ଆମ ଜିଲା ଖବର

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ ବିରାଟ ପଟୁଆରରେ ଲୋହାରସାହି ବାସିନ୍ଦା ସାହିକୁ ନିମନ୍ତ୍ରଣ କରି ନେଇଥିଲେ। ଆନ୍ଧ୍ର ପ୍ରଦେଶରୁ କାଳୀଙ୍କ…

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଏମପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଏବଂ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ…

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି। ନାମାଙ୍କନ କରିବାକୁ ଯାଇଥିଲା ବେଳେ ୨ ନେତା ଓ ସମର୍ଥକ ହାତାହାତି ହୋଇଥିଲେ। ପରସ୍ପରଙ୍କ…

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିଶାଳ ଶୋଭାଯାତ୍ରାରେ ସ୍ଥାନୀୟ କାଳିପଡ଼ିଆରୁ ତାଙ୍କ ସମର୍ଥକଙ୍କ ଗହଣରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି…

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ…

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୋମବାର ନିଜ ଗାଁ ପାଟଣା ବ୍ଲକ ଭାଗପସି ଠାକୁରାଣୀ ପୀଠରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିବା…

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ ଜିଲାର ୩ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ପୂର୍ବକ ବିଶାଳ ଜନସମାବେଶରେ ମନ୍ତ୍ରୀ ସିଂ…

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧ ଟା ୪୦ ରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା ଶ୍ରୀକୃଷ୍ଣ…

ପ୍ରାର୍ଥୀଙ୍କ ଟାର୍ଗେଟ୍‌ରେ ତେଲୁଗୁ ଭୋଟର

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ଆସନ୍ତା ନିର୍ବାଚନରେ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ସହ କୋରାପୁଟ ଲୋକ ସଭା ଆସନ ଜିତିବା ପାଇଁ ସବୁ ଦଳର ପ୍ରାର୍ଥୀ ଜୋର ଲଗାଇ ଦେଇଛନ୍ତି। ରାୟଗଡ଼ା ଓ ଗୁଣପୁର ଆସନରେ ପ୍ରାୟ ୨୫ ହଜାର ଲେଖାଏଁ…

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତମାନେ ୧୩ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିବା ଜଣାପଡ଼ିଛି। କମ୍ପାନୀର…

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା ମଞ୍ଚରୁ କିଛି ଏଭଳି ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳେ ବ୍ରହ୍ମପୁରରେ…

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଥମ ଥର ପାଇଁ ‘ଡବଲ ଇଞ୍ଜିନ’ ସରକାର ପାଇବ। ମୋଦି ବିରୋଧୀଙ୍କୁ ଟାର୍ଗେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?