ଆମ ଜିଲା ଖବର

କୁସୁମା ବଙ୍ଗଳା କାହାର: ବଢ଼ୁଛି ଚର୍ଚ୍ଚା, ସ୍ପଷ୍ଟୀକରଣ ରଖିଲେ…

ଯାଜପୁର,୬।୭: ଯାଜପୁର କୁସୁମାରେ ଥିବା ବିବାଦୀୟ ବଙ୍ଗଳାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ଏଗୁଡିକ କାହାର ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ଶନିବାର ଏହି ବିଳାସପୂର୍ଣ୍ଣ ବଙ୍ଗଳାଗୁଡିକ ସମ୍ପର୍କରେ ପୌରପାଳିକା ସ୍ପଷ୍ଟୀକରଣ ରଖିଛି । ଖବରଦାତା ସମ୍ମିଳନୀରେ ପୌରପାଳିକା…

ଝାଡୁ ଧରି ବଡ଼ଦାଣ୍ଡ ସଫା କଲେ ଭାଜପା ଏମ୍‌ପି: କହିଲେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗକୁ…

ପୁରୀ,୬।୭: ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ତିନି ରଥ ପ୍ରସ୍ତୁତ। ରଥଯାତ୍ରାକୁ ଦୃଷ୍ଟିରେ ରଖି ଶନିବାର ବଡଦାଣ୍ଡରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ମନ୍ତ୍ରୀ ସାମିଲ ହୋଇଛନ୍ତି।…

ରତ୍ନ ଭଣ୍ଡାର ଖୋଲିବା ନେଇ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ: କହୁକହୁ କହିଦେଲେ…

ଭୁବନେଶ୍ୱର,୬।୭: ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବା ଉଚିତ। ହେଲେ ମୋର…

ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…

ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ…

ଧକ୍କାଦେଲା ଆମ୍ବୁଲାନ୍ସ: ବାପାଙ୍କ ଆଗରେ ଚାଲିଗଲା ପୁଅ ଜୀବନ

ଝରିଗାଁ,୬।୭: ନବରଙ୍ଗପୁରର ଝରିଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୧୦୮ ଆମ୍ବୁଲାନ୍ସ ଧକ୍କାରେ ୮ ବର୍ଷର ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତର ଆହତ ହୋଇଛନ୍ତି। ଟାଉନ ଥାନା ମହେନ୍ଦ୍ରୀ ଗାଁ ରାଜ୍ୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ବାପାପୁଅ ସାଇକେଲରେ…

ବାବା ବଳିଆଙ୍କ ସତର୍କବାଣୀ: ଏମିତି କାମ ନ କଲେ ପରିସ୍ଥିତି ହୋଇଯିବ ଅସମ୍ଭାଳ

ବଲାଙ୍ଗୀର,୬ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀରର ଏକ ହୋଟେଲ ରେ ଶୁକ୍ରବାର ଅନନ୍ତ ବଳିଆ ଟ୍ରଷ୍ଟ ପକ୍ଷରୁ ବାବା ବଳିଆ ଖବରଦାତା ସମ୍ମିଳନୀ ଡାକି ପରିବେଶ, ଗଣତନ୍ତ୍ର ଓ ଧର୍ମ ସଚେତନତା ଯାତ୍ରା ବିଷୟରେ ସୂଚନା ଦେଇଥିଲେ। ବାବା ବଳିଆ କହିଥିଲେ ଯେ, ପୂର୍ବରୁ…

କର୍ମଚାରୀଙ୍କୁ ତାଗିଦ କଲେ ବିଧାୟକ, ଭତ୍ତା ପ୍ରଦାନରେ….

ଘଣ୍ଟାପଡ଼ା, ୬ା୭(ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ କହ୍ନେଇ ଚରଣ ଡାଙ୍ଗ ବୁଧବାର ପ୍ରଥମ କରି କଣ୍ଟାମାଳ ବ୍ଲକକୁ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏଥିସହ ଲୋକଙ୍କୁ ତ୍ୱରିତ ସେବା ଯୋଗାଇବା…

