ଆମ ଜିଲା ଖବର

ପି.ଆର୍‌. ସର୍ବଜିତ ଆଇଏଫ୍‌ଏସ୍‌ ପରୀକ୍ଷାରେ ୧୦୪ ର଼୍ୟାଙ୍କ୍‌

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟନଗର ଗ୍ରାମର ମେଧାବୀ ଛାତ୍ର ପି.ଆର୍‌. ସର୍ବଜିତ ୨୦୨୩ରେ ସର୍ବଭାରତୀୟ ସ୍ତର ଭାରତୀୟ ବନ ସେବା ପରୀକ୍ଷାରେ ୧୦୪ତମ ସ୍ଥାନ ଅଧିକାର କରିଥିବା ପରିବାର ସୂତରୁ କୁହାଯାଇଛି। ମିଳିଥିବା ସୂଚନା ଅନୁସାରେ…

ଏମ୍‌ପି ନିଜ ଦାୟିତ୍ୱ ଭୁଲିଗଲେ

ଖୋର୍ଦ୍ଧା/ଟାଙ୍ଗୀ/ବେଗୁନିଆ,୧୦।୫ (ପ୍ରଭାତ ପାଣିଗ୍ରାହୀ/ରଘୁନାଥ ସାହୁ/ ହରପ୍ରସନ୍ନ ପଣ୍ଡା/ସନ୍ଧ୍ୟାରାଣୀ ମିଶ୍ର) ଖୋର୍ଦ୍ଧା ଜିଲା ବେଗୁନିଆ ଓ ଟାଙ୍ଗୀରେ ଗୁରୁବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେଡିକୁ ଭୋଟ୍‌ ଦେଇ ଲୋକ ସଭା ଏବଂ ବିଧାନସଭା ପ୍ରାର୍ଥୀଙ୍କୁ ଜିତାଇବା…

ଓଡ଼ିଶା ରାଜନୀତି ନିର୍ଣ୍ଣୟ କରିବ ସମ୍ବଲପୁର

ସମ୍ବଲପୁର,୧୦ା୫(ବି. ଶଙ୍କର):ପ୍ରଜାତନ୍ତ୍ରରେ କେହି କାହାକୁ ଭାଙ୍ଗେ ନାହିଁ। ଲୋକଙ୍କୁ ଠକିଲେ ଲୋକମାନେ ତାକୁ ଭାଙ୍ଗିଦିଅନ୍ତି। ତେଣୁ ଶାସକ ଦଳ ବିଜେଡି ମଧ୍ୟରେ ଡର ପଶି ଗଲାଣି। ଓଡ଼ିଆ ଲୋକମାନେ ଏଥର ବିଜେଡିକୁ ହରାଇ ଦଳକୁ ଭଙ୍ଗେଇ ଦେବେ। ବିଜେଡିକୁ ଭାଜପା ଭାଙ୍ଗିଦେବା…

ଉଦ୍ଧାର ହୋଇପାରୁନି ଶ୍ରୀବଳଦେବଜୀଉଙ୍କ ଭୂସମ୍ପତ୍ତି

କେନ୍ଦ୍ରାପଡ଼ା,୧୦ା୫ (ଜଗନ୍ନାଥ ଧଳ): ଆସନ୍ତା ଜୁଲାଇ ୭ରେ ରଥଯାତ୍ରା। କେନ୍ଦ୍ରାପଡ଼ା ସହର ଇଚ୍ଛାପୁରସ୍ଥିତ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ପାଇଁ ଅକ୍ଷୟତୃତୀୟା ଅର୍ଥାତ ଶୁକ୍ରବାର କାଠ ଅନୁକୂଳ ହେବ। ଶ୍ରୀଜୀଉଙ୍କ ରଥଯାତ୍ରା ସହ ବାର୍ଷିକ ନୀତିକାନ୍ତି ପାଇଁ ୫୦…

