ଆମ ଜିଲା ଖବର

ବିଜେଡି ଛାଡିଲେ ବ୍ଲକ ଅଧ୍ୟକ୍ଷା ଅନିମା

ଖଜୁରିପଡା,୧୧ା୫ (ବିଦୂର ବେହେରା ): ଖଜୁରିପଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ତଥା କନ୍ଧମାଳ ଜିଲା ବିଜୁ ମହିଳା ଜନତା ଦଳର ଜିଲା ସଭାନେତ୍ରୀ ଅନିମା କହଁର ବିଜେଡିର ସମସ୍ତ ପଦପଦବୀ ଏବଂ ପ୍ରାଥମିକ ସଦସ୍ୟା ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫା…

ଶୀତଳ ହେଲା ଶିମିଳିପାଳ

ବାରିପଦା,୧୧।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ପରିପୂର୍ଣ୍ଣ ପ୍ରକୃତି ରାଣୀ ଶିମିଳିପାଳକୁ ପ୍ରାକୃତିକ ବର୍ଷାରୁ ସୁରକ୍ଷା ମିଳିଛି। ଶୀତଳ ହୋଇଛି ଅଭୟାରଣ୍ୟ ବନାଗ୍ନି। ଦୀର୍ଘ ୫୦ଦିନ ଧରି ଜଳୁଥିବା ଶିମିଳିପାଳ ଅଭୟାରଣ୍ୟରେ ବର୍ଷା ଯୋଗୁ ନିଆଁ ପ୍ରଶମିତ ହୋଇଛି। ଫଳରେ କର୍ମଚାରୀମାନଙ୍କୁ…

ଛାତ ନ ପଡ଼ି ଫାଇନାଲ ବିଲ୍‌

ପାଟଣା,୧୧ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ବୁଢ଼ିକାପୁଡ଼ି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହା ଦୁର୍ନୀତି ହୋଇଛି। ଏ ନେଇ ଖୋଦ ସରପଞ୍ଚ ମମତାମୟୀ ନାଏକ ଶୁକ୍ରବାର ପାଟଣା ବିଡିଓଙ୍କଠାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ବିଡିଓ ଶିବ…

ପୁଣି ଖସିଲା ବେରିଂ, ଭାରିଯାନ ଚଳାଚଳ ବନ୍ଦ

ଆନନ୍ଦପୁର,୧୧ା୫(ଉମେଶ ଚନ୍ଦ୍ର ପାଢ଼ୀ/ସୁଶାନ୍ତ କୁମାର ସାହ): କେନ୍ଦୁଝର ଜିଲା ଆନନ୍ଦପୁରର ବୈତରଣୀ ସେତୁ ବିପଦସଙ୍କୁଳ ଅବସ୍ଥାରେ ରହିଛି। ପୂର୍ବରୁ ସେତୁର ୫ ନଂ. ସ୍ପାନ୍‌ ବେରିଂ ଖସିଥିଲା। ଏବେ ପୁଣି ୭ ନଂ. ବେରିଂ ଖସିବାରୁ ଭାରିଯାନ ଚଳାଚଳ ଉପରେ ରୋକ…

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ସକାଳ…

ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ଦୃଷ୍ଟିରେ ରଖି ବିଜେଡିର ନିର୍ବାଚନୀ ଇସ୍ତାହାରରେ ବିକଶିତ ଓଡ଼ିଶାର ଚିତ୍ର ପ୍ରତିଫଳିତ ହେଉଛି।…

ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି

ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର ରାଜନୈତିକ ମାହୋଲରେ ଭିନ୍ନ ଏକ ଚିତ୍ର ଦେଖିବାକୁ ମିଳିଥିଲା। ପ୍ରତିଦିନ ବିଜେଡି ଭାଜପା ମଧ୍ୟରେ…

ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଆପଣମାନଙ୍କୁ ୧୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣାରେ ବିଜୁଳି…

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ଓଡ଼ିଶାରେ ଭାଜପା ସରକାର ଆସିଲେ ରାମ ରାଜ୍ୟ ହେବ ବୋଲି ପ୍ରତିଶ୍ରୁତି…

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ୪ କି.ମି. ଚାଲି ଚାଲି ଡାକ୍ତରଖାନା ଗଲେ ଗର୍ଭବତୀ ମହିଳା। ଏଭଳି ଏକ…

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ ନାମ…

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ ଏସ୍‌ଏମ୍‌ଏସ୍‌ ଓ ଓ୍ବେବ୍‌ସାଇଟ୍‌ରୁ ଡାଉନ୍‌ଲୋଡ୍‌ କରି ପରୀକ୍ଷାଫଳ ଜାଣୁଥିଲେ। ଏବେ ଆଉ ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?