ଆମ ଜିଲା ଖବର

ଭାଜପା ନେତାଙ୍କଠାରୁ ପୁଳାପୁଳା ଟଙ୍କା ଜବତ

ଟିଟିଲାଗଡ଼,୧୫।୫(ଶରତ ମିଶ୍ର): ବଲାଙ୍ଗୀର ଜିଲା ଭାଜପା ସାଧାରଣ ସମ୍ପାଦକ ଶ୍ରୀବତ୍ସ ବେହେରାଙ୍କଠାରୁ ନିର୍ବାଚନ ଯାଞ୍ଚ ସ୍କାର୍ଡ ପୁଳାପୁଳା ଟଙ୍କା ଜବତ କରିଛି। ତାଙ୍କ ନିକଟରୁ ପ୍ରାୟ ୪, ୪୮୦୦୦ ଟଙ୍କା ଜବତ ହୋଇଛି। ସୂଚନାଯୋଗ୍ୟ, ଗତ ବିଳମ୍ବିତ ରାତିରେ ଶ୍ରୀ ବେହେରା…

ବନ୍ଧୁକ ମୁନରେ ଲୁଟିନେଲେ ସର୍ବସ୍ବ, ଶିକ୍ଷୟିତ୍ରୀ ଆଣିଲେ ଅଭିଯୋଗ

ନବରଙ୍ଗପୁର,୧୫।୫(ସଦାଶିବ ପ୍ରହରାଜ): ବନ୍ଧୁକ ମୁନରେ ଡକାୟତି ଅଭିଯୋଗ। ଲୁଟିନେଲେ ଲକ୍ଷାଧିକ ଟଙ୍କା ଏବଂ ସୁନା ଗହଣା। ନବରଙ୍ଗପୁର ଜିଲା ସଦର ଥାନା ଅନ୍ତର୍ଗତ ଡଙ୍ଗରଭେଜା ଗ୍ରାମର ବିଶିଷ୍ଟ ବ୍ୟବସାୟୀ ତଥା ବିଜେଡି ନେତା ସୁନୀଲ ସାହୁଙ୍କ ପୈତୃକ ଘରେ ଭଡାରେ ରହୁଥିବା…

କାଳବୈଶାଖୀରେ ଉଡ଼ିଗଲା ବିଦ୍ୟାଳୟର ଛପର

ଜୟପୁର,୧୫ା୫(ପବନ ପାଣିଗ୍ରାହୀ): କାଳ ବୈଶାଖୀରେ ଉଡିଛି ଯାଇଛି ଏକ ବିଦ୍ୟାଳୟର ଛାତ । ଜୟପୁର ଅଞ୍ଚଳରେ କାଳ ବୈଶାଖୀ ଯୋଗୁ ପ୍ରବଳ ବର୍ଷା ପବନ ହୋଇଥିଲା। ଫଳରେ ପବନରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର କ୍ରୀଡାକକ୍ଷ, ୨୧ ଏବଂ ୨୨ ନଂ.…

ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଅମିନ

ମହାକାଳପଡ଼ା,୧୫।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଫିସ ଅମିନ ଉମାକାନ୍ତ ବେହେରା ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜିଲା ଭିଜିଲାନ୍ସ ଟିମ ଅମିନଙ୍କୁ ଉଠାଇ ଜିଲା କାର୍ଯ୍ୟଳୟକୁ ନେଇଛି। ମିଳିଥିବା ସୂଚନା ଅନୁସାରେ,…

ସ୍ବାମୀଙ୍କ ମୃତ୍ୟୁ ପରେ ଅସହାୟ ପରିବାର: ଶୁଦ୍ଧିକ୍ରିୟା ପାଇଁ ସହାୟତା ଯୋଗାଇ ଦେଲେ ସରପଞ୍ଚ

କେସିଙ୍ଗା,୧୫।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ପରଲସିଙ୍ଗା ପଞ୍ଚାୟତ ରଏନପଡା ଗ୍ରାମର ବିରଞ୍ଚି ନାଏକ (୩୨)ଙ୍କୁ ଯୋଜନା ମୁତାବକ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ନେଇ ସ୍ତ୍ରୀ ଲିଲି ନାଏକ ଅଭିଯୋଗ କରିଛନ୍ତି। ଏ ନେଇ କେସିଙ୍ଗା ଥାନା…

