ଆମ ଜିଲା ଖବର

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଓଡିଶା ଭିତରେ ଅନୁପ୍ରବେଶ…

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା ଦୁଇ କ୍ୟାଡର ମାଓବାଦୀ ନିହତ ହୋଇଥିବାବେଳେ ବୁଧବାର ୨ ମହିଳା ମାଓବାଦୀ ଓ ୭…

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି। ଅଭିଯୋଗ ମିଥ୍ୟା ଦର୍ଶାଇ ଡିସଚାର୍ଜ ପିଟିସନ ଦାୟର କରିଥିଲେ ଅନୁଭବ। ଅନ୍ୟପଟେ…

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଛନ୍ତି। ଦଳ ଛାଡିବା ପରେ ବାଲେଶ୍ୱରରେ ଏମପି…

୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଶିଶୁଙ୍କ ଶରୀରରେ ଘିମିରି ସଦୃଶ୍ୟ ହୋଇ ଥଣ୍ଡା,…

ମଜଭୁତ ହେଉଛି ବିଜେଡି: ମିଶ୍ରଣ ପର୍ବରେ କଂଗ୍ରେସର ଅନେକ କର୍ମୀ ଦଳରେ ସାମିଲ

ଦାରିଙ୍ଗବାଡି, ୮।୫ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମର ୮ ଜଣ କଂଗ୍ରେସ କର୍ମୀ ନିଜ ଦଳ ଛାଡି ବିଜେଡିରେ ସାମିଲ…

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ନୀତି ଅନୁଷ୍ଠିତ ହେବ।…

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ ତାଙ୍କର ୮ଜଣ ସହପାଠୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ଥାନା ପୋଲିସ ପୀଡିତାଙ୍କ…

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ ତୁମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ? କିଛି ଉତ୍ତର ଦେଇପାରିବେ ନାହିଁ। ଦମ୍‌ ଅଛି ଯଦି…

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ନାମାଙ୍କନ ସତ୍ୟପାଠରେ ପ୍ରଣବ ଉଲ୍ଲେଖ କରିଥିବା ଶିକ୍ଷାଗତ ଯୋଗ୍ୟତା ସମ୍ପର୍କିତ ତଥ୍ୟ…

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୂର୍ବରୁ ତାଙ୍କ ବିରୋଧରେ କେତେଜଣ ଅସନ୍ତୁଷ୍ଟ ନେତା ଓ…

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ ଅଞ୍ଚଳରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର ସମୟରେ ହାଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?