ଆମ ଜିଲା ଖବର

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ ଓଡ଼ିଶାରେ ମିଳିଥିଲା ଦାଦନ ଚାକିରି। ଏବେ ସେହି ରୋଜଗାର ପରିବାର ସଦସ୍ୟଙ୍କ ପାଇଁ ଦୁଃଖ…

ଭିଜିଲାନ୍ସ ଜାଲରେ ତହସିଲଦାର

ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧ ଲକ୍ଷ ୧୫ ହଜାର ଟଙ୍କା। ହନୁମନ୍ତପୂର ଗ୍ରାମର ଗୋଟିଏ ଗୋଷ୍ଠୀ ଠାରୁ ସେ ଏହି…

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ ଖରା (୬୦) ସେମିଳିଗୁଡା ଥାନାରେ ଗୁରୁବାର ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ…

ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି

ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି ହୋଇଛି। କଟକ ପୋଲିସ ମୁଖ୍ୟାଳୟରୁ ଏହି ବଦଳି ଆଦେଶ ହୋଇଛି। ସେହିପରି ଭଦ୍ରକ ଥାନାର…

ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ), ନିର୍ବାଚନରେ ବିଜୟ ପରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସାଂସଦୀୟ କ୍ଷେତ୍ରର ବିଭିନ୍ନ ପଞ୍ଚାୟତ ବୁଲି ଲୋକଙ୍କ ମୌଳିକ ସମସ୍ୟା ବୁଝୁଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର ବ୍ଲକ ଅଧୀନ କାଠବାରୀ ପଞ୍ଚାୟତର ବାରିଗାଁ, ଲକ୍ଷ୍ମୀ ପୋଷି,…

ପର୍ଯ୍ୟଟକଙ୍କୁ ଧରି ଯାଉଥିବା ମିନି ବସ୍‌ ଓଲଟିଲା

ଭଞ୍ଜନଗର,୫।୭: ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ବରୀ ପାହାଡ଼ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପର୍ଯ୍ୟଟକଙ୍କୁ ଧରି ଯାଉଥିବା ଏକ ମିନି ବସ୍‌ ପାହାଡ଼ ଉପରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଦୁର୍ଘଟଣାରେ ୧୦ ପର୍ଯ୍ୟଟକ ଆହତ ହୋଇଥିବା ସୂଚନା…

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ ୪୨ ନଂ ର଼୍ୟାଙ୍କରେ ପାସ୍‌ କରିଛନ୍ତି। ସେ ସମଗ୍ର ଓଡ଼ିଶା ସମେତ ଗଞ୍ଜାମ ଜିଲା…

୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା ପୁଅଙ୍କୁ ଶୁକ୍ରବାର ଭାଇଜାଗରୁ ଉଦ୍ଧାର ପରେ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ…

ଲାଞ୍ଚ ନେଉଥିବାବେଳେ ଆରଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଖୋର୍ଦ୍ଧା,୫।୭(ପ୍ରଭାତ ପାଣିଗ୍ରାହୀ): ଲାଞ୍ଚ ନେବା ବେଳେ ଧରାପଡିଲେ ବେଗୁନିଆ ତହସିଲ ସିକୋ ଆରଆଇ ବିଶେଶ୍ୱର ରାଏ ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଟିମ ଦ୍ବାରା ଧରାପଡି ଗିରଫ ହୋଇଛନ୍ତି। ଜଣେ ଅଭିଯୋଗକାରୀଙ୍କ ଠାରୁ ସରକାରୀ…

ସଇଁତଳାରେ ବ୍ୟାପିଲା ଡେଙ୍ଗୁ: ୧୮ ଆକ୍ରାନ୍ତ ଚିହ୍ନଟ

ସଇଁତଳା,୫।୭: ବଲାଙ୍ଗୀର ଜିଲା ସଇଁତଳା ସହରରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସହରରେ ମୋଟ ୧୮ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ସଇଁତଳା ମେଡିକାଲ ଇନ୍‌ଚାର୍ଜଙ୍କ ପକ୍ଷରୁ ଏହି…

ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀ ଗୁରୁତର

ପାଟଣା,୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ହରିଡ଼ାଗୋଠ ଗ୍ରାମରେ ଗୁରୁବାର ରାତିରେ ଜଣେ ମହିଳାଙ୍କ ତାଙ୍କ ସ୍ବାମୀ ତୀରମାଡ଼ କରିଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗୁରୁତର ମହିଳା ଜଣକ ହେଲେ ସଜନୀ ମୁଣ୍ଡା। ସୂଚନାନୁଯାୟୀ, ସଜନୀ ବାପଘରେ ରହୁଥିବା…

ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ମାଲକାନଗିରି,୫ା୭: ଛତିଶଗଡ଼ ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ଇନ୍‌ଫର୍ମର ସନ୍ଦେହରେ ହତ୍ୟା କରାଯାଇଥିବା ପୋଲିସ କହିଛି। ଘଟଣାସ୍ଥଳରୁ କିଛି ମାଓବାଦୀ ପୋଷ୍ଟର ମଧ୍ୟ ଜବତ କରିଛି ପୋଲିସ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?