ଆମ ଜିଲା ଖବର

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି କେନାଲ ପାଣି। ଫଳରେ ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୂଚନା ମୁତାବକ,…

କାର୍‌ରେ ଆସି ବସ୍‌ରୁ ରୁପା ଭର୍ତ୍ତି ବ୍ୟାଗ ନେଇଗଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୨୬ା୭(ପ୍ରଶାନ୍ତ କୁମାର ମିଶ୍ର): କୋଲକାତା ଅଭିମୁଖେ ଯାଉଥିବା ଏକ ବସ୍‌ରୁ ଜଣେ ବ୍ୟବସାୟୀଙ୍କ ପ୍ରାୟ ୫୦ କେଜି ପୁରୁଣା ରୁପା ଜିନିଷ ଓ ୪ ଲକ୍ଷ ୭୨ ହଜାର ଟଙ୍କା ଚୋରି ହୋଇଥିବା ଖଲ୍ଲିକୋଟ ଥାନା ଅଧୀନ ଭେଜିପୁଟ ଫାଣ୍ଡିରେ ଅଭିଯୋଗ…

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ ଏତଲା ଦିଆଯିବା ଏବଂ ଏହାକୁ ନେଇ ଟାହିଟାପରା କରାଯିବା କୋମଳମତି ପିଲାଙ୍କ ଉପରେ ଗୁରୁତର…

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରନ୍ତି। କନ୍ଧ ଜନଜାତିର କିଛି ପରିବାର ସଦସ୍ୟଙ୍କୁ ବାଉଁଶ…

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ ଗୋଡ଼ାଉ ଥିବା ବେଳେ ହରିଣ ଛୁଆଟି ଯାଇପାରି ନ ଥିଲା। ଯୁବକମାନେ ଉଦ୍ଧାର କରି…

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ ବେଉଷଣ ସମୟରେ ବର୍ଷା ଅଭାବ ଯୋଗୁ ଚାଷ ଜମିରେ ଗୋରୁ ଚରୁଛନ୍ତି। ଚାଷ କାମ…

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି ଭିଜିଲାନ୍ସ। ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ…

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପରିବାରରେ ତାଙ୍କ ସ୍ତ୍ରୀ, ବୁଡି ମା’, ଦୁଇ ପୁଅ ଏବଂ ୧୭…

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଫୁଲବତି ରଣା(୪୮)। ଦୁର୍ଘଟଣା ପରେ ସ୍ଥାନୀୟ…

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି। ଏହାର ପ୍ରତିବାଦରେ ଆସନ୍ତା ଅଗଷ୍ଟ ୧ ତାରିଖରୁ ଧର୍ମଘଟ ସହ ଆନ୍ଦୋଳନ ନେଇ ଏକ…

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩ କେଜି ଓ କଣ୍ଟାବାଞ୍ଜିରୁ ୯୪ କେଜି ଗଞ୍ଜେଇ ଜବତ କରିଛନ୍ତି। ଗଞ୍ଜେଇ ଚୋରା ଚାଲାଣରେ…

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ପ୍ରତିବାଦରେ ଘରୋଇ ବସ୍‌ ମାଲିକ ସଂଘର ଆନ୍ଦୋଳନ ନିଷ୍ପତ୍ତି, ପରିବହନ ମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର

ପୁରୁଷୋତ୍ତମପୁର,୨୬ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ୍‌ର ମନମୁଖୀ ଓ ବେନିୟମ ଭାବେ ଚଳାଚଳ କରୁଥିବାର ଅଭିଯୋଗକୁ ନେଇ ଏହାର ବିରୋଧରେ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ମାଲିକ ସଂଘ ସ୍ବର ଉତ୍ତୋଳନ କରିଛନ୍ତି। ଏହାର ପ୍ରତିବାଦରେ ଅଗଷ୍ଟ ୧ରୁ ଧର୍ମଘଟ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?