ଆମ ଜିଲା ଖବର

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ ମହୁମାଛି ଆକ୍ରମଣ କରିଥିଲା। ଫଳରେ ୪ଜଣ ଗୁରୁତର ହୋଇଛି। ସେମାନଙ୍କୁ ପ୍ରଥମେ ଉଦ୍ଧାର କରି…

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ସମସ୍ତ…

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ ହେବ। ଢେଙ୍କାନାଳ ଲୋକ ସଭା ପାଇଁ ଭାଜପା ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ…

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ): ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି। ୨ ଆସନ ମଧ୍ୟରୁ ବରୀର ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଏବଂ ଧର୍ମଶାଳାର ହିମାଂଶୁ…

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ ଦେବା ପରେ ସନ୍ତୋଷ ଗୁରୁବାର ବିଜେଡିରୁ ଇସ୍ତଫା ଦେଇଥିଲେ। ଶୁକ୍ରବାର ବିଧିବଦ୍ଧ ଭାବେ ସେ…

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି ନିକଟସ୍ଥ ପଳାସପୁର ଛକ ଏବଂ ସୋରଡ଼ାରେ ଦଳୀୟ ସଭାରେ ଯୋଗଦେଇ ବିରୋଧୀ ଦଳକୁ ଟାର୍ଗେଟ…

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ ନିର୍ଯାତନା ସହି ନ ପାରି ଶେଷରେ ଠିକାଦାରଙ୍କ କବଳରୁ ଲୁଚି ଶୁକ୍ରବାର ଘରକୁ ଚାଲି…

କାର୍‌ରୁ ୨୬ ଲକ୍ଷ ଜବତ

ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର ଏକାଧିକ ସ୍ଥାନରେ ଯାଞ୍ଚ କରାଯାଇ ୨୬ଲକ୍ଷ ୨୯ହଜାର ଟଙ୍କା ଜବତ କରାଯାଇଛି। କେନ୍ଦୁଝର ଜିଲା…

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର ୫ ଗ୍ୟାରେଣ୍ଟି କଥା କହିଛନ୍ତି। ଆଗାମୀ ନିର୍ବାଚନରେ କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ହେବ…

ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲ କଲେ ଅନୁଭବ

ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି ନିର୍ବାଚନ କ୍ଷେତ୍ର ଉପରେ ରହିଛି। ବିଜେଡି ଭାପୁର ବ୍ଳକ୍‌ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନଙ୍କୁ ଟିକେଟ…

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ ଉଷ୍ମତା ସୃଷ୍ଟି କରିଛି। ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲଗାତାର ୬ଷ୍ଠ…

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବରୁ ଆଲୋଚନା ହେଉଥିଲା ଯେ, ସୌମ୍ୟ ଘସିପୁରାରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?