ଆମ ଜିଲା ଖବର

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା, ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା ବୁଲା କୁକୁର ମାନଙ୍କ ଆତଙ୍କ ଲାଗି ରହିଛି। ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ ଥିବା ରାମଚନ୍ଦ୍ର ଦେବ କଲ୍ୟାଣ ମଣ୍ଡପରେ ସଂଘର ବରିଷ୍ଠ ସଦସ୍ୟ ପଦ୍ମଚରଣ ମେକାପଙ୍କ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀଙ୍କ ତତ୍ତ୍ୱାବଧାନରେ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅବସରପ୍ରାପ୍ତ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା ଉଦ୍ୟମ କରିବା ଘଟଣା ସମଗ୍ର ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସ ଶିଶୁକନ୍ୟାଙ୍କ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ ଟିମ୍‌ ହାତରେ ଧରାପଡ଼ିଛନ୍ତି। ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀ ସୁଶୀଲ ସିଂଙ୍କୁ ଭିଜିଲାନ୍ସ…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ ହୋଇଥିବା ଜଣାପଡ଼ିଛି। ଦାନବାକ୍ସ ଖୋଲିବା ସମୟରେ ଭଞ୍ଜନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ, ଅତିରିକ୍ତ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ ବୋହି ନେବାକୁ ପରିବାର ଲୋକେ ବାଧ୍ୟ ହୋଇଥିଲେ। ଏହି ଘଟଣା ପୁଣିଥରେ ସ୍ୱାସ୍ଥ୍ୟ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ବିଜେଡିର ତଥ୍ୟ ଅନୁସନ୍ଧାନକାରୀ ଦଳ। ବିଜୁ ଜନତା…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ଏକ କେଟିଏମ୍ ବାଇକ୍ ଓ ମ୍ୟାକ୍ସ ପିକ୍‌ଅପ୍ ଗାଡ଼ି ମଧ୍ୟରେ ମୁହାଁମୁହିଁ…

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ କଲେଜ ପରିସରରେ ୧୦୦ଟି ବିଭିନ୍ନ ପ୍ରଜାତିର ଦେଶଜ ଓ ଔଷଧୀୟ ବୃକ୍ଷ ଚାରାରୋପଣ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭: କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ ପଛପଟୁ ଧକ୍କା ଦେବାରୁ ୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ ବାରମ୍ବାର ଧମକପୂର୍ଣ୍ଣ ଫୋନ ଆସୁଥିବା ବାଲିଅନ୍ତା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?