ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ!
ଭୁବନ,୧୨ା୫(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ଓ୍ବାର୍ଡ-୨ର ଲୁଣିଖିଆ ମୌଜାରୁ ରବିବାର ଏକ ଅଜଣା ଯୁବକଙ୍କ ମୃତଦେହ ଜବତ ହୋଇଛି। ବିଶେଷ ସୂତ୍ରରୁ ଖବର ପାଇ ଭୁବନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଜଣେ ଯୁବକ ସେହି ଅଞ୍ଚଳରେ…
ଫ୍ୟାନ୍ ସଜାଡୁଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ଯୁବକଙ୍କ ଜୀବନ
ଭୁବନ,୧୨ା୫(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଶ୍ୟାମଳ ଗ୍ରାମର ପ୍ରକାଶ ଥାଟୋଇଙ୍କର ଶନିବାର ରାତିରେ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଛି। ଅସହ୍ୟ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଟେବୁଲ ଫ୍ୟାନ୍ ସଜାଡୁଥିବା ସମୟରେ ଏହି ଅଘଟଣା ଘଟିଥିଲା। ସେ…
ପୁଣି ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୧୨।୫: ପୁଣି ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏହି ଗସ୍ତ ସମୟରେ ସେ ପୁରୀରେ ରୋଡ୍ ଶୋ କରିବେ। ଏହାସହିତ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ। ଏନେଇ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର…
ଅବାଧ ନିର୍ବାଚନ ପାଇଁ ପ୍ରଶାସନର ଜୋର୍ଦାର ପ୍ରୟାସ
ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ସାରା ରାଜ୍ୟରେ ପୋଲିସ ସକ୍ରିୟ ହୋଇ ଉଠିଥିବା ବେଳେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ସହ ଫ୍ଲାଗ୍ମାର୍ଚ୍ଚ ଆଦି କରି ଲୋକଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ କନ୍ଧମାଳ ପ୍ରଶାସନର ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି…
ସୋମବାର ନିର୍ବାଚନ: ବୁଥ୍ରେ ପହଞ୍ଚିଲେ ପୋଲିଂ କର୍ମଚାରୀ
ଛତ୍ରପୁର,୧୨ା୫(ଦିଲ୍ଲୀପ ସାମଲ): ସାଧାରଣ ନିର୍ବାଚନ ମହାପର୍ବ ଲାଗି ବୁଥ୍ ମୁହାଁ ହୋଇଛନ୍ତି କର୍ମଚାରୀ। ରାଜ୍ୟର ପ୍ରଥମ ପର୍ଯ୍ୟାୟରେ ମେ’ ୧୩ ତାରିଖ ସୋମବାର ନିର୍ବାଚନ ଲାଗି ମତଦାନ ଗ୍ରହଣ କରାଯିବ। ଏହି ପ୍ରରିପ୍ରେକ୍ଷୀରେ ଗଞ୍ଜାମ ଜିଲା ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର…
ବୁଥ୍ ଅଭିମୁଖେ ପୋଲିଂ ପାର୍ଟିଂ
ଚିତ୍ରକୋଣ୍ଡା,୧୨ା୫(କ୍ଷୀରୋଦ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଗତକାଲି ପ୍ରାର୍ଥୀମାନଙ୍କର ପ୍ରଚାର ଶେଷ ହୋଇଥିବା ବେଳେ ଆଜି ସକାଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୂରଦୂରାନ୍ତର ଅତି ଦୁର୍ଗମ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ବୁଥ୍…
ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ
ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀମାନେ ମିଛ କଥା କହୁଛନ୍ତି। ଭାଜପା…
ଘାଟିରେ ଓଲଟିଲା ଅଟୋ, ୧୮ ଆହତ
ଝରିଗାଁ,୧୨ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଘାଟିରେ ରବିବାର ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ନିର୍ବାଚନ ପାଇଁ ପ୍ରାୟ ଗାଡ଼ି ନିର୍ବାଚନ ଡ୍ୟୁଟିରେ ନିୟୋଜିତ…
କେନାଲ ହିଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ
ଦିଗପହଣ୍ଡି/ଚିକିଟି,୧୨ା୫(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ନାରାୟଣପୁର ଗ୍ରାମ ନିକଟ ରାସ୍ତା କଡ଼ କେନାଲ ହିଡ଼ରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ କେ.ନୂଆଗାଁ ଥାନା ପୋଲିସ ଜବତ କରିଛନ୍ତି। ମୃତକଙ୍କ ପରିଚୟ ମିଳିପାରିନାହିଁ।…
କଳାହାଣ୍ଡି: ବୁଥ୍କୁ ଗଲେ ପୋଲିଂ ପାର୍ଟି
ଭବାନୀପାଟଣା,୧୨ା୫(ଉତ୍ତମ କୁମାର ଦାଶ): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ କଳାହାଣ୍ଡି ଲୋକ ସଭା କ୍ଷେତ୍ର ରହିଛି। ଶନିବାର କଳାହାଣ୍ଡି ଜିଲାର ନର୍ଲା ଓ ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀର ୫୬୫ ବୁଥ୍କୁ ପୋଲିଂ ପାର୍ଟି…
ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ଆଜି ଦୁଇ ଲୋକ ସଭା ଆସନରେ ମାଗିବେ ଭୋଟ
ଭୁବନେଶ୍ୱର,୧୨।୫: ପ୍ରଚାର ପାଇଁ ବଲାଙ୍ଗିର ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଥମେ କଳାହାଣ୍ଡି ଜିଲା ଉତ୍କେଲା ଏୟାର ଷ୍ଟ୍ରିପରେ ଓହ୍ଲାଇ ସ୍ବତନ୍ତ୍ର ବିମାନ ଯୋଗେ କଣ୍ଟାବାଞ୍ଜି ଯିବେ। ସେଠାରେ ଗଁରେଇ ନିର୍ବାଚନ…
ସ୍ବାମୀ ବିଜେଡିରେ, ଭାଜପାରେ ସ୍ତ୍ରୀଙ୍କ ପ୍ରଚାର
ମାଲାକନଗିରି, ୧୨ା୫(ଦୁର୍ଯ୍ୟୋଧନ ପାତ୍ର୍ର)ସ୍ବାମୀ ଓ ସ୍ତ୍ରୀ ଅଲଗା ଦଳରେ ସାମିଲ ହୋଇ ପ୍ରଚାର କରୁଥିବା ମାଲକାନଗିରି ପୌର ପରିଷଦରେ ଦେଖିବାକୁ ମିଳିଛି। ପୌର ପରିଷଦ ଅଧ୍ୟକ୍ଷ ମନୋଜ କୁମାର ବାରିକ। ସିଏ ଗତ ପୌର ନିର୍ବାଚନରେ ବିଜେଡି ପକ୍ଷରୁ ଲଢ଼ି ବିଜୟୀ…

