ଆମ ଜିଲା ଖବର

ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି, ଜାଣନ୍ତୁ କେତେ ରହିଛି ଦାମ୍‌…

କଟକ,୧।୧୨: ଆସନ୍ତା ଡିସେମ୍ବର ୯ରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ । ଏହି ମ୍ୟାଚକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାରବାଟୀର ପିଚ ଉଭୟ ରେଡ ଓ ବ୍ଲାକ…

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଧାନ ସଂଗ୍ରହ ପକ୍ରିୟାରେ ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଚାଷୀ ସମ୍ବଲପୁର ସଦରଥାନା ଅନ୍ତର୍ଗତ ସିନ୍ଦୁରପଙ୍କ ବାଇପାସ ଛକରେ ଜାତୀୟ ରାଜପଥ(୫୩)ରେ ଅର୍ଥନୈତିକ ଅବରୋଧ କରିଛନ୍ତି।…

ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…

ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ ଅଧୀନ ଭଗିଆ ଅଞ୍ଚଳରେ । ୨୫ ବର୍ଷ ତଳେ ନିଖୋଜ ଶୁକଦେବ ଦେବନାଥ(୬୫) ରବିବାର…

ଗୌରାଙ୍ଗଙ୍କ ଅବଦାନ ସର୍ବଦା ସ୍ମରଣୀୟ: କ୍ରୀଡା ଶିକ୍ଷକଙ୍କୁ ପାଛୋଟି ନେଲେ ଛାତ୍ର

ଦିଗପହଣ୍ଡି, ୧।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲର କ୍ରୀଡା ଶିକ୍ଷକ ଏମ. ଗୌରାଙ୍ଗଙ୍କ ଅବସର ଗ୍ରହଣ ପରିପ୍ରେକ୍ଷୀରେ ହାଇସ୍କୁଲ ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ଦାସଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ସଚେତନ ହେଲେ ଏଡ୍‌ସ ହେବ ନାହିଁ

ଭଞ୍ଜନଗର,୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଯୁବ ରେଡକ୍ରସ, ଜାତୀୟ ସେବା ଯୋଜନା ଶାଖା (୧) ଏବଂ ଶାଖା (୨) ଓ ଏନ୍‌ସିସି ଆର୍ମି ୱିଙ୍ଗ…

KIIT ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ପ୍ରସଙ୍ଗ: ମୁହଁ ଖୋଲିଲେ ଭାଜପା ବିଧାୟକ

ଭୁବନେଶ୍ବର,୧।୧୨: KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହେବା ପ୍ରସଙ୍ଗରେ ଭାଜପା ବିଧାୟକ ସରୋଜ ପାଢ଼ୀ ମୁହଁ ଖୋଲିଛନ୍ତି। ବିଧାୟକ ପାଢ଼ୀ KIIT ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କଡ଼ା ଟିପ୍ପଣୀ ଦେଇଛନ୍ତି। KIITର ମନମାନି ଚଳିବ…

ବୌଦ୍ଧ ମୁଖ୍ୟ ଡାକଘରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଚୋରି

ବୌଦ୍ଧ ,୧।୧୨ ( ଅଜିତ କୁମାର ବାରିକ) : ବୌଦ୍ଧସହର ମୁଖ୍ୟ ଡାକଘରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ବୌଦ୍ଧ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କେତେ ଚୋରି ହୋଇଥିବା ନେଇ କୌଣସି ତଥ୍ୟ…

ମିଳିଲା ଜିଆରପି କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା,୧।୧୨(ସଂଗୀତା ଜେନା): ରାଉରକେଲା ରେଳବାଇ ପୋଲିସ ଅଧୀକ୍ଷକ (ଏସଏସପି) କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ଜିଆରପି କନଷ୍ଟେବଳ  ରବିବାର ରାତିରେ ନିଜ ଘରେ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ ଶେଖ ଅହମ୍ମଦ ହୁସେନ (୪୮)। ସେ ତାଙ୍କ ସ୍ତ୍ରୀ ନମିତା…

ଜିଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ: ପେଟ୍ରୋଲ ଢାଳିଲା ବେଳେ…

ବାଙ୍କୀ,୧।୧୨(ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ବାଙ୍କୀରେ ସୋମବାର ଜନ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଟକ ଜିଲାପାଳଙ୍କ ଉପସ୍ଥିତିରେ ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଛନ୍ତି। ମହିଳା ଜଣକ ଦେହରେ ପେଟ୍ରୋଲ ଢାଳିବା…

ବିଜେଡିରେ ହଲଚଲ: ନେତାଙ୍କୁ ନବୀନ ନିବାସକୁ ଡାକରା, ସନ୍ଧ୍ୟା ୫ଟା ୩୦ ସୁଦ୍ଧା…

ଭଦ୍ରକ,୧।୧୨(ସନାତନ ରାଉତ): ଭଦ୍ରକ ବିଜେଡିରେ ହଲଚଲ ପରେ ଜିଲାର ୨ ବିଧାୟକ, ଜିଲା ପରିଷଦ ସଭାପତି, ପୂର୍ବତନ ବିଧାୟକଙ୍କୁ ଡାକରା ନବୀନ ନିବାସକୁ ଡାକରା ଦିଆଯାଇଛି। ସନ୍ଧ୍ୟା ୫ଟା ୩୦ରେ ନବୀନ ନିବାସରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଶନିବାର…

KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ବର,୧।୧୨: ପୁଣି ଚର୍ଚ୍ଚାରେ KIIT ବିଶ୍ବବିଦ୍ୟାଳୟ। KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ର ଜଣକ ଛତିଶଗଡ଼ର ରାହୁଲ ଯାଦବ ବୋଲି ଜଣାପଡିଥିବା ବେଳେ ସେ ପ୍ରଥମ ବର୍ଷ କମ୍ବ୍ୟୁଟର…

ଓଡ଼ିଶାର ଦୁଗ୍ଧ ସଂଗ୍ରହ ଗୃହରୁ ଫାଇଦା ଉଠାଉଛି ଆନ୍ଧ୍ର

ପାରଳାଖେମୁଣ୍ଡି,୧ା୧୨ (ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ଥିବା ଓମ୍‌ଫେଡର ଦୁଗ୍ଧ ପ୍ରକ୍ରିୟାକରଣ କେନ୍ଦ୍ର ଯେଉଁ ଲକ୍ଷ୍ୟ ନେଇ ପ୍ରତିଷ୍ଠା ହୋଇଥିଲା ତାହା ବିଫଳ ହେବାରୁ ସରକାରୀ ଅବହେଳା ଓ ଉଦାସୀନତାର ଶିକାର ହୋଇଛି। ଫଳରେ କେନ୍ଦ୍ରରେ ରହିଥିବା ବହୁ କୋଟି ଟଙ୍କାର ଯନ୍ତ୍ରପାତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri