ଆମ ଜିଲା ଖବର

୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା

ଚଣ୍ଡିଖୋଲ,୧୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ ଅନ୍ତର୍ଗତ ସମିଆ ପଞ୍ଚାୟତର କୋହ୍ଲା ଗ୍ରାମ ନିକଟରେ ୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଶନିବାର ଭୁଶୁଡ଼ିପଡିଛି। ଏହି ରାସ୍ତା ଦେଇ ଏକ ଚିପ୍ସ ବୋଝେଇ ହାଇଓ୍ବା ଅତିକ୍ରମ କରୁଥିବାବେଳେ କଲଭର୍ଟଟି ଭାଙ୍ଗି…

ଇଭିଏମ୍‌ରେ ତ୍ରୁଟି, ବିଳମ୍ବରେ ମତଦାନ ଆରମ୍ଭ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳ କୁମୁଟିଗୁଡ଼ା ପୋଲିଂ କେନ୍ଦ୍ରରେ ଭୋଟ୍‌ ଦେବା ପାଇଁ ସକାଳ ୭ଟାରେ ମହିଳା ପୁରୁଷ ଭୋଟରଙ୍କ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଥିଲା। କିନ୍ତୁ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ଭୋଟ୍‌୍‌ଦାନ କେନ୍ଦ୍ରରେ ଥିବା…

କେସିଙ୍ଗାରେ ଚାଲିଛି ମତଦାନ

କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର ଅନୁଷ୍ଠିତ…

ଆମ୍ବୁଲାନ୍ସକୁ ମଧ୍ୟ ଯାଞ୍ଚ କଲା ଫ୍ଲାଇଂ ସ୍କ୍ବାଡ୍‌

ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): କନ୍ଧମାଳ ପ୍ରଶାସନ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଅଞ୍ଚଳରେ ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଦାରିଙ୍ଗବାଡି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ନାକା ଲାଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ରବିବାର ଉକ୍ତ ବ୍ଲକର ୫୯ ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଗାଡି…

ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ ପୂର୍ବରୁ…

ଧର୍ମେନ୍ଦ୍ରଙ୍କୁ ଆଶୀର୍ବାଦ କଲେ ପୁରୀ ଶ୍ରୀମନ୍ଦିର ସେବାୟତ

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ରବିବାର ସନ୍ଧ୍ୟାରେ ସମ୍ବଲପୁରରେ ଭେଟିଥିଲେ। ସେବାୟତମାନେ ବିଭିନ୍ନ ମନ୍ତ୍ର ଉଚ୍ଚାରଣ ପୂର୍ବକ ଧର୍ମେନ୍ଦ୍ରଙ୍କ କାନ୍ଧରେ ବଡ଼ଠାକୁରଙ୍କ କରପଲ୍ଲବ, ଶ୍ରୀଅଙ୍ଗ…

କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦବାଲି,୧୨ା୫(କିଷାନ ପାତ୍ର)-ପୋଷା କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର। ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ଟଙ୍କା ଚୋରି କରିନେଲେ। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଉତୁକୁଡା ଗାଁରେ। ଉକ୍ତ ଗ୍ରାମର…

ସ୍ତ୍ରୀଙ୍କୁ ହତ୍ୟା କରି ଜାଳି ଦେଇଥିବା ସ୍ବୀକାର କଲେ ସ୍ବାମୀ

ଦିଗପହଣ୍ଡି,୧୨ା୫(ଅଶେଷ ନାଥ ମିଶ୍ର)- ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେବା ମାମଲାରେ ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଗଡ ସାମନ୍ତରାପୁର ଗ୍ରାମର ସନ୍ତୋଷ ପାତ୍ରଙ୍କୁ ରବିବାର କେ.ନୂଆଗାଁ ପୋଲିସ କୋର୍ଟ ଚାଲାଣ କରିଛନ୍ତି। ମାମଲା ନଂ.୧୬୫/୨୪ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ…

ସମ୍ପର୍କୀୟା ପୁତୁରା ବୋହୂଙ୍କୁ ବଳାତ୍କାର: ଗିରଫ ହେଲେ ଦାଦାଶ୍ୱଶୁର

ବ୍ରହ୍ମପୁର,୧୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ସମ୍ପର୍କୀୟା ପୁତୁରା ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ବଡବଜାର ଥାନା ପୋଲିସ ଦାଦାଶ୍ୱଶୁରଙ୍କୁ ଗିରଫ କରିଛି। ସେ ହେଲେ କଳାହାଣ୍ଡି ଜିଲା ରାମପୁର ଥାନା ଅଞ୍ଚଳର ଅଭିରାମ ସାହୁ(୪୫) । ଏମକେସିଜିରେ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କୁ ଡାକ୍ତରୀମାଇନା…

ମାଓବାଦୀ ଅଞ୍ଚଳକୁ ହେଲିକପ୍ଟରରେ ଗଲେ ପୋଲିଂ ପାର୍ଟି

ନୂଆପଡ଼ା,୧୨।୫(ମକାରୁ ବେମାଲ)- ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ନୂଆପଡ଼ା ଜିଲାର ମାଓବାଦୀ ଉପଦ୍ରୁତ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳକୁ ରବିବାର…

କାର୍‌ ଓଲଟି ୨ ମୃତ, ୨ ଗୁରୁତର

ଭଞ୍ଜନଗର,୧୨ା୫: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।…

୧୫ରେ ବଲାଙ୍ଗୀର ଆସିବେ ରାହୁଲ

ବଲାଙ୍ଗୀର,୧୨ା୫: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ । ବାଇକ୍‌ ରାଲି ସହ ଜନସଭାରେ ରାହୁଲ ଯୋଗଦେବେ। ଏନେଇ କଂଗ୍ରେସ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?