ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…
ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ବାସୁଦେବନଗର ତୃତୀୟ ଲାଇନରେ । ଜଣେ ମହିଳା ତାଙ୍କ ଶାଶୁଘରେ ନିଜ…
ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ
ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ସଂଘ ପକ୍ଷରୁ…
ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ
ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ ଏକ ମାଛ ଧାରା ଟ୍ରଲର ରବିବାର ୧୫ ଜଣ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ…
କଟକରେ ଦୁର୍ଘଟଣା; ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍, ତାପରେ…
କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ । ୧୮ ନମ୍ବର୍ ରୁଟରେ ଯାଉଥିବା ବସଟି ନେତାଜୀ ବସ୍ ଟର୍ମିନାଲ ମଧ୍ୟକୁ ପ୍ରବେଶ…
ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ
ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି ବରଗଡ଼ ଜିଲା ଆଶାକର୍ମୀ ସଂଘ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ସଂଘର…
ଔଷଧୀୟ ଚାରାରୋପଣ କଲେ ବିଧାୟକ
ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଚିକିତ୍ସାଳୟ ଅଧ୍ୟକ୍ଷକ ଡାକ୍ତର ଅଲେଖ ପ୍ରଧାନ…
ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ
ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି ଅଟକିବା ରହିବାରୁ ଠିକ୍ ସମୟରେ ରୋଗୀ ମେଡ଼ିକାଲ ପହଞ୍ଚି ନ ପାରି ମୃତ୍ୟୁବରଣ…
ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…
ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ ଗତିରେ ଅବକ୍ଷୟ ହେବାରେ ଲାଗିଛି । ବିଶେଷ କରି ସମୁଦ୍ର ଉଚ୍ଚ…
ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ
ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ ଆଶାକର୍ମୀଙ୍କୁ ନିଜ ସମ୍ପ୍ରଦାୟରେ ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ଭିନ୍ନ ସମ୍ପକ୍ରଦାୟଙ୍କ ଘରକୁ…
ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ
ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ମୋଟର ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।…
ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….
ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ । ସୂଚନା ଅନୁଯାଇ, ବୁଧବାର କେନ୍ଦୁଝର, ବଡ଼ବିଲ ଓ ଚମ୍ପୁଆ ଅଞ୍ଚଳର ୧୩…
ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…
ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ ନାବଳିକାଙ୍କ ପରିବାର ଲୋକେ ଘରେ ନ ଥିବା ସୁଯୋଗ ନେଇ ଦାଦା ସିନୁ…

