ଆମ ଜିଲା ଖବର

ଜଙ୍ଗଲରେ ନିଆଁ ଲଗାଇ ପୋଡୁ ଚାଷ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା

ଦାରିଙ୍ଗବାଡ଼ି,୧୦।୫(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନିଆଁ ଲିଭିବାର ନାଁ ଧରୁନି। କେତେବେକେ ଶିକାର ଉଦ୍ଦେଶ୍ୟରେ ତ କେତେବେଳେ ପୋଡୁ ଚାଷ ପାଇଁ ଜଙ୍ଗଲକୁ ଧ୍ବଂସ କରିବାକୁ ଦୁର୍ବୁତ୍ତମାନେ ପଛାଉନାହାନ୍ତି। ଏଭଳି ପରିସ୍ଥିତିରେ ଜଙ୍ଗଲ ବିଭାଗର ତଳିଆ କର୍ମଚାରୀଠୁ…

କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା

ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୈଦ୍ୟନାଥପୁର ଥାନା ଆଙ୍କୁଲି କୁମ୍ଭାରପଲ୍ଲୀର ସୁନୀଲ କୁମାର ନାହାକ(୩୧)। ଅଂଶୁଘାତରେ ତାଙ୍କର…

ଅକ୍ଷୟ ତୃତୀୟାରେ ଅନୁକୂଳ ହେଲା ଅଖିମୁଠି

କେନ୍ଦୁଝର,୧୦।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ କେନ୍ଦୁଝର ସରକାରୀ ଫାର୍ମରେ ଜିଲାସ୍ତରୀୟ ଅକ୍ଷୟ ତୃତୀୟା ତଥା କୃଷକ ଦିବସ ପାଳନ ହୋଇଯାଇଛି । କୃଷି ଓ କୃଷକଙ୍କ ଗୁରୁତ୍ୱ ରଖୁଥିବା ଏହି ଦିବସ ପାଳନ ସମାରୋହରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ…

ବୃଦ୍ଧଙ୍କ ଉପରେ ମାଡ଼ିଗଲା ଚିପ୍ସ ବୋଝେଇ ହାଇୱା

ଦେଓଗାଁ,୧୦।୫(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଦେଓଗାଁ କଲେଜ ଛକରେ ଶୁକ୍ରବାର ଏକ ହାଇୱା ଚାପାରେ ଜଣେ ସାଇକେଲ ଆରୋହୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ ସାଗରପାଲି ଗ୍ରାମର ୬୨ ବର୍ଷୀୟ ବୃଦ୍ଧ ମହେଶ୍ୱର ରଣା ।…

ନାମାଙ୍କନପତ୍ର ଦାଖଲ ବେଳେ ଅଘଟଣ: ଟ୍ରକ୍‌ ଧକ୍କାରେ ଚାଲିଗଲା କର୍ମୀଙ୍କ ଜୀବନ

ଯାଜପୁର,୧୦।୫(ହର୍ଷବର୍ଦ୍ଦନ ବେହେରା): ଏକ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ଶୁକ୍ରବାର ନାମାଙ୍କନପତ୍ର ଦାଖଲ ବେଳେ ଏକ ଅଘଟଣ ଘଟିଛି। ଏକ ସଡ଼କ ଦୁର୍ଘଟଣାରେ ଜଣେ କର୍ମୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, କର୍ମୀମାନେ ପ୍ରାର୍ଥୀଙ୍କ ନାମାଙ୍କନ ଶୋଭାଯାତ୍ରାରେ ଯାଉଥିଲେ। ସୁକିନ୍ଦା…

ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁନ୍ନା ଖାଁ

କୋକସରା,୧୦ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନିର୍ବାଚନ ପାଇଁ ବିଗୁଲ ବାଜି ସାରିଥିବା ବେଳେ ହାତ ଗଣତି ସମୟ ରହିଛି। ପ୍ରଚାର ପାଇଁ ଦିନରାତି ଏକ କରି ଦେଇଛନ୍ତି ପ୍ରାର୍ଥୀ ଓ ସମର୍ଥକ। ଗୁରୁବାର ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ କଳାହାଣ୍ଡି ଜିଲା କୋକସରା ବ୍ଲକର…