ପଦାରେ ପଡ଼ିଲା ରାଜ ପରିବାରର କଳି:ନ୍ୟାୟ ମାଗି ସିଂଦେଓ ପରିବାର ଉପରେ ବର୍ଷିଲେ ଅଦ୍ରିଜା

ବଲାଙ୍ଗୀର, ୧୦ା୫(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ରାଜ ପରିବାରର ସାନବୋହୂ ଅଦ୍ରିଜା ମଞ୍ଜରୀ ସିଂ ଗୁରୁବାର ସ୍ଥାନୀୟ ଏକ ହୋଟେଲଠାରେ ଏକ ଖବରଦାତା ସମ୍ମିଳନୀ କରି ତାଙ୍କ ପାରିବାରିକ ନିର୍ଯାତନା ପ୍ରସଙ୍ଗ ଉଠାଇ ନ୍ୟାୟ ମାଗିଛନ୍ତି। ପୁଣି ଥରେ ସେ ତାଙ୍କ ସ୍ବାମୀ…

ସାପ କାମୁଡ଼ାରେ ଚାଲିଗଲା ପୁଅର ଜୀବନ

ଅମରପାଲି,୯ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହିଲୁଙ୍ଗ ଗ୍ରାମରେ ଗୁରୁବାର ସାପ କାମୁଡ଼ାରେ ୩ବର୍ଷର ଶିଶୁର ମୃତ୍ୟୁ ଘଟିଛି। ମୃତକ ହେଲେ ଶାନ୍ତି କେରାଙ୍କ ପୁଅ ସାଗର। ତେବେ ପୁଅକୁ ବଞ୍ଚାଇବାକୁ ଯାଇ ସାପ କାମୁଡିଥିବା ସ୍ଥାନରୁ ପାଟିରେ…

ମହାନଦୀ ପ୍ରସଙ୍ଗରେ କୁମ୍ଭୀର କାନ୍ଦଣା ବନ୍ଦ କରୁ ଭାଜାପା: ବିଜେଡି

ସମ୍ବଲପୁର,୯ା୫(ପ୍ରମୋଦ ବହିଦାର): ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରୁଥିବା ଭାଜପା ନେତାଙ୍କ ମିଛ ଧରାପଡିଛି। ମହାନଦୀ ଶୁଖିଲା ପଡିଛି, ଏଥିପାଇଁ ଦାୟୀ କିଏ। ସେ ସମ୍ପର୍କରେ ମୁହ ଖୋଲିବା ବଦଳରେ କେବଳ ନିର୍ବଚନ ସମୟରେ ଓଡ଼ିଶାରେ ଏହାକୁ ମିଛ ପ୍ରସଙ୍ଗ…

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ ମୃତଦେହ ରଣ୍ଢା ସରପଞ୍ଚ ଅଜିତ ରାଉଳଙ୍କ ସହାୟତାରେ ଗ୍ରାମରେ ପହଞ୍ଚିଛି। ମୃତଦେହ ଗାଁରେ ପହଞ୍ଚିବା…

ସରକାରଙ୍କ ଅଣଦେଖା: ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଭବାନୀପାଟଣା,୯ା୫(ଉତ୍ତମ କୁମାର ଦାଶ): ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଓ ଜନପ୍ରତିନିଧିମାନଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁ ଆଜି ବି ଉପାନ୍ତ ଅଞ୍ଚଳରେ ସରକାରଙ୍କ ବିକାଶ ପହଞ୍ଚି ପାରିନାହିଁ।…

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି ଓ ଚିକିଟି ବିଧାନସଭା ଆସନଗୁଡିକର ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନ ସକାଶେ ସମୁଦାୟ…

ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ

ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଗୁରୁବାର ସଦ୍‌ଭାବନା…

ବିଧାୟକ, ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ

କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ ୬ର ଘରକୁ ଘର ବୁଲି ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ,ଏମ୍‌.ପି. ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?