ଭାଜପାରେ ଯୋଗଦେଲେ ବିଜେଡି ଏମପିଙ୍କ ପ୍ରତିନିଧି

ପୋଲସରା, ୧୫/୫ (ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ବିଜେଡି ଏମପି ପ୍ରତିନିଧି ମୋତିରାମ ସାହୁଙ୍କ ନେତୃତ୍ୱରେ ଲଙ୍ଗଳେଶ୍ବର ମନ୍ଦିର ନିକଟରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ଭାଜପା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ସେଠାରେ…

ବିଜେଡି, ଭାଜପା ପାଇଁ ସମ୍ମାନର ଲଢ଼େଇ

ଯାଜପୁର,୧୫ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୦୧୯ରେ ବିଜୟୀ ହୋଇଥିବା ବିଜେଡିର ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ଏଥର ସମ୍ବଲପୁର ଲୋକ ସଭା ଆସନରୁ ଦଳୀୟ ପ୍ରାର୍ଥୀ ହୋଇଛନ୍ତି। ପ୍ରଣବଙ୍କ ସ୍ଥାନରେ ଯାଜପୁର ବିଧାନସଭା ଆସନରୁ ଦଶରଥପୁର…

ବରୀ ବିଜେଡିରେ ଦଳଡିଆଁଙ୍କୁ ନେଇ ଚିନ୍ତା

ରସୁଲପୁର,୧୫ା୫(ରଂଜିତ ରାଉତ): ବରୀ ନିର୍ବାଚନମଣ୍ଡଳୀରେ ୩ପ୍ରମୁଖ ଦଳ ବିଜେଡି, ଭାଜପା, କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କପତ୍ର ଦାଖଲ ପରେ ଦଳୀୟ ପ୍ରଚାର ତୀବ୍ର ହେବାକୁ ଯାଉଛି। ଏଭଳି ସ୍ଥିତିରେ ବିଜେଡିକୁ ଦଳଡିଆଁ ଚିନ୍ତା ଘାରିଛି। ନିର୍ବାଚନ ପୂର୍ବରୁ ଦଳ ଯାହାକୁ ପ୍ରମୁଖ ଅସ୍ତ୍ର…

୧ କୋଟି ୭୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ବୌଦ୍ଧ,୧୫ା୫( ଅଜିତ କୁମାର ବାରିକ ): ବୌଦ୍ଧ ଥାନା ବଘିଆପଡା ଫାଣ୍ଡି ଅଞ୍ଚଳରେ ଜଙ୍ଗଲ ମଧ୍ୟରେ ରଖା ଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜିଲା ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୭୫…

ନିର୍ମାଣ ଆରମ୍ଭରୁ ବିଭ୍ରାଟ

ଖଇରା,୧୫।୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଓ ଔପଦା ୨ ବ୍ଲକକୁ ସଂଯୋଗ କରୁଥିବା ଖଇରା-ଭଞ୍ଜପଦା ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ ଆରମ୍ଭ ହୋଇଛି । ତେବେ ରାସ୍ତା ନିର୍ମାଣକୁ ନେଇ ରାସ୍ତା ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ…

ଘର ଘର ବୁଲି ପ୍ରଚାର କରୁଛନ୍ତି ନିରଞ୍ଜନ

ବନ୍ତ,୧୫।୫(ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଘର ଘର ବୁଲି ପ୍ରଚାର ଜୋରଦାର କରିଛନ୍ତି। ମଙ୍ଗଳବାର ବନ୍ତ ପଞ୍ଚାୟତ ରଘୁନାଥପୁର ତାରିଣୀ ମନ୍ଦିରରୁ ପୂଜାର୍ଚ୍ଚନା କରିବା ପରେ ସେ ରଘୁନାଥପୁର,…

୧୦୫ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ତିହିଡ଼ି,୧୫।୫ (ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ୧୦୫ଟି ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ବିଭିନ୍ନ କାରଣ ନେଇ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ହୋଇପାରି ନ ଥିବାବେଳେ ଶିକ୍ଷାଦାନରେ ସମସ୍ୟା ଉପୁଜୁଛି। କେଉଁଠି ଅଙ୍ଗନଓ୍ବାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?