ଆମ ଜିଲା ଖବର

ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ଏନେଇ ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି। ସବୁଠୁ…

ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍‌ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍‌ବିଆଇର ସହାୟତା…

‘ଛାତିଥରା ଦୃଶ୍ୟ’ ଏକା ସାଙ୍ଗରେ ଗାଁ ଶ୍ମଶାନରେ ଜଳିଲା ମା’ ପୁଅଙ୍କ ଜୁଇ, ପୂରା ଘଟଣା ଜାଣିଲେ…

ଯାଜପୁର,୧୩।୭: ଛାତିଥରା ଦୃଶ୍ୟ, ଗାଁ ଶ୍ମଶାନରେ ଜଳିଲା ଉଭୟ ମା’ ପୁଅଙ୍କ ଜୁଇ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଭଡ଼ଙ୍ଗା ଗାଁରେ। ଗାଁର ସନ୍ଧ୍ୟାରାଣୀ ନାୟକ ଓ ତାଙ୍କ ପୁଅ ଦିବ୍ୟ କେଶରୀ ନାୟକ…

ସରକାରୀ ଜମି ଉଚ୍ଛେଦ କରି ବସ୍‌ଷ୍ଟପ୍‌ ପାଇଁ ଦାବି

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜଗନ୍ନାଥପୁର ମୌଜାରେ ସରକାରୀ ଜମି ଜବରଦଖଲ ହୋଇଥିବା ନେଇ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ,ଉକ୍ତ ମୌଜାର ମୁଖ୍ୟ ରାସ୍ତାକଡ଼ରେ ମୂଲ୍ୟବାନ ୧ ଏକର ୨୧ ଡେସିମିଲି ଜମି ଜବରଦଖଲକାରୀଙ୍କ…

୪ ବର୍ଷର ନାବାଳିକାଙ୍କୁ ୧୩ ବର୍ଷର ନାବାଳକଙ୍କ ବଳାତ୍କାର ଅଭିଯୋଗ

ମୋରଡ଼ା,୧୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଉକ୍ତ ଥାନା ଅଧୀନ ଜଣେ ୧୩ ବର୍ଷର ଆଦିବାସୀ ନାବାଳକ ତାଙ୍କ ଗାଁ ପାଖ ଜଣେ ୪ ବର୍ଷର…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା, ସମସ୍ୟା ସମାଧାନ ପ୍ରତିଶ୍ରୁତି ଦେଲେ ବିଧାୟକ

କେସିଙ୍ଗା,୧୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ସାଗର ଚରଣ ଦାଶ ଶନିବାର ପରିଦର୍ଶନ କରିଥିଲେ। ଉକ୍ତ ଗୋଷ୍ଠୀ କେନ୍ଦ୍ରର ଆନ୍ତଃ ବିଭାଗ, ପ୍ରସୂତି କାଳୀନ ଓ ଶିଶୁ ସ୍ବାସ୍ଥ୍ୟ ବିଭାଗକୁ ପରିଦର୍ଶନ କରିଥିଲେ।…

ନର୍ସିଂହୋମ୍‌ରେ ନିଆଁ, ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ପ୍ରୟାସ

କଟକ,୧୩ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍‌ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି…

 କାଲି ପରେ ଆଜିବି ନୀତିକାନ୍ତି ବିଳମ୍ବ: ଲକ୍ଷଲକ୍ଷ ଟଙ୍କାର  ମହାପ୍ରସାଦ ନଷ୍ଟ

ପୁରୀ,୧୩।୭: ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ନୀତି କାନ୍ତି ବିଳମ୍ବ ଯୋଗୁ ଲକ୍ଷାଧିକ ଟଙ୍କାର ମହାପ୍ରସାଦ ନଷ୍ଟ ହୋଇଛି । ଶୁକ୍ରବାର ଦ୍ବିତୀୟ ଭୋଗମଣ୍ଡପ ରାତି ୧୦ଟା ୧୦ ରେ ଶେଷ ହୋଇଥିଲା। ଠିକ ସମୟରେ ଆଡପ ଅବଢ଼ା ନ ବାହାରିବାରୁ ଭକ୍ତ…

ରବିବାର ୫ଟା ପରେ ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୧୩।୭: ସୋମବାର ବାହୁଡା ଯାତ୍ରା ଥିବାରୁ ରବିବାର ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ ରହିବ। ୫ଟା ପରେ ଜନ୍ମବେଦୀରେ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ। ଏ ନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି ।…

ଅସମ୍ପୂର୍ଣ୍ଣ ଶ୍ରେଣୀଗୃହ, ବାରଣ୍ଡାରେ ପାଠପଢ଼ା

କୋକସରା,୧୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ହେଲେ କେତେକ ସ୍ଥାନରେ ଭିତ୍ତିଭୂମି ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏମିତି ଏକ ଦୃଶ୍ୟ କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା…

କେମିତି ଖୋଲିବ ରତ୍ନଭଣ୍ଡାର, କେଉଁମାନଙ୍କୁ ମିଳିବ…

ଭୁବନେଶ୍ୱର,୧୩।୭: ରବିବାର ଖୋଲିପାରେ ରତ୍ନଭଣ୍ଡାର । ଏ ନେଇ ସରକାର ଆଜି ଏସ୍‌ଓପି ଜାରି କରିପାରନ୍ତି । ଏସ୍‌ଓପି ଜାରି ହେବା ପରେ କେମିତି ରତ୍ନଭଣ୍ଡାର ଖୋଲାଯିବ । ରତ୍ନଭଣ୍ଡାର ଭିତରକୁ ପ୍ରବେଶ ପାଇଁ କେଉଁମାନଙ୍କୁ ଅନୁମତି ମିଳିବ ତାହା ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?