୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…
ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଅଟକ ରଖିଛି। ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ଶିଶୁଟି ଘର ବାହାରେ ଖେଳୁଥିଲା। ଏହି…
ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ
ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର ବହଳପଦର ପଞ୍ଚାୟତ ସମେତ ଅନ୍ୟ କେତେଗୋଟି ପଞ୍ଚାୟତରେ ନୂତନ ରାଶନ କାର୍ଡ…
ମଦ ଦୋକାନ ଉଦ୍ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ
ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ ପରେ ସମ୍ପ୍ରତି ଓଲଟା ଚିତ୍ର ଦେଖିବାକୁ ମିଳୁଛି। ଭାଜପା ରାଜ୍ୟରେ ପୁଣି ମଦ…
ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…
ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ ଛାତ୍ରଛାତ୍ରୀ। ଏପରିକି ବିଶ୍ୱବିଦ୍ୟାଳୟର କିଛି ଛାତ୍ର ଜଣେ ନର୍ସିଂ ଛାତ୍ରୀଙ୍କୁ ମାଡ଼ ମାରିଥିବା…
ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା
କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ (ବିଜେଡି)ର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ ଭେଟିଛନ୍ତି। ଜିଲାର ବାଂଶପାଳ, ତେଲକୋଇ ଓ…
ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ
ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ ବେଆଇନ ଭାବେ ମଦ ଗଚ୍ଛିତ ରଖାଯାଇଥିବା ସୂଚନା ପାଇ ପୋଲିସ ଚଢ଼ାଉ କରିବା…
ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ
ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଚାଲିଥିବା ପଦଯାତ୍ରା ଓ ଆନ୍ଦୋଳନକୁ ନେଇ ଶାସକ ଭାଜପା ଏବଂ…
ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା
ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ଏବେ ମହଙ୍ଗା ପଡ଼ିଛି। ଜିଲ୍ଲା ମଙ୍ଗଳ ବିଭାଗ ଏହି ଘଟଣାର ତଦନ୍ତ କରିବା…
ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ
ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ ଏକ ବଡ଼ ଧରଣର ଜିଲାବ୍ୟାପୀ ସ୍ୱତନ୍ତ୍ର ଅଭିଯାନ ଚାଲିଥିଲା। ଗତ ଜୁଲାଇ ୧…
ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍
ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ ଥିବା ‘ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ’କୁ ନେଇ ଏକ ଅଜବ ଚିତ୍ର…
ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…
ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଚ୍ଚନ ବିଷୋୟୀ (୩୦)। ମିଳିଥିବା ସୂଚନା…
ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ
ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ ବଳାତ୍କାର ଅଭିଯୋଗରେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।…

