ଆମ ଜିଲା ଖବର

ହାତ ଟେକି ଆଣ୍ଠୁ ମାଡ଼ି ମହାବାହୁଙ୍କୁ ମୁଣ୍ଡିଆ ମାରିଲେ ରାଷ୍ଟ୍ରପତି

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି କାଳିଆକୁ ଦେଖି ଭାବବିହ୍ବଳ ହୋଇପଡିଥିଲେ। ଏପରିକି ରାଷ୍ଟ୍ରପତି ହାତ ଟେକି ଆଣ୍ଠୁ ମାଡ଼ି ମହାପ୍ରଭୁ ଜଗନ୍ନାଥଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରିଥିଲେ।…

ନବଯୌବନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଧର୍ମକ୍ଷେତ୍ର ରଥଯାତ୍ରା ଉପଲକ୍ଷେ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ତେବେ ଦେବସ୍ନାନ ପୂର୍ଣ୍ଣିମାଠାରୁ ୧୫ ଦିନ ଧରି ଅନବସର ଘରେ ଜ୍ବରରେ ପୀଡ଼ିତ ଥିବା ବିଗ୍ରହମାନେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେବା…

ଶଖାଙ୍କ ପାଖକୁ ଆସିଛନ୍ତି ସୁଦାମା

ଭୁବନେଶ୍ୱର,୭।୭: ଶ୍ରୀକ୍ଷେତ୍ରରେ ଭକ୍ତ ସୁଦାମା। ବଡ଼ଦାଣ୍ଡରେ ଶୋଇ ନିଜ ସଖାକୁ ଅପେକ୍ଷା କରିଛନ୍ତି। ଖାଲି ପାଦରେ ଚାଲି ଚାଲି ଅଣ୍ଟାରେ ଖୁଦ ମୁଠି ନେଇ ଅନେକ ଦୂରରୁ ଆସିଥିବା ସୁଦାମା ସଖା କୃଷ୍ଣଙ୍କୁ ଭେଟିବା ପାଇଁ ଧାଇଁ ଆସିଛନ୍ତି। ତାଙ୍କ ଆଖିରେ…

୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର

କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ ୧୦ଟାରୁ ଶ୍ରୀ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି, ପରେ…

ମହାପ୍ରଭୁଙ୍କ ପାଇଁ ୧୦ ବର୍ଷ ହେଲା ହନୁମାନ ସାଜୁଛି, ଛଳଛଳ ଆଖିରେ କହିଲେ ଏଥର କିନ୍ତୁ …

ପୁରୀ,୭।୭: ଆଜି ପବିତ୍ର ରଥଯାତ୍ରା। ଭେରି ତୁରୀ ବାଦ୍ୟ, ହରିବୋଲ ଧ୍ୱନୀରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ମହାପ୍ରଭୁଙ୍କୁ ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସୁଅଛୁଟଛି। ଅନ୍ୟପକ୍ଷେ ସାଲେପୁର ଅଞ୍ଚଳରୁ ଆସିଥିବା ଦୁଇ ହନୁମାନ ବେଶଧାରୀ ଯୁବକ ବଡଦାଣ୍ଡରେ ପହଞ୍ଚି ଜୟ ଶ୍ରୀରାମ ଧ୍ବନିରେ…

ଧରାପଡ଼ିଲେ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗ, ବିପୁଳ ପରିମାଣର ସୁନା ଅଳଙ୍କାର ଜବତ

ବରଗଡ଼,୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗକୁ ଧରିଛି। ଏହି ଗ୍ୟାଙ୍ଗର ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଡଙ୍ଗରମୁଣ୍ଡା ଗ୍ରାମର ଇନ୍ଦ୍ର ଭୋଇ(୨୧), ଚୈତନ୍ୟ ପୁଟ୍ଟା(୧୯), ବନାରସ…

ପହଣ୍ଡିରେ ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର ନାଥ ଜଗନ୍ନାଥଙ୍କ…

ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା। ପହଣ୍ଡି ଅପରାହ୍ନ ଅଢ଼େଇଟା ସୁଦ୍ଧା ସାରିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର ଦେଢ଼…

ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ମହାପ୍ରଭୁଙ୍କ ଆୟୁଧ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି…

ପାରଳାଖେମୁଣ୍ଡିରେ ପହଞ୍ଚିଲା ପାରଳା ରାଜବଂଶୀୟ ଅମଳର ଟ୍ରେନ୍‌ ଇଞ୍ଜିନ୍‌, ନିର୍ମାଣରେ ଖର୍ଚ୍ଚ ହୋଇଥିଲା ଏତିକି ଟଙ୍କା

ଗଜପତି,୭ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ଆସି ପହଞ୍ଚିଛି ପାରଳାଖେମୁଣ୍ଡି ରାଜବଂଶୀୟଙ୍କ ପୁରାତନ କୀର୍ତ୍ତି। ଲୋକଙ୍କ ଯାତାୟାତ ପାଇଁ ପାରଳା ରାଜବଂଶୀୟ ଯେଉଁ ରେଳସେବା ଆରମ୍ଭ କରିଥିଲେ ପ୍ରାୟତଃ ଅଖଣ୍ଡ ଭାରତବର୍ଷରେ କିଛି ହାତଗଣତି ସ୍ଥାନରେ ହିଁ ରେଳସେବା ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?