ଆମ ଜିଲା ଖବର

ଜମୁଛି ତାଳସଜ ବେପାର

ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳର ରାସ୍ତା କଡ଼ରେ ତାଳସଜ ବେପାର ଜମୁଥିବା ଦେଖିବାକୁ ମିଳୁଛି। ତାଳସଜରେ ଜଳୀୟ…

ଜିଲାରେ ମାନସିକ, ଆର୍ଥିକ ଦଣ୍ଡ ଭୋଗୁଛନ୍ତି ରୋଗୀ

କେନ୍ଦ୍ରାପଡ଼ା, ୨୧ା୫ (ଜଗନ୍ନାଥ ଧଳ):ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଜିଲା ଭାବେ କେନ୍ଦ୍ରାପଡ଼ାକୁ ଚିହ୍ନଟ କରାଯାଇଛି। କୃଷିଭତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଥିବା ବେଳେ ପ୍ରାୟ ୭୦% ଜିଲାବାସୀ ସରକାରୀ ସ୍ବାସ୍ଥ୍ୟସେବାକୁ ଚାହିଁ ବସିଥାନ୍ତି। ଏହି ମୌଳିକ ସୁବିଧା ତୃଣମୂଳସ୍ତରରେ ପହଞ୍ଚତ୍ବା କ୍ଷେତ୍ରରେ…

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ ଗ୍ରାମବାସୀ। ଖବର ପାଇ ବଲାଙ୍ଗୀର ସଦର ପୋଲିସ ଉଦ୍ଧାର କରିଥିବା ଜଣାଯାଇଛି। ଗ୍ରାମର ୧୩୧…

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର ମତଦାତାଙ୍କ ଲମ୍ବା ଧାଡ଼ି ରହିଥିଲା। ମିଳିଥିବା ସୂଚନା ଅନୁଯାୟୀ, ଏଥର ଜିଲାରେ ୭୫.୯୭ ପ୍ରତିଶତ…

ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର ଓଡ଼ିଶାବାସୀ ଏଭଳି ସରକାରକୁ ହଟାଇ ଭାଜପାକୁ ଶାସନଭାର ଦେବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି…

ଗୋଟିଏ ଇଆଡ଼େ, ଆଉ ଗୋଟେ ସିଆଡ଼େ

ସମ୍ବଲପୁର/ରେଙ୍ଗାଲିରୁ,୨୧ା୫ (ଅନିଲ ଦାସ):ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସମ୍ବଲପୁର ସମେତ ୫ ଲୋକ ସଭା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟ ଜୋରଦାର ଚଳାଇଛନ୍ତି। ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରଣବ…

ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଏସ୍‌ସିଓ) ଦାଶରଥି ତ୍ରିପାଠୀଙ୍କ ପାଇଁ ପୁଣି ଅଡ଼ୁଆ ବଢ଼ିଛି। ଦାଶରଥିଙ୍କ ୧…

ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ ଭୋଟ ଗ୍ରହଣର ୬ ଦିନ ପୂର୍ବରୁ ବିଜେଡି କର୍ମୀମାନେ ମୋ ପୁଅକୁ ହାଣି ହତ୍ୟା…

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି। ଏ ସମ୍ପର୍କରେ ପୋଲିସ ଜାଣିପାରି ତୁରନ୍ତ ଗାଁରେ ପହଞ୍ଚି ଆହତ…

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସଞ୍ଜୁସ୍ମିତା ମୁଣ୍ଡ। ତାଙ୍କ ଘର ମହାବୀରପଡ଼ା ବୋଲି ଜଣାପଡିଛି। ମିଳିଥିବା…

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗାଁର ଡମ୍ବରୁଧର ମାଝିଙ୍କ ସ୍ତ୍ରୀ ହୋଇକା (୩୫)। ମିଳିଥିବା…

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା ପରେ ବାଇକ୍‌ରୁ ଖସି ପଡ଼ିଥିବା ଜଣେ ଯୁବକଙ୍କ ଉପରେ ଦ୍ରୁତଗତିରେ ଆସୁଥିବା ଏକ ହାଇୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?