ଆମ ଜିଲା ଖବର

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ ଲଗାତର ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ଏଥର ଓଡ଼ିଶାରେ ଭାଜପା ସରକାର ହେବାକୁ ଯାଉଛି।…

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଓ ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଧୁଙ୍କ ପାଇଁ ନିର୍ବାଚନ…

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଘେରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ୪…

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ ଚାପାରେ ହେଲପରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଟ୍ରକ୍‌ ଚାଳକଙ୍କ…

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ ପଢ଼ାଇବୁ। ୧୮ ମାସରେ ଚିଟ୍‌ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ। ଆଉ ଲୋକଙ୍କୁ ପଇସା…

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେଡି କର୍ମୀ ରବୀନ୍ଦ୍ର ନାୟକଙ୍କ ନେତୃତ୍ୱରେ…

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାରେ…

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି l ତରତରା ଠାରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦୁଝର ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କ ଡାଇରେକ୍ଟର…

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ ନିର୍ବାଚନ ଲଢ଼ିବା ଲାଗି ସେ ଜମି ଓ ଗୃହପାଳିତ ପ୍ରାଣୀଙ୍କୁ ବିକ୍ରି କରିବା ଚର୍ଚ୍ଚାର…

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ ନିକଟରେ ବସ୍‌ଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଫଳରେ ୨୦ ପୋଲିସ କର୍ମଚାରୀ ଅଳ୍ପକେ ବର୍ତ୍ତି…

ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ ପାଣିଟାଙ୍କି ନିର୍ମାଣ ହୋଇଥିଲେ ବି ଜଳ ଯୋଗାଣ ହେଉନି। ଫଳରେ ଗ୍ରାମବାସୀ ପୂର୍ବଭଳି ନାଳ…

ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ

କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ ଆଣି ଅରଡେଇରେ ମିଶାଇ ଜଳକୁ ଦୂଷିତ କରାଯାଉଛି। ଏବେ ପାଣି ପାଇପ ନେବାକୁ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?