କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍ ଭାଷଣ
ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ ବୋଲି ଜଣାପଡ଼ୁଛିି। ବିଜେଡି ଟିକେଟରୁ ବଞ୍ଚତ୍ତ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ସମର୍ଥନକୁ ସବୁଦଳ…
ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି
ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା…
‘ଜୁନ୍ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି
ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି। ଜୁନ୍ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…
ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି
ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା…
ବ୍ରହ୍ମପୁରରେ ପହଞ୍ଚିଲେ ମୋଦି
ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ…
ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ
ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍କ୍ୱାର୍ଟର୍ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା ଡ୍ୟାମ ସହ ସିଲେରୁ ନଦୀ ବହି ଯାଇଥିଲେ ସୁଦ୍ଧା ଦୀପ ତଳ ଅନ୍ଧାର ଭଳି…
ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା
କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ ଆସି ନିଜ ଘରୁ ମତଦାନ କରିପାରିବେ। ଏହି ପରିପ୍ରେକ୍ଷୀରେ ଜିଲାର ୪ଟି ସଂସଦୀୟ କ୍ଷେତ୍ର…
ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ
କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ ବାଲି ଉତ୍ତୋଳନ କରି ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି ା ରାଜସ୍ବ କିମ୍ବା…
ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ
କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ…
ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍ କାଟ
କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା ଚିନ୍ତାର କାରଣ ପାଲଟିଛି। ଦିନ ହେଉ କି ରାତି ବିଦ୍ୟୁତ୍ କାଟ୍ ଲୋକମାନଙ୍କୁ ହନ୍ତସନ୍ତ…
ଯାଜପୁର ରୋଡ୍ରେ ଟ୍ରାଫିକ୍ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହି ସହର କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଦ୍ୱାର ହୋଇଥିବାରୁ ଯାନବାହାନ ସଂଖ୍ୟା ଆଶାତୀତ ଭାବେ…
ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା
ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର ପ୍ରୟାସ ଜାରି ରଖିଥିବା ବେଳେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ ଅଞ୍ଚଳର କୃଷି…

