ଆସ୍ଥା ଭୋଟରେ ହାରିଲେ ଭାଜପା ପୌରାଧ୍ୟକ୍ଷା
ଫୁଲବାଣୀ, ୨୪ା୭(ରାକେଶ କୁମାର ରାଉତ): ଫୁଲବାଣୀ ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତିଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଆସ୍ଥା ଭୋଟ ହୋଇଥିଲା ଓ ଏଥିରେ ସେ ହାରିଯାଇଛନ୍ତି। ଭାଜପା ପୌରାଧ୍ୟକ୍ଷାଙ୍କ ବିରୋଧରେ ୧୧ ଜଣ କାଉନସିଲର ମତଦାନ କରିଥିଲେ। ସେମାନଙ୍କ…
ଭିଜିଲାନ୍ସ ଜାଲରେ ସୁସୁବା ସରପଞ୍ଚ, ତାଙ୍କ ସ୍ବାମୀ
କଣିହାଁ, ୨୪ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସୁସୁବା ପଞ୍ଚାୟତର ସରପଞ୍ଚ ମାମାଲି ସାମଲ ଓ ତାଙ୍କ ସ୍ବାମୀ ଶିଶିର ସାମଲ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କାର ବିଲ୍ ପାସ୍ କରାଇଦେବାକୁ ସରପଞ୍ଚ…
ଏକ୍ସପାଏରି ଔଷଧ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ପ୍ରଧାନ, ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ
ପାରାଦୀପ,୨୪।୭(ଶରତ ରାଉତ): ପାରାଦୀପ ପୌରାଞ୍ଚଳର ଅଠରବାଙ୍କୀ ପାରାଦୀପ ପୌରାଞ୍ଚଳର ଅଠରବାଙ୍କୀ ଲକ୍ପଡା ସରକାରୀ ବିଦ୍ୟାଳୟରେ ଏକ୍ସପାଏରି ଔଷଧ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣାରେ ମଙ୍ଗଳବାର ବିଭାଗ ପକ୍ଷରୁ ଯାଞ୍ଚ ପରେ ୨ ଜଣ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ…
ମଳତ୍ୟାଗ କାରଣରୁ ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ
ପୁରୀ,୨୪।୭(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତରେ ଜଣେ ବୟସ୍କା ବୃଦ୍ଧା ମଳତ୍ୟାଗ କରିଦେବା କାରଣରୁ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ନୀତି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ…
ଘାଟିରେ ଟ୍ରଲର-କଣ୍ଟେନର ହେଲେ ମୁହାଁମୁହିଁ : ଚାଲିଗଲା ଜୀବନ
ଜମନକିରା,୨୨।୭:(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅଧୀନ ବଡ଼ରମା ଘାଟିରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ମଙ୍ଗଳବାର ଭୋରରେ ଏକ ଟ୍ରଲର ସହ ଏକ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କଣ୍ଟେନର ଚାଲକ ମହାରାଷ୍ଟ୍ର…
ହୋଟେଲରୁ ବଡ଼ ଧରଣର ଚୋରି
ରାୟଗଡ଼ା,୨୩।୭(ଆଶିଷ ରଞ୍ଜନ ପଣ୍ଡା): ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ୧୦୦ ମିଟର ଦୂର ସାଇରାମ ରେଷ୍ଟୁରାଣ୍ଟ ନାମକ ଏକ ହୋଟେଲରୁ ମଙ୍ଗଳବାର ଭୋର ୩ଟାରେ ଏକ ବଡ଼ଧରଣର ଚୋରି ହୋଇଥିବା ଜଣାପଡିଛି। ହୋଟେଲରୁ ପ୍ରାୟ ୩ ଲକ୍ଷରୁ ଉଦ୍ଧର୍ବ ଟଙ୍କା, ସିସି ଟିଭି ହାର୍ଡ…
