ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା
ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ ପାଇଁ ବିଜେଡିରୁ ସନ୍ଧ୍ୟାରାଣୀ ଦାସ ତଥା ବିଜେଡିର ସାଂଗଠନିକ ସାଧାରଣ ସମ୍ପାଦକ ପ୍ରଣବପ୍ରକାଶ ଦାସଙ୍କ…
ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି
ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ ଚାଲିଛି। ଶନିବାର ନାମାଙ୍କନ ଗ୍ରହଣର ଶେଷ ଦିବସ। ଗତ ୨ଦିନ ହେଲା ଜିଲାରେ ପ୍ରାର୍ଥିଙ୍କ…
୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ
କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଗିରଫଦାରି ଏଡାଇବାକୁ ୩ ସୂଚନା ଅଧିକାର କର୍ମୀ ହାଇକୋର୍ଟରେ ଆଗୁଆ ଜାମିନ…
ଓଭରହେଡ୍ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା
ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିଲା ନାହିଁ। ଫଳରେ ସହରର ଡେଲି ମାର୍କେଟ, କୋଏଲନଗର, ଛେଣ୍ଡ,ପାନପୋଷ,ବାସନ୍ତୀ କଲୋନି ଏବଂ ଉଦିତ୍ନଗର,…
ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା
ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ କାମରେ ଲାଗୁନାହିଁ। ୨୦ ବର୍ଷ ପୂର୍ବରୁ ନିର୍ମିତ ଧାମନଗର ପାନ୍ଥଶାଳା ଏଯାଏ କାର୍ଯ୍ୟକ୍ଷମ ହୋଇପାରି…
ମାଡ଼ି ଚାଲିଛି ଶିମିଳିପାଳ ନିଆଁ
ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ ଡିଭିଜନରେ ବନାଗ୍ନି ବଢ଼ିବଢ଼ିି ଚାଲିଛି। ଶିମିଳିପାଳ କର୍ତ୍ତୃପକ୍ଷ ଫାୟର ପଏଣ୍ଟକୁ ଯାଇ ନୃା ରୋକିବାକୁ…
ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର
ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହେବା ପରେ ଏକ ପ୍ରକାର…
କେନାଲରେ ଆସିଲା ପାଣି: ଉପକୃତ ହେବେ ଚାଷୀ
ଡେଲାଙ୍ଗ,୩।୫(ରଶ୍ମିରଞ୍ଜନ ପ୍ରଧାନ): କେନାଲ ପାଣି ପାଇଁ ବହୁ ପ୍ରତୀକ୍ଷା ପରେ ଏବେ ତା’ର ଅନ୍ତ ଘଟିଛି। ମାଛପଡ଼ା ମାଇନରରେ କେନାଲ ପାଣି ଛଡ଼ାଯିବାରୁ ତାହା ଶେଷମୁଣ୍ଡରେ ପହଞ୍ଚତ୍ବା ପରେ ସ୍ଥାନୀୟ ବାସିନ୍ଦା ଖୁସିବ୍ୟକ୍ତ କରିଛନ୍ତି। ତେବେ ଏହି କେନାଲ ପାଣି ଦ୍ୱାରା…
ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ
ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ ଆସିଛନ୍ତି କଳହାଣ୍ଡିର ପିଏଚ୍ଡି ଗବେଷଣାରତ ଛାତ୍ର ଅନିରୁଦ୍ଧ ନାଏକ। ୩ଦିନ ଧରି ଅନୁଷ୍ଠିତ ଏହି…
୩ ମାସ ପାଇଁ ବନ୍ଦ ରହିବ ଭିତରକନିକା
ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ରାଜନଗର ବନ ବିଭାଗ ପକ୍ଷରୁ ଚଳିତମାସ ୧ ତାରିଖଠାରୁ ଜୁଲାଇ ୩୧ ଦୀର୍ଘ ୩…
କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ
ଜଗତ୍ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହା ଭିତରେ ଜଗତ୍ସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩ ଦଳ ପ୍ରାର୍ଥୀ ଘୋଷଣା…
ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ
କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ ସୁନାମି ଆଶଙ୍କା ଅଛି। ଏପରିକି ସୁନାମି ପାଇଁ ଏହି ଜିଲାର ୬୪ ଗ୍ରାମ ବିପଦସଙ୍କୁଳ…