ଥାନା ବାରଣ୍ଡାରେ ବସିଲେ ବିଧାୟକ: ଅଭିଯୋଗ ଲେଖିବାକୁ କାଗଜ, କଲମ ଦେଲେ

ଜଗତ୍‌ସିଂହପୁର, ୬ା୭ (ପ୍ରମୋଦ କୁମାର ନାୟକ):ଜଣେ ମହିଳା କୌଣସି ଅଭିଯୋଗ କରିବାକୁ ବିନା ଅଭିଯୋଗପତ୍ର (ଏଫ୍‌ଆଇଆର୍‌ ପେପର)ରେ ବୁଧବାର ଜଗତ୍‌ସିଂହପୁର ଥାନାରେ ପହଞ୍ଚତ୍ଥିଲେ। ଥାନାରେ କାଗଜ ଖଣ୍ଡେ ମାଗିବାରୁ ଜନୈକା ମହିଳା ପୋଲିସ କର୍ମଚାରୀ କହିଥିଲେ,ଏଫ୍‌ଆଇଆର୍‌ ଲେଖିବାକୁ ଆମ ପାଖରେ କାଗଜ,…

ବିଡିଓ ଅନୁପସ୍ଥିତ, ସମୀକ୍ଷା ବୈଠକ ବାତିଲ କଲେ ବିଜେଡି ବିଧାୟକ:ବଢିଲା ସନ୍ଦେହ

ରସୁଲପୁର,୫ା୭(ରଂଜିତ ରାଉତ):ଦୀର୍ଘଦିନର ଅପେକ୍ଷା ପରେ ଶୁକ୍ରବାର ପୂର୍ବାହ୍ନରେ ବରୀ ବିଜେଡି ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ରସୁଲପୁର ବ୍ଲକକୁ ସମୀକ୍ଷା କରିବାକୁ ଆସି ଫେରିଯାଇଛନ୍ତି। ବିଡିଓ ଅବନିକାନ୍ତ ସାହୁ ରାତିଅଧିଆ ଛୁଟିରେ ରହିବାରୁ ବିଧାୟକ ସମୀକ୍ଷା ବୈଠକୁ ବାତିଲ କରିଦେଇଛନ୍ତି। ସମୀକ୍ଷା ବୈଠକ…

ମୁଖ୍ୟମନ୍ତ୍ରୀ ସଡ଼କ ୨ ବର୍ଷରେ ଦୁଇ ଫାଳ

ଭଦ୍ରକ,୬ା୭ (ସନାତନ ରାଉତ):ଭଦ୍ରକ ବ୍ଲକ୍‌ କଲେଇ ପଞ୍ଚାୟତ ବିଭୁତିପୁର ଗ୍ରାମରେ ନବନିର୍ମିତ ମୁଖ୍ୟମନ୍ତ୍ରୀ ସଡ଼କ ୨ ବର୍ଷରେ ଦୁଇ ଫାଳ ହୋଇଥିବା ଦେଖାଯାଇଛି। ଫଳରେ ଯାତାୟାତରେ ବିପଦ ସୃଷ୍ଟି ହୋଇଛି । ୨୦୨୨ ଡିସେମ୍ବରରେ ସମ୍ପୂର୍ଣ୍ଣ ହୋଇଥିବା ଏହି ସଡ଼କ ୧୬…

ମୁଖ୍ୟମନ୍ତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଆଇଆଇସିଙ୍କୁ ଗଜପତି ବଦଳି

ପାରଳାଖେମୁଣ୍ଡି/କେନ୍ଦୁଝର, ୬ା୭ (ଗିରିଧାରୀ ପରିଛା/ ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଜେଡି ସରକାର ସମୟରେ କେନ୍ଦୁଝର ଜିଲା ସଦର ଥାନାରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଆଇଆଇସି ତ୍ରିନାଥ ସେଠୀଙ୍କୁ ଶୁକ୍ରବାର ଗଜପତି ଜିଲାକୁ ବଦଳି କରାଯାଇଛି।…

ଅଧିକାରୀଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ମନ୍ତ୍ରୀ: ସମସ୍ତେ ଥରହର

ମୋରଡ଼ା,୬ା୭(ସ୍ମାରକ ମାଜୀ):ମୋରଡ଼ା ବିଧାୟକ ତଥା ଗୃହ ଓ଼ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ମୋରଡା ବ୍ଲକ ଗସ୍ତରେ ଆସିଥିଲେ। ପ୍ରଥମେ ସେ ମୋରଡ଼ା ବଜାରରେ ପହଞ୍ଚତ୍ବା ପରେ ଭାଜପା କର୍ମୀମାନେ ଫୁଲମାଳ ଓ଼ ଫୁଲତୋଡ଼ା ଦେଇ ତାଙ୍କୁ ସ୍ବାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?