍ବଲପୁରରେ ନିର୍ବାଚନ ପ୍ରଚାର ପାଇଁ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସମ୍ବଲପୁରରେ ମା’ ସମଲେଇ ଦର୍ଶନ ପରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ହିମନ୍ତ। ସେ କହିଛନ୍ତି,ନିର୍ବାଚନ ହାରିଲେ ବିଜେଡି ଗୋଟିଏ ଦିନରେ ଭାଙ୍ଗିଯିବ। ଯେଉଁମାନଙ୍କର ଆତ୍ମସମ୍ମାନ…

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ ଭୋଟ…

ଆଭାସୀ ମାଧ୍ୟମରେ ସମୀକ୍ଷାକଲେ ଜିଲାପାଳ

ବାଲେଶ୍ୱର, ୨୩।୫(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ଆଭାସୀ ମାଧ୍ୟମରେ ଜିଲାପାଳ ଆଶିଷ ଠାକରେଙ୍କ…

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ: ଯୁବକ ଗିରଫ

ଗୋପବନ୍ଧୁ ନଗର,୨୩ା୫,(ଶାନ୍ତନୁ କୁମାର ମଢୁଆଳ): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ତଥା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳର ଜଣେ ୧୯ ବର୍ଷିୟା ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଚତୁରୀ…

ବସ୍‌ ଟର୍ମିନାଲ ଜମି ଜବରଦଖଲ

ବୈଶିଙ୍ଗା,୨୩ା୫(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ବଜାର ଅଞ୍ଚଳରେ ବସ୍‌ ଟର୍ମିନାଲ ପାଇଁ ଜମି ଚିହ୍ନଟ ହୋଇଛି। ମାତ୍ର ଅଧିଗ୍ରହଣ ନ ହେବାରୁ ଜବରଦଖଲକାରୀମାନେ ଉକ୍ତ ସ୍ଥାନରେ ପକ୍କା ଘରମାନ ନିର୍ମାଣ ଆରମ୍ଭ କରିସାରିଲେଣି। ଜବରଦଖଲକାରୀମାନେ ଏହି ଜମିକୁ ବାହାର ଜିଲାର…

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ

ବାସୁଦେବପୁର,୨୩ା୫, (ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳ ବଙ୍ଗୋପସାଗର ତଟବର୍ତ୍ତୀ ସଂଲଗ୍ନ ନିର୍ବାଚନ ମଣ୍ଡଳୀ ଅଟେ। ଗତ ୧୯୯୯ ମହାବାତ୍ୟା ବେଳେ ଏହି ନିର୍ବାଚନ ମଣ୍ଡଳୀର ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ପରବର୍ତ୍ତୀ ସମୟରେ ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ…

ରାସ୍ତା କାମର ୨ ଦିନ ପରେ ଉଠିଗଲା ପିଚୁ

ପାଣିକୋଇଲି,୨୩ା୫(ବିକାଶ ମଲ୍ଲିକ): ଜାତୀୟ ରାଜପଥ ୧୬ଠାରୁ ହାଟସାହି ଭାୟା ସୋତି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଏହାର ଅବଧି ଶେଷ ହୋଇ ସାରିଥିଲେ ମଧ୍ୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଏହା ମଧ୍ୟରେ ଦୁଇ…

ବିପଦସଙ୍କୁଳ ଅବସ୍ଥାରେ ଷ୍ଟ୍ରିଟ୍‌ଲାଇଟ୍‌ ବିଦ୍ୟୁତ୍‌ ତାର

ପାଣିକୋଇଲି,୨୩।୫(ବିକାଶ ମଲ୍ଲିକ):ପାଣିକୋଇଲି ୨୦ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଉଜ୍ଜ୍ୱଳ ଆଲୋକ ଜଳୁଛି। ଫଳରେ ଏହା ପାଣିକୋଇଲିର ଶୋଭା ବର୍ଦ୍ଧନ କରିବା ସହ ଲୋକଙ୍କ ରାତ୍ରିକାଳୀନ ଯାତାୟାତରେ ସହାୟକ ହେଉଛି। ରାଜ୍ୟ ବାହାରୁ ବା ବିଭିନ୍ନ ଜିଲାରୁ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?