ଆମ ଜିଲା ଖବର

ପୁରୀ ରଥଯାତ୍ରାରେ ମୃତ ଶ୍ରଦ୍ଧାଳୁଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୭: ରବିବାର ପୁରୀରେ ତାଳଧ୍ୱଜ ରଥଟଣା ସମୟରେ ପ୍ରବଳ ଭିଡ଼ ଯୋଗୁ ହିନ୍ଦୀ ସ୍କୁଲ ସମ୍ମୁଖରେ ଜଣେ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ସେତିକିବେଳେ କେତେକ ଭକ୍ତ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ…

ବିଜେଡିର ନୂଆ ମୁଖପାତ୍ର ମଣ୍ଡଳୀ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୭।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ…

ବାଟରେ ଅଟକିଲେ ତିନି ଠାକୁର

ପୁରୀ,୭ା୭: ରବିବାର ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦୁଇ ଦିନ ହେବ ରଥ ଟଣା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼…

ପୁରୁଷୋତ୍ତମପୁରରେ ରଥଯାତ୍ରା

ପୁରୁଷୋତ୍ତମପୁର,୭।୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିରରେ ପରମ୍ପରା ଅନୁସାରେ ପୂଜାର୍ଚ୍ଚନା କରାଯାଇ ପହଣ୍ଡି ପରେ ମହାପ୍ରଭୁ ଜଗନ୍ନାଥଙ୍କୁ ରଥାରୂଢ଼ କରାଯାଇଥିଲା। ପରେ ଅପରାହ୍ନରେ ରଥଟଣା ହୋଇଥିଲା। ଏହାକୁ…

ଗଡ଼ିଲା ୩ ରଥ ତାଳଧ୍ବଜ, ଦର୍ପଦଳନ, ନନ୍ଦିଘୋଷ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

ପୁରୀ ରଥଟଣା ବେଳେ ଅଘଟଣ: ଜଣେ ପୁରୁଷ ଶ୍ରଦ୍ଧାଳୁ ମୃତ

ପୁରୀ,୭ା୭: ରବିବାର ପୁରୀରେ ରଥଟଣା ବେଳେ ଏକ ଅଘଟଣ ଘଟିଛି। ତାଳଧ୍ୱଜ ରଥଟଣା ସମୟରେ ଜଣେ ପୁରୁଷ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମଳିଛି। ହେଲେ ଶ୍ରଦ୍ଧାଳୁଙ୍କ ପରିଚୟ ଜଣାପଡି ନାହିଁ। ମିଳିଥିବା ସୂଚନା ମୁତାବକ, ତାଳଧ୍ୱଜ…

ମାଉସୀ ମା’ମନ୍ଦିରରେ ପହଞ୍ଚିଲେ ତିନି ଠାକୁର

ରାଇକିଆ,୭।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆର ପ୍ରସିଦ୍ଧ ରଥଯାତ୍ରା ସମ୍ପନ୍ନ ହୋଇଯାଇଛି । ସକାଳୁ ନେତ୍ରୌତ୍ସବ, ନବ ଯୌବନ ଦର୍ଶନ ଅନୁଷ୍ଠିତ ହୋଇଥିଲା। ପରେ ରଥଯାତ୍ରା ନେଇ ନୀତିକାନ୍ତି ହୋଇଥିଲା। ବିଡ଼ିଓ ସୀମାଞ୍ଚଳ ମଣ୍ଡଳ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କାର୍ଯ୍ୟ ସମ୍ପାଦନ…

ରଥରେ ତିନିଠାକୁରଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁ

କର୍ଲାମୁଣ୍ଡା:୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା(ବସ୍ତି)ଠାରେ ହଜାର ହଜାର ଭକ୍ତଙ୍କ ସମାଗମରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ମା’ସୁଭଦ୍ରାଙ୍କୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ ତିନି…

ଆଇନଗତ କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପ୍ରଦାନ ପାଇଁ ଏଡିଏମ୍‌ଙ୍କୁ ନିବେଦନ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): ସୂଚନା ଅଧିକାର ଆଇନ ଅନୁସାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତି ଏକ ସୂଚନା ସମ୍ପର୍କରେ ତଥ୍ୟ ପାଇବା ପାଇଁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟର ଜନ ସୂଚନା ଅଧିକାରୀଙ୍କ ନିକଟରେ ୧୦.୧୦.୨୦୨୩ରେ ଆବେଦନ କରିଥିଲେ। ଜନ…

ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍‌ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି ଯେ,…

ବଡ଼ଦାଣ୍ଡରେ ଗଡ଼ିଲା ରଥ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କ ସହ ମିଶି ରଥ ଟାଣିଲେ ଏମପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ପବିତ୍ର ରଥଯାତ୍ରା ପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡ଼ିଛି। ଉକ୍ତ ବ୍ଲକର ସିମନବାଡ଼ି ସମେତ ଗବାଟବାଡ଼ି, ସୁଗାନକେତା, ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଗଦାପୁର ଏବଂ କାଟିଙ୍ଗିଆଠାରେ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଥିବା ବେଳେ ଦୁର୍ଗମ ଅପହଞ୍ଚ ଗବାଟବାଡ଼ି ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?