ଆମ ଜିଲା ଖବର

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ପୋଲିସ, ରାଜ୍ୟ ଅଗ୍ନିଶମର ଦମକଳ ବାହିନୀ ଓ ଓଡ୍ରାଫ…

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି । ଗଞ୍ଜେଇ ଚାଲାଣକାରୀ ଦିଗପହଣ୍ଡି ଥାନା ପୋଡାସିଙ୍ଗ ଗ୍ରାମର କେ.ବିକ୍ରମ ସୁବୁଦ୍ଧି(୨୬)ଙ୍କୁ ଜଜ୍‌…

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର ଏକ ବିରାଟ ପଟୁଆରରେ ସମର୍ଥକ ଓ ଦଳୀୟ ନେତା ମାନେ ତାଙ୍କୁ ସୁସଜ୍ଜିତ ଗାଡ଼ିରେ…

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ ବ୍ୟାକ୍‌ କ୍ୟାମ୍ପେନ କରିଛନ୍ତି। ଶନିବାର କୋରାପୁଟ ପରେ ନବରଙ୍ଗପୁରରେ ମାରାଥନ ପ୍ରଚାର କରିଛନ୍ତି ନବୀନ।…

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ ସରକାରୀ ଯୋଜନା ବିଷୟରେ ଗୋଟି ଗୋଟି କରି ଜନତାଙ୍କୁ ପଚାରିଛନ୍ତି…

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ, ଶୃଙ୍ଖଳିତ ଭାବେ ସମାପନ କରିବାକୁ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ପର୍ଯ୍ୟବେକ୍ଷକ ବରଗଡ଼ରେ…

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଚାଲୁ କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରତ୍ୟେକେ ଜବକାର୍ଡଧାରୀ କାର୍ଯ୍ୟ ପାଇଁ ଆବେଦନ କରିବେ।…

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍‌ପି ଏବଂ ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ…

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ମହାନଗର ନିଗମ…

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ ପାଣି ପାଇଁ ଲୋକେ ଡହଳବିକଳ ହେଉଛନ୍ତି। ନଳକୂପ ଅଚଳ ହୋଇପଡ଼ିଥିବା ବେଳେ ଗାଁ ପୋଖରୀରୁ…

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା ଦେବାରେ ବିଳମ୍ବ କରିବାରୁ ଶୁକ୍ରବାର ରାତିରେ ମଦ୍ୟପ ପୁଅ ମା’ଙ୍କୁ ପଟିପିଟି ହତ୍ୟା କରିଥିବା…

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ ଗରା, ବାଲଟି ରଖି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?