ଆମ ଜିଲା ଖବର

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି। ଆୟୋଜିତ ସମାବେଶରେ ଜିଲାର ଦୁଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଓ ବ୍ରହ୍ମପୁର ଲୋକସଭା…

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି ଓ ବାଡ଼ିରେ ପଶି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଏପରି କି…

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ ଦରମା ନ ଦେଇ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ହେଲେ ଶ୍ରମ ବିଭାଗ…

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ ଜଳ ସଂଗ୍ରହ କରୁଛନ୍ତି ତ ଆଉ କେଉଁଠି ପାଣି ମିଳିନାହିଁ। ଗାଁରେ ଥିବା ଟ୍ୟାପ୍‌ରୁ…

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା ମହାନ୍ତି ଟିକେଟ ଫେରସ୍ତ କରିଥିଲେ। ସେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)କୁ ସୁଚରିତା ଚିଠି…

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି ମତଦାନ କରିବାକୁ ସକ୍ଷମ ନୁହଁନ୍ତି ସେମାନଙ୍କ ନିକଟରେ ପ୍ରଶାସନ ପହଞ୍ଚି ତାଙ୍କଠାରୁ ମତଦାନ ଗ୍ରହଣ…

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋରାପୁଟ…

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା ହରାଇ ନାହାନ୍ତି ନିମାପଡ଼ା ବିଧାୟକ ସମୀର ଦାଶଙ୍କ ସମର୍ଥକ। ଶନିବାର ସମୀର ପୁଣି ଶକ୍ତି…

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ପୋଲିସ, ରାଜ୍ୟ ଅଗ୍ନିଶମର ଦମକଳ ବାହିନୀ ଓ ଓଡ୍ରାଫ…

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି । ଗଞ୍ଜେଇ ଚାଲାଣକାରୀ ଦିଗପହଣ୍ଡି ଥାନା ପୋଡାସିଙ୍ଗ ଗ୍ରାମର କେ.ବିକ୍ରମ ସୁବୁଦ୍ଧି(୨୬)ଙ୍କୁ ଜଜ୍‌…

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର ଏକ ବିରାଟ ପଟୁଆରରେ ସମର୍ଥକ ଓ ଦଳୀୟ ନେତା ମାନେ ତାଙ୍କୁ ସୁସଜ୍ଜିତ ଗାଡ଼ିରେ…

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ ବ୍ୟାକ୍‌ କ୍ୟାମ୍ପେନ କରିଛନ୍ତି। ଶନିବାର କୋରାପୁଟ ପରେ ନବରଙ୍ଗପୁରରେ ମାରାଥନ ପ୍ରଚାର କରିଛନ୍ତି ନବୀନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?