ପୁଣି ଅଜଣା ରୋଗ ନେଲା ଶିଶୁର ଜୀବନ
କୋରାପୁଟ: କୋରାପୁଟ ଜିଲା ନାରାୟଣପାଟଣା ବିଚଳଚୁଆଁ ଗାଁରେ ମଙ୍ଗଳବାର ପୁଣି ଅଜଣା ରୋଗରେ ଜଣେ ୩ ବର୍ଷୀୟା ଝିଅର ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ମିଳିଥିବା ସୂଚନା ମୁତାବକ, କିଛି ଦିନ ହେଲା ୩…
ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଫେରାର
ବାରିପଦା,୨୩।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ତଥା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ବାଲିଯୋଡା ଗ୍ରାମର ଜନୈକ ସ୍ବାମୀ ଜଣକ ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣକ ହେଲେ ବାଲିଯୋଡା…
ବିଲରେ ହଳ କରୁଥିବାବେଳେ ଘୋଷାଡ଼ି ନେଲା ବଳଦ: ଚାଲିଗଲା ଚାଷୀଙ୍କ ଜୀବନ
ପାଟଣା ୨୩।୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳୀ ପଞ୍ଚାୟତ ନିକଟ ବିଲରେ ମଙ୍ଗଳବାର ସକାଳୁ ହଳ କରୁଥିବାବେଳେ ଅଘଟଣ ଘଟି ଜଣେ ବୃଦ୍ଧ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ବାଉଁଶୁଳୀ ଗ୍ରାମର ସମରା ମୁଣ୍ଡା। ତାଙ୍କ…
ଗର୍ଭବତୀ ମହିଳାଙ୍କୁ ନଦୀପାର କରାଇଲେ ସିଆର୍ପିଏଫ ଯବାନ
ମାଲକାନଗିରି,୨୩।୭: ମହାନତା ଦେଖାଇଛନ୍ତି ସିଆର୍ପିଏଫ ଯବାନ। ନିଜ ଜୀବନକୁ ବାଜି ଲଗାଇ ଜଣେ ଗର୍ଭବତୀ ମହିଳାଙ୍କୁ ନଦୀପାର କରାଇ ହସ୍ପିଟାଲ ପଠାଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ। ଯବାନଙ୍କ ଏଭଳି କାର୍ଯ୍ୟକୁ ବିଭିନ୍ନ…
ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ୧୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
କୋରୁକୋଣ୍ଡା,୨୩ା୭(ଶିବଦତ୍ତ ସାହୁ): ଲଗାଣ ବର୍ଷାରେ ମାଲକାନଗିରି ଜିଲାର ବହୁଅଞ୍ଚଳକୁ ଯାତାୟାତ ବନ୍ଦ ହୋଇଯାଇଥିବା ବେଳେ କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ ଅରଙ୍ଗୀଠାରୁ ବାୟାପଡା ଯିବାକୁ ଥିବା ରାସ୍ତାଟି ସମ୍ପୂର୍ଣ ଭାବେ ଧୋଇ ହୋଇଯାଇଛି। ପାହାଡ଼ରୁ ମାଟି ଧସିବା ଫଳରେ ବାୟାପଡା ସମେତ…
ଟଙ୍କା ନ ଦେଲେ ହେଉନି ନଳକୂପ ମରାମତି
ରାୟଗଡା,୨୩।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଗଠନ ହେବାର ୩୨ ବର୍ଷ ବିତିଯାଇଥିଲେ ସୁଦ୍ଧା ଜିଲାର ପାନୀୟ ଜଳ ସମସ୍ୟା ଦୂର ହୋଇପାରିନାହିଁ। ପାନୀୟ ଜଳ ପାଇଁ ବ୍ୟବସ୍ଥା ପାଇଁ ବ୍ଲକ୍ ପ୍ରଶାସନ ନିକଟରେ ଗୁହାରିକରି ବିଫଳ ହେବାପରେ ୩୦ କି.ମି.…

