ଆମ ଜିଲା ଖବର

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଅନୁଭବ…

ବିପଦପୂର୍ଣ୍ଣ ଅବସ୍ଥାରେ ବ୍ଲକ ଜୀବିକା ମିଶନ ଅଫିସ୍‌

ଗୋପ,୧୬।୫(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ବ୍ଲକ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହିହେବନି। ଏପରି ଅବସ୍ଥାରେ ଜୀବିକା ମିଶନ ଅଧିକାରିଣୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଯିବାକୁ ଡରୁଛନ୍ତି। ଏଥିସହ ମହିଳା…

ବିପଦସଙ୍କୁଳ ଅବସ୍ଥାରେ ଶିଶୁ ଉଦ୍ୟାନ

ସାଲେପୁର,୧୭।୫(ଅରବିନ୍ଦ ଭୂୟାଁ): ସାଲେପୁରର ଏକମାତ୍ର ଶିଶୁ ଉଦ୍ୟାନ ଏବେ ବିପଦସଙ୍କୁଳ ହୋଇପଡ଼ିବା ସହ ଜରାଜୀର୍ଣ୍ଣ ହୋଇଯାଇଛି। ଏହି ଉଦ୍ୟାନ ଭିତରେ ନିୟମିତ ଛୋଟ ପିଲାମାନେ ଖେଳକୁଦ କରିବା ସହ ବ୍ୟାୟାମ କରିଥାନ୍ତି। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏହି ଏକମାତ୍ର ଶିଶୁ…

ଚିଙ୍ଗୁଡ଼ି ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୫ରୁ ଊଦ୍ଧର୍‌ବ ଗୁରୁତର

ନୀଳଗିରି(ପ୍ରଶାନ୍ତ କୁମାର ବିଶ୍ୱାଳ)/ ରେମୁଣା(ରବୀନ୍ଦ୍ର ମହାକୁଡ), ୧୭ା୫:ବାଲେଶ୍ୱର ଜିଲା ରେମୁଣା ବ୍ଲକ ଗଡିଆମାଳସ୍ଥିତ ସ୍ନୋ ୱାଲର୍‌ଡ ନାମକ ଚିଙ୍ଗୁଡି ପ୍ଲାଣ୍ଟରେ ଗୁରୁବାର ରାତି ପ୍ରାୟ ୯ଟା ବେଳେ ଗ୍ୟାସ ଲିକ୍‌ ହୋଇ ୧୫ ଊଦ୍ଧର୍‌ବ ଗୁରୁତର ହୋଇପଡିଛନ୍ତି। ସେମାନଙ୍କ ମଧ୍ୟରେ କେତେଜଣ…

ଧର୍ମଶାଳାରେ ନିର୍ଣ୍ଣାୟକ ହେବେ ସ୍ବାଧୀନ ପ୍ରାର୍ଥୀ

ଯାଜପୁର,୧୭ା୫(ହର୍ଷବର୍ଦ୍ଧନ ବେହେରା) : ମତଦାନ ପାଇଁ ଆଉ ମାତ୍ର ୧୫ ଦିନ ବାକି ରହିଛି। ସେଥିପାଇଁ ନେତାମାନେ ଏବେ ପୂରା ଦମ୍‌ରେ ପ୍ରଚାରରେ ଲାଗି ପଡିଛନ୍ତି। ତେବେ ଯାଜପୁର ଲୋକ ସଭା ଅଧୀନ ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଏବେ ନିର୍ବାଚନୀ ପରିବେଶ ସରଗରମ…

ତଟକ୍ଷୟ ଛଡ଼ାଇନେଲା ସାତଭାୟାବାସୀଙ୍କ ବାସ,ଚାଷ

କେନ୍ଦ୍ରାପଡ଼ା,୧୭ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳରେ ବିଶ୍ୱତାପନ ଯୋଗୁ ସମୁଦ୍ର ତଟକ୍ଷୟ ସାତଭାୟାବାସୀଙ୍କ ବାସ ଓ ଚାଷକୁ ଛଡ଼ାଇ ନେଇଛି। ଜୀବନ ଜୀବିକା ପାଇଁ କର୍ମ ଅନ୍ବେଷଣରେ ଅଧିକାଂଶ ସାତଭାୟାର ଯୁବବର୍ଗ କେରଳ, ସୁରଟ, ଆନ୍ଧ୍ରପ୍ରଦେଶ…

ଖଲ୍ଲିକୋଟ୍‌ରେ ୧୪୪ ଧାରା ଜାରି

ଖଲ୍ଲିକୋଟ,୧୭ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇଛି ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ। ରାଜନୈତିକ ହିଂସାରେ ଜଣେ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମର ଦିଲ୍ଲୀପ ପାହାନ…

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି ଧାରା ୧୮ ତାରିଖ ଶନିବାରଠାରୁ ନିର୍ବାଚନ ଶେଷ ହେବାର ଗୋଟିଏ ଦିନ ପରେ ଅର୍ଥାତ୍‌…

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଉପରସାଜା ଗ୍ରାମର ଯୋଗେଶ ମିଣିଆକା(୨୫) ଏବଂ ଆଉ ଜଣଙ୍କର ପରିଚୟ ମିଳିନାହିଁ। ତେବେ…

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ ମରକମ ଓରଫ ମଙ୍ଗଡି, ଆଇତା ମରକମ, ବିଜାରାମ ନୁପୋ, ଜଗା ତାତି ଓ ଦେବା…

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮ ଗ୍ରାମରେ। ସେ ହେଉଛନ୍ତି ଦେବାଶିଷ ସରକାର(୩୨) । ଅନଲାଇନ୍‌ ଗେମ୍‌ ଖେଳି ଅର୍ଥ ଧାର…

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ ରାଲି ବାହାରି ପାଟଣା ବ୍ଲକ ପରିକ୍ରମା କରି ଡୁମୁରିଆରେ ଶେଷ ହୋଇଛି। ଏହି ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?