ଭାଜପାରେ ମିଶିଲେ ପୂର୍ବତନ ବିଧାୟକ

ବୁଗୁଡ଼ା,୧୦ା୫(କାଳୀଚରଣ ଦାଶ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଶୁକ୍ରବାର ବୁଗୁଡ଼ାସ୍ଥିତ ଦଳୀୟ କାର୍ଯ୍ୟାଳୟଠାରେ ପୂର୍ବତନ ବିଧାୟକ ସୀମାଞ୍ଚଳ ବେହେରା ଭାଜପାରେ ସାମିଲ ହୋଇଥିବା ଜଣାପଡ଼ିଛି। ବୁଗୁଡ଼ା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଭାଜପାର ବିଧାୟକ…

ବାଘ ନେଇଗଲା ଜୀବନ: ଗାଁରେ ଭୟ

ସମ୍ବଲପୁର,୧୦।୫: ସମ୍ବଲପୁର ଜିଲା ନାକଟିଦେଉଳ ରେଞ୍ଜ ସାହେବୀ ପଞ୍ଚାୟତ ମାନକୁଣ୍ଡା ଜଙ୍ଗଲରେ ଏକ ଅଭାବନୀ ଘଟଣା ଘଟିଛି। ଏକ କଲରା ପତରିଆ ବାଘ ଆକ୍ରମଣରେ ସାଦ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସାଦଙ୍କ ଘର ଧଣ୍ଡମୁଣ୍ଡା ଗାଁରେ। ମୃତ୍ୟୁ ବେଳକୁ…

ଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତା

ଭୁବନେଶ୍ୱର,୧୦।୫: ନିମାପଡ଼ା କଂଗ୍ରେସ ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ନାମାଙ୍କପତ୍ର ଦାଖଲ କରିବେ। ଏନେଇ ସିଦ୍ଧାର୍ଥ ନିଜ ସମର୍ଥକଙ୍କ ସହ ଏକ ବ୍ୟାଟେରୀ ଚାଳିତ ସାଇକେଲରେ ହରିପୁରରୁ ପୁରୀ ଅଭିମୁଖେ ଯାଉଛନ୍ତି। ଏହି ଅବସରରେ ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କୁ…

ଜମୁଛି ପ୍ରଚାର: ଏମ୍‌ପି, ବିଧାୟକ ପ୍ରାର୍ଥୀ ଘରକୁ ଘର ବୁଲି କରୁଛନ୍ତି ଭୋଟ୍‌ଭିକ୍ଷା

ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ କାଟିଙ୍ଗିଆଠାରୁ କଂଗ୍ରେସ ଦଳର ଏମ୍‌ପି ଓ ବିଧାୟକ ପ୍ରାର୍ଥୀ ନିଜ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରକାଶ ଯେ, ଏମ୍‌ପି ପ୍ରାର୍ଥୀ ଅମିରଚାନ୍ଦ ନାୟକ ଏବଂ ବିଧାୟକ ପ୍ରାର୍ଥୀ ପ୍ରଫୁଲ ପ୍ରଧାନ…

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଅଖିମୁଠି ଅନୁକୂଳ କରିଛନ୍ତି । ଚାଷଜମିରେ ପୂଜାର୍ଚ୍ଚନା ସହ ଅଖିମୁଠି ଅନୁକୂଳ…

ରାସ୍ତା, ପାଣି ସୁବିଧା ନ ହେଲେ ଭୋଟ ଦେବୁନି

ରାୟଗଡ଼ା,୧୦।୫(ଭାଗ୍ୟଶ୍ରୀ ମିଶ୍ର ): ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଆଜି ବି ଅନେକ ଅଞ୍ଚଳ ଅପହଞ୍ଚ l କଲ୍ୟାଣସିଂପୁରର ୧୫ ନମ୍ବର ୱାର୍ଡରେ ଥିବା ଘାଗୁଡ଼ିମାଳ ଏବଂ ଲୋହରା ସାହିକୁ ଆଜି ସୁଦ୍ଧା ଉପଯୁକ୍ତ ରାସ୍ତା ନିର୍ମାଣ ହୋଇପାରି ନାହିଁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?