ଆମ ଜିଲା ଖବର

ପ୍ରଚାର ବେଳେ ବିଜେଡି ପ୍ରାର୍ଥୀଙ୍କୁ ପଥରମାଡ଼ ଉଦ୍ୟମ

ବିଶୋଇ,୨୨ା୫ (ଅମିତ ଦାସ):ମୟୂରଭଞ୍ଜ ଜିଲା ସାରସକଣା ବିଧାନସଭା କ୍ଷେତ୍ର ଅଧୀନ ବିଜାତଳା ବ୍ଲକ ଅଞ୍ଚଳରେ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ଡା.ଦେବାଶିଷ ମାର୍ଣ୍ଡିଙ୍କ ଉପରକୁ ପଥର ମାଡ଼ ଉଦ୍ୟମ ହୋଇଛି। ଏଥିରେ ଡା. ମାର୍ଣ୍ଡି ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ…

ଦେଢ଼ଶୁର ବଳାତ୍କାର କରିବା ପରେ ଚରମ ନିଷ୍ପତ୍ତି ନେଲେ ମହିଳା

ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ବିବାହିତା ମହିଳାଙ୍କୁ ନିଜ ସମ୍ପର୍କୀୟ ଦେଢ଼ଶୁର ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହାପରେ ମହିଳା ଜଣକ ଲୋକଲଜ୍ଜାକୁ ସହି ନ ପାରି ବିଷ ପିଇ…

ଜୁନାଗଡ଼ରେ ପ୍ରାଚୀନ ନଗର ସଭ୍ୟତାର ସନ୍ଧାନ

ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ପ୍ରାଚୀନ ନଗର ସଭ୍ୟତା ଧ୍ୱଂସାବଶେଷର ସନ୍ଧାନ ମିଳିଛି। ଅନ୍ତର୍ଜାତୀୟ ପତ୍ରିକା ‘ହେରିଟେଜ୍‌’ରେ ଏ ସମ୍ପର୍କିତ ରିପୋର୍ଟ ପ୍ରକାଶ ପାଇବା ପରେ ବୁଦ୍ଧିଜୀବୀ, ଐତିହାସିକ ଓ କଳାହାଣ୍ଡିବାସୀଙ୍କ ମନରେ ଉତ୍ସୁକତା ବଢ଼ିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ…

ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍‌ ଚେକ୍‌ କଟକର ବିକାଶ ପାଇଁ ବିନିଯୋଗ କରିବି

୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର ବିଧାୟକ ଥିଲେ। ୧୮ବର୍ଷ ବୟସରେ ଟ୍ରେଡ୍‌ ୟୁନିୟନରେ ସାମିଲ ହୋଇ ନିଜର ସାମାଜିକ ଯାତ୍ରା…

ଦୁର୍ଘଟଣାରେ ଇସ୍ରୋ ଛାତ୍ରଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ସୋର, ୨୨ା୫(ଜନ୍ମେଜୟ ମିଶ୍ର):ଇସ୍ରୋରେ ପାଠ ପଢୁଥିବା ସୋର ପୌରାଞ୍ଚଳ ୧ ନମ୍ବର ୱାର୍ଡ ବାରପଡା ଗ୍ରାମର ଶ୍ରବଣ କୁମାର ଦାସ(୨୧)ଙ୍କ ସୋମବାର କାର୍‌ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି…

୨୪ ଘଣ୍ଟାରେ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ

ପୁରୀ,୨୨ା୫(ଅଜିତ୍‌ କୁମାର ମହାନ୍ତି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାର ପୁରୀରେ ରୋଡ୍‌ ଶୋ’ ପରେ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ମୋଦିଙ୍କ ଭକ୍ତ। ସମ୍ବିତଙ୍କ ଏପରି…

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ…

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ ବୁଡ଼ି ୨ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗ୍ରାମର ଗୋପ ମଲ୍ଲିକଙ୍କ…

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ ଏବଂ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ମୋଦିଙ୍କୁ ପୁଣି ଥରେ ପ୍ରଧାନମନ୍ତ୍ରୀ…

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଇଭିଏମ୍‌ ମେଶିନରେ ବାଲିଗୁଡାର ୫ ପ୍ରାର୍ଥୀ ଏବଂ ଜି. ଉଦୟଗିରିର ୮ପ୍ରାର୍ଥୀଙ୍କ ଭାଗ୍ୟ…

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ ଚିନ୍ତା। ଅଭାବୀ ବିକ୍ରିର ଶିକାର ହେଉଛନ୍ତି କଳାହାଣ୍ଡି ଜିଲାର କାଜୁ ଚାଷୀ। ଜିଲାର କାଜୁଚାଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?