ଆମ ଜିଲା ଖବର

ଖୋଲିବ ରତ୍ନଭଣ୍ଡାର: ଜିଲାପାଳ କହିଲେ-”ମୋ ପାଖରେ ଚାବି ନାହିଁ”

ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ତେବେ ଏହା ପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ…

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଦେଲେ ବଡ଼ ବୟାନ…

ପୁରୀ,୧୪।୭: ବହୁ ବର୍ଷ ଅପେକ୍ଷାର ହେବ ଅନ୍ତ। ରବିବାର ଖୋଲାଯିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର। ଏହାପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏହାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ରତ୍ନଭଣ୍ଡାର ଖୋଲିବାକୁ ମହାପ୍ରଭୁଙ୍କ…

ରତ୍ନଭଣ୍ଡାର ଖୋଲିବା ବେଳେ ଲାଗୁ ହେବ ସାମୟିକ କଟକଣା; ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ

ପୁରୀ,୧୪।୭: ଅନେକ ଚର୍ଚ୍ଚା ଆଲୋଚନା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ମଧ୍ୟ ଆସିଛି। ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ…

ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!

ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ…

ଘରେ ମଧ୍ୟାହ୍ନଭୋଜନ ରାନ୍ଧି ସ୍କୁଲକୁ ଆଣୁଛନ୍ତି ଏସ୍‌ଏଚ୍‌ଜି ମହିଳା

କୋଷାଗୁମୁଡ଼ା, ୧୪।୭(ପ୍ରସାଦ ବିଷୋୟୀ)ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ସ୍କୁଲ ଖୋଲାଯାଇଛି। କିନ୍ତୁ ସେଠାରେ ଭିତ୍ତିଭୂମିର ଅଭାବ ରହିଛି। ଏପରି ଏକ ସ୍କୁଲ ହେଉଛି ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ୍‌ ଅଧୀନ ମୋତିଗାଁ ପଞ୍ଚାୟତ ଝାଲିଆଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ। ସ୍କୁଲରେ ୩୫…

୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍‌(ଏସ୍‌ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ…

ମହାପ୍ରଭୁଙ୍କ ପାଇଁ ପାଣିର ବାଷ୍ପରେ ପ୍ରସ୍ତୁତ ହୁଏ ପୋଡ଼ପିଠା

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଭୋଜନ ପ୍ରିୟ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ଖାଦ୍ୟରେ ମହାପ୍ରଭୁଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ ପିଠା ଭୋଗ…

କଲେଜ କର୍ମଚାରୀଙ୍କ ଉପରେ ଆକ୍ରମଣ: ଆକ୍ରମଣକାରୀ ଭାଜପାର କହିଲେ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଜିଲା ଗସ୍ତ କରିଥିଲେ। ସହର ଉପକଣ୍ଠ ତୋରା ଜୁନିୟର କଲେଜରେ ମନ୍ତ୍ରୀ ପୂଜାରୀଙ୍କ କାର୍ଯ୍ୟକ୍ରମ ସରିବା ପରେ କଲେଜ କର୍ମଚାରୀଙ୍କ ଉପରେ ଜଣେ…

ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି

ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିର ପର୍ଯ୍ୟନ୍ତ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହ୍ୟ ସଚେତନତା…

ନର୍ସିଂହୋମ୍‌ରେ ନଆଁ, ରାସ୍ତାରେ ରୋଗୀ

କଟକ/ଭୁବନେଶ୍ୱର,୧୪।୭(ଶିଳ୍ପା ପ୍ରିୟଦର୍ଶିନୀ/ ଅନିଲ ଦାସ): ନର୍ସିଂହୋମ୍‌ ‘ତ୍ରିଶା ହସ୍ପିଟାଲ’ରେ ନିଅଁା ଲାଗିଥିବାବେଳେ କର୍ମଚାରୀ ଓ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀର ଏକ ଟିମ୍‌ ପହଞ୍ଚି ନିଅଁାଲିଭା ଏବଂ ରୋଗୀଙ୍କୁ ଉଦ୍ଧାର କାର୍ଯ୍ୟ ଆରମ୍ଭ…

ଝାଡ଼ାବାନ୍ତିରେ ଚାଲିଗଲା ଜଣଙ୍କର ଜୀବନ

ମାଥିଲି,୧୩ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ କର୍ତ୍ତନପାଲି ପଞ୍ଚାୟତ କୋପ୍ରା ଗାଁ ମାଡିସାହିରେ ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଥିରୁ ଗୁରୁତର ୪ଜଣଙ୍କୁ ମାଲକାନଗିରି…

‘ବଡ଼ ଅଟ୍ଟାଳିକାରୁ ହିଁ ଆରମ୍ଭ ହେବ ଉଚ୍ଛେଦ, ଶେଷ ହେବ ମାଫିଆଙ୍କ ଯୁଗ’

ବରଗଡ଼,୧୩ା୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଗସ୍ତରେ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ସହରସ୍ଥିତ ଲେଙ୍ଗୁ ମିଶ୍ରଛକଠାରୁ ପୁରୁଣା ଜିରା ବ୍ରିଜ୍‌ ରାସ୍ତାପାର୍ଶ୍ୱ ଜବରଦଖଲ ପ୍ରସଙ୍ଗ ସହିତ ବାଲି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?